Psalm 114:2
ସହେି ସମଯରେ ଯିହୁଦା ପରମେଶ୍ବରଙ୍କର ବିଶଷେ ଲୋକ ହେଲେ। ଇଶ୍ରାୟେଲ ତାଙ୍କର ରାଜ୍ଯ ହେଲା।
Psalm 114:2 in Other Translations
King James Version (KJV)
Judah was his sanctuary, and Israel his dominion.
American Standard Version (ASV)
Judah became his sanctuary, Israel his dominion.
Bible in Basic English (BBE)
Judah became his holy place, and Israel his kingdom.
Darby English Bible (DBY)
Judah was his sanctuary, Israel his dominion.
World English Bible (WEB)
Judah became his sanctuary, Israel his dominion.
Young's Literal Translation (YLT)
Judah became His sanctuary, Israel his dominion.
| Judah | הָיְתָ֣ה | hāytâ | hai-TA |
| was | יְהוּדָ֣ה | yĕhûdâ | yeh-hoo-DA |
| his sanctuary, | לְקָדְשׁ֑וֹ | lĕqodšô | leh-kode-SHOH |
| and Israel | יִ֝שְׂרָאֵ֗ל | yiśrāʾēl | YEES-ra-ALE |
| his dominion. | מַמְשְׁלוֹתָֽיו׃ | mamšĕlôtāyw | mahm-sheh-loh-TAIV |
Cross Reference
ଲେବୀୟ ପୁସ୍ତକ 11:45
ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ବର, ତୁମ୍ଭମାନଙ୍କୁ ମିଶରରୁ ଆଣିଅଛୁ। ଏଣୁ ତୁମ୍ଭମାନେେ ପବିତ୍ର ହବେ କାରଣ ଆମ୍ଭେ ପବିତ୍ର ଅଟୁ।
ଯାତ୍ରା ପୁସ୍ତକ 29:45
ମୁଁ ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ବାସ କରିବି ଏବଂ ସମାନଙ୍କେର ପରମେଶ୍ବର ହବେି।
ଯାତ୍ରା ପୁସ୍ତକ 25:8
ପରମେଶ୍ବର ଏହା ମଧ୍ଯ କହିଲେ, ସମାନେେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ରସ୍ଥାନ ନିର୍ମାଣ କରନ୍ତୁ। ତହିଁରେ ମୁଁ ସମାନଙ୍କେ ମଧିଅରେ ବାସ କରିବି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:3
ମୁଁ ସିଂହାସନରୁ ଏକ ଉଚ୍ଚ ସ୍ବର ଶୁଣିଲି। ସହେି ସ୍ବର କହିଲା, ବର୍ତ୍ତମାନ ପରମେଶ୍ବରଙ୍କର ବାସସ୍ଥାନ ଲୋକମାନଙ୍କ ପାଖ ରେ ଅଛି। ସେ ସମାନଙ୍କେ ସହିତ ରହିବେ। ସମାନେେ ତାହାଙ୍କର ଲୋକ ହବେେ। ପରମେଶ୍ବର ନିଜେ ସମାନଙ୍କେ ସହିତ ରହିବେ ଓ ସମାନଙ୍କେର ପରମେଶ୍ବର ହବେେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6:16
ପରମେଶ୍ବରଙ୍କ ମନ୍ଦିର ଓ ମୂର୍ତ୍ତିଗୁଡ଼ିକ ମଧିଅରେ ଚୁକ୍ତି ହାଇେ ପାରିବ ନାହିଁ, କାରଣ ଆମ୍ଭେ ହେଉଛୁ ପରମେଶ୍ବରଙ୍କ ମନ୍ଦିର। ଯେପରି ପରମେଶ୍ବର କହିଛନ୍ତି :
ଯିହିଜିକଲ 37:26
ଏବଂ ମୁଁ ସମାନଙ୍କେ ସହିତ ଶାନ୍ତିର ଏକ ଚୁକ୍ତି ସ୍ଥିର କରିବି। ସମାନଙ୍କେ ସହିତ ତାହା ଏକ ଚିରନ୍ତନ ଚୁକ୍ତି ହବେ। ଏବଂ ମୁଁ ସମାନଙ୍କେୁ ବସାଇବି ଓ ବଢ଼ାଇବି। ଆଉ ସମାନଙ୍କେ ମଧିଅରେ ସଦାକାଳ ମୁଁ ଆପଣା ପବିତ୍ରସ୍ଥାନ ସ୍ଥାପନ କରିବି।
ଗୀତସଂହିତା 78:68
ନାଁ, ପରମେଶ୍ବର ଯିହୁଦା ଗୋଷ୍ଠୀକୁ ମନୋନୀତ କଲେ ଓ ଆପଣାର ପ୍ରିଯ ସଯୋନ୍ ପର୍ବତକୁ ମନୋନୀତ କଲେ।
ଦିତୀୟ ବିବରଣ 27:12
ତୁମ୍ଭେ ୟର୍ଦ୍ଦନ ପାର ହବୋପରେଶିମିଯୋନ, ଲବେୀ, ୟିହକ୍ସ୍ଟଦା, ଇଷାଖର, ଯୋଷଫେ ଓ ବିଦ୍ଯାମୀନ ଗୋଷ୍ଠୀଗଣ ସମସ୍ତ ଲୋକମାନଙ୍କୁ ଆଶୀର୍ବାଦ ନିମନ୍ତେ ଗରିଷୀମ୍ ପର୍ବତ ଉପରେ ନିଶ୍ଚଯ ଛିଡା ହବେ।
ଦିତୀୟ ବିବରଣ 27:9
ମାଶାେ ଓ ଯାଜକମାନେ ସମସ୍ତ ଇଶ୍ରାୟେଲକକ୍ସ୍ଟ କହିଲେ, ହେ ଇଶ୍ରାୟେଲ ନୀରବ ରେ ଅନକ୍ସ୍ଟଧ୍ଯାନ କର, ଆଜି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ ଲୋକ ହେଲ।
ଦିତୀୟ ବିବରଣ 23:14
ତୁମ୍ଭକୁ ରକ୍ଷା କରିବା ପାଇଁ ଓ ତକ୍ସ୍ଟମ୍ଭ ହସ୍ତ ରେ ତୁମ୍ଭର ଶତୃମାନଙ୍କୁ ସମର୍ପଣ କରିବ ପାଇଁ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ଛାଉଣୀ ମଧିଅରେ ଗମନାଗମନ କରନ୍ତି। ଏଥିପାଇଁ ସେ ଯେପରି ତୁମ୍ଭମାନଙ୍କ ମଧିଅରେ ଲଜ୍ଜାକର ବିଷଯ ନ ଦେଖନ୍ତି ଓ ତକ୍ସ୍ଟମ୍ଭ ନିକଟରକ୍ସ୍ଟ ବିମକ୍ସ୍ଟଖ ନ ହକ୍ସ୍ଟଅନ୍ତି। ଏଥିପାଇଁ ତୁମ୍ଭର ଛାଉଣୀ ସର୍ବଦା ପବିତ୍ର ହବୋ ଉଚିତ୍।
ଯାତ୍ରା ପୁସ୍ତକ 19:5
ତେଣୁ ସମାନଙ୍କେୁ ମାରେ ଆଜ୍ଞା ମାନିବା ପାଇଁ କୁହ। ସମାନଙ୍କେୁ ମାରେ ନିଯମ ପାଳନ କରିବାକୁ ଦିଅ। ଯଦି ତୁମ୍ଭେ ଏପରି କର, ତବେେ ତୁମ୍ଭମାନେେ ମାରେ ଆପଣାର ରତ୍ନଭଣ୍ଡାର ହାଇେ ରହିବ ଯେ ହତେୁ ସମଗ୍ର ପୃଥିବୀ ମାରେ।
ଯାତ୍ରା ପୁସ୍ତକ 15:17
ତୁମ୍ଭେ ସମାନଙ୍କେୁ ଆଣ ଓ ସମାନଙ୍କେୁ ନିଜ ପର୍ବତ ରେ ସ୍ଥାପନ କର। ହେ ସଦାପ୍ରଭୁ, ତୁମ୍ଭ ନିଜ ନିମନ୍ତେ ଏକ ସ୍ଥାନ ପ୍ରସ୍ତୁତ କରିଅଛ, ସଦାପ୍ରଭୁ ତୁମ୍ଭର ହସ୍ତ ଏକ ଧର୍ମଧାମ ପ୍ରସ୍ତୁତ କରିଅଛି।
ଯାତ୍ରା ପୁସ୍ତକ 6:7
ତୁମ୍ଭମାନେେ ମାରେ ଲୋକ ହବେ। ଏବଂ ମୁଁ ତୁମ୍ଭର ପରମେଶ୍ବର ହବେି। ମୁଁ ସଦାପ୍ରଭୁ ତୁମ୍ଭର ପରମେଶ୍ବର ଅଟେ। ଏବଂ ତୁମ୍ଭେ ଜାଣିବ ଯେ, ମୁଁ ତୁମ୍ଭମାନଙ୍କୁ ମିଶରୀଯମାନଙ୍କ ଦାଉରୁ ରକ୍ଷା କରିବି।