Psalm 107:32
ଲୋକମାନଙ୍କ ମହାସଭାରେ ପରମେଶ୍ବରଙ୍କର ପ୍ରଶଂସା କରିବା ଉଚିତ୍ ଓ ପ୍ରାଚୀନବର୍ଗମାନଙ୍କ ସଭାରେ ତାଙ୍କ ପ୍ରଶଂସା କରିବା ଉଚିତ୍।
Psalm 107:32 in Other Translations
King James Version (KJV)
Let them exalt him also in the congregation of the people, and praise him in the assembly of the elders.
American Standard Version (ASV)
Let them exalt him also in the assembly of the people, And praise him in the seat of the elders.
Bible in Basic English (BBE)
Let them give glory to him in the meeting of the people, and praise among the chiefs.
Darby English Bible (DBY)
Let them exalt him also in the congregation of the people, and praise him in the session of the elders.
World English Bible (WEB)
Let them exalt him also in the assembly of the people, And praise him in the seat of the elders.
Young's Literal Translation (YLT)
And they exalt Him in the assembly of the people, And in the seat of the elders praise Him.
| Let them exalt | וִֽ֭ירוֹמְמוּהוּ | wîrômĕmûhû | VEE-roh-meh-moo-hoo |
| him also in the congregation | בִּקְהַל | biqhal | beek-HAHL |
| people, the of | עָ֑ם | ʿām | am |
| and praise | וּבְמוֹשַׁ֖ב | ûbĕmôšab | oo-veh-moh-SHAHV |
| assembly the in him | זְקֵנִ֣ים | zĕqēnîm | zeh-kay-NEEM |
| of the elders. | יְהַלְלֽוּהוּ׃ | yĕhallûhû | yeh-hahl-LOO-hoo |
Cross Reference
ଗୀତସଂହିତା 22:25
ହେ ସଦାପ୍ରଭୁ, ମୁଁ ମହାସଭାରେ ତୁମ୍ଭର ଯେଉଁ ଜଯଗାନ କଲି ତାହା ତୁମ୍ଭ ପ୍ରରଣୋର ଫଳ। ସମସ୍ତ ଉପାସକମାନଙ୍କ ସମ୍ମୁଖରେ ମୁଁ ମାରେ ନବୈେଦ୍ଯ ତାଙ୍କ ଉଦ୍ଦେଶ୍ଯରେ ଉତ୍ସର୍ଗ କରିବି ୟାହା ମୁଁ ପ୍ରତିଜ୍ଞା କରିଛି।
ଗୀତସଂହିତା 22:22
ହେ ସଦାପ୍ରଭୁ, ମୁଁ ମାରେ ଭାଇମାନଙ୍କ ଆଗରେ ତୁମ୍ଭ ଗୁଣ ବର୍ଣ୍ଣନା କରିବି। ମୁଁ ବୃହତ୍ ସଭାକକ୍ଷରେ ତୁମ୍ଭର ପ୍ରଶଂସା କରିବି।
ଗୀତସଂହିତା 99:5
ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କର ପ୍ରଶଂସା କର। ତାଙ୍କ ପବିତ୍ର ପାଦପୀଠରେ ଉପାସନା କର, ସେ ପବିତ୍ର ଅଟନ୍ତି।
ଯିଶାଇୟ 25:1
ହେ ସଦାପ୍ରଭୁ, ତୁମ୍ଭେ ମାରେ ପରମେଶ୍ବର। ମୁଁ ତୁମ୍ଭର ପ୍ରତିଷ୍ଠା କରିବି ଓ ତୁମ୍ଭ ନାମର ପ୍ରଶଂସା କରିବି। କାରଣ ତୁମ୍ଭେ ସବୁ ଆଶ୍ଚର୍ୟ୍ଯ କାର୍ୟ୍ଯ ସମ୍ପାଦନ କରିଛ। ତୁମ୍ଭେ ପୁରାତନ କାଳ ରେ ୟହା କହିଥିଲ, ତାହା ସମ୍ପୂର୍ଣ୍ଣ ସତ୍ଯ ରେ ପରିଣତ ହାଇେଛି। ତୁମ୍ଭେ ଯାହାସବୁ କହିଥିଲ, ତାହାହିଁ ଘଟିଅଛି।
ରେରିତମାନଙ୍କ କାର୍ଯ୍ୟର ବିବରଣ 4:8
ତା'ପରେ ପିତର ପବିତ୍ର ଆତ୍ମା ଦ୍ବାରା ପରିପୂର୍ଣ୍ଣ ହାଇେ ସମାନଙ୍କେୁ କହିଲେ, ହେ ଲୋକମାନଙ୍କର ନେତାମାନେ ଓ ପ୍ରାଚ଼ୀନ ଲୋକମାନେ!
ଯିଶାଇୟ 12:4
ତା'ପ ରେ ତୁମ୍ଭେ କହିବ, ସଦାପ୍ରଭୁଙ୍କର ପ୍ରଶଂସା କର। ତାହାଙ୍କ ନାମ ରେ ପ୍ରାର୍ଥନା କର। ସେ ଯେଉଁ ମହାନ୍ କାର୍ୟ୍ଯ କରିଛନ୍ତି, ସେଥିପାଇଁ ସମସ୍ତ ଗୋଷ୍ଠୀ ଆଗ ରେ ତାଙ୍କର ପ୍ରଶଂସା କର।'
ଗୀତସଂହିତା 119:46
ମୁଁ ରାଜାମାନଙ୍କ ସହିତ ତୁମ୍ଭର ବାକ୍ଯ ବିଷଯରେ ଆଲୋଚନା କରିବି। ଏବଂ ମୁଁ ଲଜ୍ଜିତ ହବେି ନାହିଁ।
ଗୀତସଂହିତା 111:1
ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ଯବାଦ ଦବେି।
ଗୀତସଂହିତା 99:9
ତୁମ୍ଭମାନେେ ଆମ୍ଭମାନଙ୍କର ପରମେଶ୍ବରଙ୍କର ପ୍ରଶଂସା କର। ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର। ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ବର ପବିତ୍ର ଅଟନ୍ତି।
ଗୀତସଂହିତା 66:16
ହେ ସମସ୍ତ ଲୋକ ଯେଉଁମାନେ ପରମେଶ୍ବରଙ୍କୁ ଉପାସନା କର, ଆସ ଏବଂ ମୁଁ ତୁମ୍ଭମାନଙ୍କୁ କହିବି ପରମେଶ୍ବର ମାେ ପାଇଁ କ'ଣ ସବୁ କରିଛନ୍ତି।
ଗୀତସଂହିତା 46:10
ପରମେଶ୍ବର କହନ୍ତି, ୟୁଦ୍ଧ ବନ୍ଦ କର, ମନରେଖ ମୁଁ ହେଉଛି ପରମେଶ୍ବର। ମୁଁ ରାଜ୍ଯମାନଙ୍କୁ ପରାସ୍ତ କରିଛି। ପୃଥିବୀକୁ ମୁଁ ନିଯନ୍ତ୍ରଣ କଲେ।
ଗୀତସଂହିତା 40:9
ମୁଁ ମହାସଭାରେ ତୁମ୍ଭର ବିଜଯବାର୍ତ୍ତା ପ୍ରଚାର କରିଅଛି। ହେ ସଦାପ୍ରଭୁ, ତାହା ତୁମ୍ଭେ ଜାଣ, ମୁଁ ଏହି ଶୁଭ ଖବର ପ୍ରଚାରରୁ କବେେ ହେଲେ ବିରତ ରହିବ ନାହିଁ।
ଗୀତସଂହିତା 35:18
ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ବିରାଟ ସମ୍ମିଳନୀ କକ୍ଷରେ ପ୍ରଶଂସା କରିବି। ମୁଁ ତୁମ୍ଭକୁ ପ୍ରଶଂସା କରିବି ମୁଁ ଯେତବେେଳେ ଶକ୍ତିଶାଳୀ ଲୋକମାନଙ୍କ ସଙ୍ଗରେ ଥାଏ।
ଗୀତସଂହିତା 18:46
ସଦାପ୍ରଭୁ ଜୀବନ୍ତ ଅଟନ୍ତି। ମୁଁ ସହେି ଶୈଳକୁ ପ୍ରଶଂସା କରେ। ପରମେଶ୍ବର ମାେତେ ରକ୍ଷା କରନ୍ତି। ସେ ମହାନ୍ ଅଟନ୍ତି।
ଯାତ୍ରା ପୁସ୍ତକ 15:2
ସଦାପ୍ରଭୁ ହେଉଛନ୍ତି ମାରେ ଶକ୍ତି। ସେ ମାେତେ ରକ୍ଷା କରନ୍ତି। ଏବଂ ମୁଁ ତାଙ୍କର ପ୍ରଶଂସା କରି ଗାନ କରିବି। ସଦାପ୍ରଭୁ ହେଉଛନ୍ତି ମାରେ ପରମେଶ୍ବର ଏବଂ ମୁଁ ତାଙ୍କର ପ୍ରଶଂସା କରିବି। ସଦାପ୍ରଭୁ ହେଉଛନ୍ତି ମାରେ ପୂର୍ବପୁରୁଷମାନଙ୍କର ପରମେଶ୍ବର ଏବଂ ମୁଁ ତାଙ୍କର ସମ୍ମାନ କରିବି।