Psalm 112:5
ଦରକାର ବେଳେ ଋଣ ଦବୋ ଏବଂ ଉଧାର ହବୋ, ଏହା ଗୋଟିଏ ଲୋକର ଭଲ ଗୁଣ। କୌଣସି ବ୍ଯକ୍ତି ନିଜର ବ୍ଯାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।
Psalm 112:5 in Other Translations
King James Version (KJV)
A good man sheweth favour, and lendeth: he will guide his affairs with discretion.
American Standard Version (ASV)
Well is it with the man that dealeth graciously and lendeth; He shall maintain his cause in judgment.
Bible in Basic English (BBE)
All is well for the man who is kind and gives freely to others; he will make good his cause when he is judged.
Darby English Bible (DBY)
It is well with the man that is gracious and lendeth; he will sustain his cause in judgment.
World English Bible (WEB)
It is well with the man who deals graciously and lends. He will maintain his cause in judgment.
Young's Literal Translation (YLT)
Good `is' the man -- gracious and lending, He sustaineth his matters in judgment.
| A good | טֽוֹב | ṭôb | tove |
| man | אִ֭ישׁ | ʾîš | eesh |
| sheweth favour, | חוֹנֵ֣ן | ḥônēn | hoh-NANE |
| and lendeth: | וּמַלְוֶ֑ה | ûmalwe | oo-mahl-VEH |
| guide will he | יְכַלְכֵּ֖ל | yĕkalkēl | yeh-hahl-KALE |
| his affairs | דְּבָרָ֣יו | dĕbārāyw | deh-va-RAV |
| with discretion. | בְּמִשְׁפָּֽט׃ | bĕmišpāṭ | beh-meesh-PAHT |
Cross Reference
ଗୀତସଂହିତା 37:25
ମୁଁ ୟୁବା ଥିଲି ଓ ବର୍ତ୍ତମାନ ବୁଢ଼ା ହଲିେଣି ଓ ମୁଁ କବେେ ଦେଖିନାହିଁ ପରମେଶ୍ବର ଧାର୍ମିକ ଲୋକଙ୍କୁ ପରିତ୍ଯାଗ କରନ୍ତି। ମୁଁ କବେେ ଦେଖି ନାହିଁ ୟେ, ଧାର୍ମିକ ବ୍ଯକ୍ତିଙ୍କର ପିଲାମାନେ ଖାଦ୍ୟ ପାଇଁ ଭିକ୍ଷାବୃତ୍ତି କରନ୍ତି।
ଦିତୀୟ ବିବରଣ 15:7
ଯେତବେେଳେ ତୁମ୍ଭମାନେେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ଦତ୍ତ ଦେଶ ରେ ବାସ କରିବ, ସେତବେେଳେ ତୁମ୍ଭମାନଙ୍କ ମଧିଅରେ ଥିବା ଦରିଦ୍ର ଲୋକମାନଙ୍କୁ ଦୟା କରିବ, ତୁମ୍ଭମାନେେ ସ୍ବାର୍ଥପର ହବେ ନାହିଁ। ତୁମ୍ଭମାନେେ ସମାନଙ୍କେୁ ସାହାୟ୍ଯ କରିବାକୁ ମନା କରିବ ନାହିଁ।
ଯୋହନଲିଖିତ ସୁସମାଚାର 6:12
ସବୁ ଲୋକମାନେ ୟଥେଷ୍ଟ ପରିମାଣ ରେ ଖାଇଲେ। ସମାନେେ ଖାଇ ସାରିବା ପରେ ଯୀଶୁ ଶିଷ୍ଯମାନଙ୍କୁ କହିଲେ, ବଳକା ମାଛ ଓ ରୋଟୀ ଏକାଠି କର, କିଛି ନଷ୍ଟ କର ନାହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 11:24
ବର୍ଣ୍ଣବ୍ବା ଜଣେ ଉତ୍ତମ ବ୍ଯକ୍ତି ଥିଲେ। ସେ ପବିତ୍ର ଆତ୍ମା ଓ ବିଶ୍ବାସ ରେ ପୂର୍ଣ୍ଣ ଥିଲେ। ତେଣୁ ଅନକେ ଲୋକ ତାହାଙ୍କ ଲାଗି ପ୍ରଭୁ ଯୀଶୁଙ୍କର ଶିଷ୍ଯ ହେଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:7
ଅନ୍ୟ ଲୋକ ଯେତେ ଭଲ ହେଲେ ମଧ୍ଯ, ଖୁବ କମ୍ ଲୋକ ଅନ୍ୟକୁ ବଞ୍ଚାଇବା ପାଇଁ ମୃତ୍ଯୁ ବରଣ କରିବେ। ଯଦି ଲୋକଟି ଧାର୍ମିକ ହାଇେ ଥାଏ, ତବେେ ତା ନିମନ୍ତେ କିଏ ଜଣେ ମୃତ୍ଯୁ ବରଣ କରିବା ପାଇଁ ସାହାସ କରିବ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:11
ପରମେଶ୍ବରଙ୍କ କାମ କରିବା ରେ ଉତ୍ସାହ ପ୍ରକାଶ କର। ତାଙ୍କ ସବୋ କାର୍ୟ୍ଯ ରେ ଆଳସ୍ଯ କର ନାହିଁ। ପରମେଶ୍ବରଙ୍କୁ ସବୋ କଲା ବେଳେ ଆତ୍ମିକ ଭାବରେ ଉଦ୍ ଯୋଗ ହୁଅ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:15
ଅତଏବ କିପରି ଜୀବନ କାଟୁଅଛ, ଏବିଷୟ ରେ ବିଶଷେ ସାବଧାନ ରୁହ। ନିର୍ ବୋଧ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ମାତ୍ର ଜ୍ଞାନୀ ଲୋକଙ୍କ ପରି ଜୀବନଯାପନ କର।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:9
ତୁମ୍ଭମାନଙ୍କ ପାଇଁ ମାରେପ୍ରାର୍ଥନା ଏହି ଯେ :
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:5
ଅବିଶ୍ବାସୀ ଲୋକମାନଙ୍କ ସହିତ ବ୍ଯବହାର କଲା ବେଳେ ବୁଦ୍ଧି ସହ ବ୍ଯବହାର କର। ଯେତେ ଭଲ ଭାବରେ ପାରିବ ନିଜର ସମୟର ସଦୁପୟୋଗ କର।
ଲୂକଲିଖିତ ସୁସମାଚାର 23:50
ଯିହୂଦୀମାନଙ୍କର ହାରାମାଥୀଯା ନଗରର ଜଣେ ଲୋକ ସଠାେରେ ଥିଲେ। ତାହାଙ୍କ ନାମ ୟୋ ସଫେ। ସେ ଯିହୂଦୀ ମହାସଭାର ଜଣେ ସଦସ୍ଯ ଥିଲେ। ସେ ଜଣ ଉତ୍ତମ ଓ ଧାର୍ମିକ ଲୋକଥିଲେ। ସେ ପରମେଶ୍ବରଙ୍କ ରାଜ୍ଯକୁ ଅପେକ୍ଷା କରୁଥିଲେ।
ଲୂକଲିଖିତ ସୁସମାଚାର 6:35
ତାନ ନିଜ ଶତୃକୁ ଭଲ ପାଅ। ଲୋକଙ୍କର ଉପକାର କର ଓ ଫରେି ପାଇବାର କୌଣସି ଆଶା ନରଖି ଟଙ୍କା ଧାର ଦିଅ। ଏହା କଲେ ତୁମ୍ଭମାନଙ୍କୁ ପ୍ରଚୁର ପୁରସ୍କାର ମିଳିବ। ତୁମ୍ଭମାନେେ ସର୍ବୋପରିସ୍ଥ ପରମେଶ୍ବରଙ୍କର ସନ୍ତାନ ହବେ। କାରଣ ସେ କପଟୀ ଏବଂ ଦୁଷ୍ଟ ଲୋକମାନଙ୍କ ପ୍ରତି ମଧ୍ଯ ଦୟଶୀଳ ଅଟନ୍ତି।
ହିତୋପଦେଶ 27:23
ତୁମ୍ଭେ ଆପଣା ମଷେପଲର ଅବସ୍ଥା ଜାଣିବା ପାଇଁ ଯତ୍ନବାନ୍ ହୁଅ। ପୁଣି ଆପଣା ପଶୁପଲ ବିଷଯ ରେ ଉତ୍ତମରୂପେ ମନୋୟୋଗ କର।
ଗୀତସଂହିତା 37:21
ଦୁଷ୍ଟ ଲୋକ ଖୁବ୍ ଶୀଘ୍ର ଟଙ୍କା ଋଣ କରେ ଓ କବେେ ତାକୁ ପରି ଶାଧେ କରେ ନାହିଁ। କିନ୍ତୁ ଧାର୍ମିକ ବ୍ଯକ୍ତି ତାକୁ ଅନ୍ୟମାନଙ୍କୁ ବାଣ୍ଟି ଦିଏ।
ହିତୋପଦେଶ 2:20
ଜ୍ଞାନୀମାନଙ୍କୁ ଅନୁସରଣ କରିବା ପାଇଁ, ଜ୍ଞାନ ତୁମ୍ଭକୁ ସାହାୟ୍ଯ କରିବ। ଉତ୍ତମ ଲୋକର ମାର୍ଗ ଅନୁସରଣ ପାଇଁ, ଜ୍ଞାନ ତୁମ୍ଭର ସହାୟ ହବେ।
ହିତୋପଦେଶ 12:2
ସତ୍ ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପା'ନ୍ତି। କିନ୍ତୁ ଯେଉଁ ବ୍ଯକ୍ତି କୁପଥ କଳ୍ପନା କରେ, ସେ ଭ୍ରଷ୍ଟ ହବେ।
ହିତୋପଦେଶ 17:18
ନିର୍ ବୋଧ ଲୋକ ହାତ ଦଇେ ଆପଣା ପ୍ରତିବେଶୀ ସାକ୍ଷାତ ରେ ଲଗା ହୁଏ।
ହିତୋପଦେଶ 18:9
ଆପଣା କାର୍ୟ୍ଯ ରେ ଯେ ଅଳସ, ସେ ବିନାଶକର ଭଳଇ।
ହିତୋପଦେଶ 22:26
ଅନ୍ୟମାନଙ୍କର ଋଣ ପାଇଁ ତୁମ୍ଭେ ଲଗା ହୁଅ ନାହିଁ।
ହିତୋପଦେଶ 24:27
ବାହା ରେ ତୁମ୍ଭ କାର୍ୟ୍ଯର ଆଯୋଜନ କର। ଆପଣା ନିମନ୍ତେ ସହେି କ୍ଷେତ୍ର ପ୍ରସ୍ତୁତ କର। ଏହାପ ରେ ଆପଣା ଗୃହ ନିର୍ମାଣ କର।
ହିତୋପଦେଶ 24:30
ମୁଁ ଅଳସୁଆର କ୍ଷେତ୍ର ଓ ନିର୍ ବୋଧ ଲୋକର ଦ୍ରାକ୍ଷାକ୍ଷେତ୍ର ଦଇେ ଗଲି।
ଆୟୁବ ପୁସ୍ତକ 31:16
ମୁଁ କବେେ ଗରିବ ଲୋକକୁ ସାହାୟ୍ଯ କରିବାକୁ ମନା କରିନାହିଁ। ବିଧବାମାନଙ୍କୁ ସମାନଙ୍କେ ଦରକାର ମୁତାବକ ଦଇେଛି।