Psalm 22:23 in Oriya

Oriya Oriya Bible Psalm Psalm 22 Psalm 22:23

Psalm 22:23
ଯେଉଁମାନେ ତାଙ୍କୁ ଉପାସନା କରୁଛ ସଦାପ୍ରଭୁଙ୍କର ଜଯଗାନ କର। ହେ ୟାକୁବର ବଂଶଧରଗଣ, ସଦାପ୍ରଭୁଙ୍କୁ ପ୍ରଶଂସା ପ୍ରଦର୍ଶନ କର। ଇଶ୍ରାୟେଲର ବଂଶଧରଗଣ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ ଦଖାେଅ।

Psalm 22:22Psalm 22Psalm 22:24

Psalm 22:23 in Other Translations

King James Version (KJV)
Ye that fear the LORD, praise him; all ye the seed of Jacob, glorify him; and fear him, all ye the seed of Israel.

American Standard Version (ASV)
Ye that fear Jehovah, praise him; All ye the seed of Jacob, glorify him; And stand in awe of him, all ye the seed of Israel.

Bible in Basic English (BBE)
You who have fear of the Lord, give him praise; all you seed of Jacob, give him glory; go in fear of him, all you seed of Israel.

Darby English Bible (DBY)
Ye that fear Jehovah, praise him; all ye the seed of Jacob, glorify him; and revere him, all ye the seed of Israel.

Webster's Bible (WBT)
I will declare thy name to my brethren: in the midst of the congregation will I praise thee.

World English Bible (WEB)
You who fear Yahweh, praise him! All you descendants of Jacob, glorify him! Stand in awe of him, all you descendants of Israel!

Young's Literal Translation (YLT)
Ye who fear Jehovah, praise ye Him, All the seed of Jacob, honour ye Him, And be afraid of Him, all ye seed of Israel.

Ye
that
fear
יִרְאֵ֤יyirʾêyeer-A
the
Lord,
יְהוָ֨ה׀yĕhwâyeh-VA
praise
הַֽלְל֗וּהוּhallûhûhahl-LOO-hoo
all
him;
כָּלkālkahl
ye
the
seed
זֶ֣רַעzeraʿZEH-ra
Jacob,
of
יַעֲקֹ֣בyaʿăqōbya-uh-KOVE
glorify
כַּבְּד֑וּהוּkabbĕdûhûka-beh-DOO-hoo
him;
and
fear
וְג֥וּרוּwĕgûrûveh-ɡOO-roo

מִ֝מֶּ֗נּוּmimmennûMEE-MEH-noo
all
him,
כָּלkālkahl
ye
the
seed
זֶ֥רַעzeraʿZEH-ra
of
Israel.
יִשְׂרָאֵֽל׃yiśrāʾēlyees-ra-ALE

Cross Reference

ଗୀତସଂହିତା 135:19
ହେ ଇଶ୍ରାୟେଲର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର। ହେ ହାରୋଣର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର।

ଗୀତସଂହିତା 50:23
ୟେକହେି ମାେତେ ଧନ୍ଯବାଦାର୍ଥକ ନବୈେଦ୍ଯ ଉତ୍ସର୍ଗ କରେ, ମାେତେ ସମ୍ମାନ ପ୍ରଦର୍ଶନ କରେ ଏବଂ ୟିଏ କହେି ସତ୍ମାର୍ଗରେ ଚାଲିବାକୁ ନିଷ୍ପତ୍ତି ନିଏ, ସେ ମାରେ ରକ୍ଷା କରିବାର ଶକ୍ତି ଦେଖିପାରିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 15:4
ହେ ପ୍ରଭୁ ! କିଏ ତୁମ୍ଭକୁ ଭୟ ନ କରିବ ? ସମସ୍ତଙ୍କର ତୁମ୍ଭେ ପ୍ରଶଂସନୀୟ ଅଟ। କାରଣ କବଳେ ତୁମ୍ଭେ ହିଁ ପବିତ୍ର ; ସମସ୍ତ ଜାତିଗୁଡ଼ିକ ତୁମ୍ଭ ପାଖକୁ ଆସିବେ ଓ ତୁମ୍ଭର ଉପାସନା କରିବେ। କାରଣ ତୁମ୍ଭେ ହିଁ ନ୍ଯାୟବନ୍ତ ଏହା ଜଗତେ ବିଦିତ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 10:31
ଅତଏବ, ଯେତବେେଳେ ତୁମ୍ଭମାନେେ ଖାଅ, ପିଅ ବା ଅନ୍ୟ ଯାହା କିଛି କର, ପରମେଶ୍ବରଙ୍କ ମହିମା ପାଇଁ କରିବା ଉଚିତ୍।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6:19
ତୁମ୍ଭମାନେେ ଜାଣି ରଖିବା ଉଚିତ୍ ଯେ, ତୁମ୍ଭମାନଙ୍କ ଶରୀର ପବିତ୍ର ଆତ୍ମାଙ୍କ ମନ୍ଦିର ଅଟେ। ପବିତ୍ର ଆତ୍ମା ଅନ୍ତର ରେ ଅଛନ୍ତି। ପବିତ୍ର ଆତ୍ମାଙ୍କୁ ତୁମ୍ଭମାନେେ ପରମେଶ୍ବରଙ୍କଠାରୁ ପାଇଛ। ତୁମ୍ଭମାନେେ ନିଜେ ନିଜର ନୁହଁ।

ଲୂକଲିଖିତ ସୁସମାଚାର 2:20
ମଷେପାଳକମାନେ ନିଜ ମଷେମାନଙ୍କ ନିକଟକୁ ଫରେିଗଲେ ଏବଂ ଯାହା ସବୁ ଶୁଣିଥିଲେ ଓ ଦେଖିଥିଲେ, ସେଥିପାଇଁ ପରମେଶ୍ବରଙ୍କୁ ଗୌରବ ଦେଲେ ଓ ପ୍ରଶଂସା ଗାନ କଲେ। ସ୍ବର୍ଗଦୂତମାନେ ଯେପରି କହିଥିଲେ, ସମାନେେ ପ୍ରେତ୍ୟକକ ଜିନିଷକୁ ସହେିପରି ଦେଖିଲେ।

ଲୂକଲିଖିତ ସୁସମାଚାର 1:50
ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ସେ ସମାନଙ୍କେୁ ସଦାସର୍ବଦା ଦୟା କରନ୍ତି।

ଯିଶାଇୟ 25:3
ବଳଶାଳୀ ଶକ୍ତିମାନେ ଓ ଜାତିମାନେ ତୁମ୍ଭକୁ ପ୍ରଶଂସା ଓ ସମ୍ମାନ କରିବେ। ଆତଙ୍କିତ ନଗରର ଲୋକମାନେ ଭୟ କରିବେ।

ଗୀତସଂହିତା 145:19
ସେ ଆପଣା ଅନୁସରଣକାରୀମାନଙ୍କ ବାଞ୍ଚା ପୂର୍ଣ୍ଣ କରନ୍ତି। ସେ ସମାନଙ୍କେର ଗୁହାରି ଶୁଣନ୍ତି ଏବଂ ସମାନଙ୍କେୁ ରକ୍ଷା କରନ୍ତି।

ଗୀତସଂହିତା 115:13
ସଦାପ୍ରଭୁ ତାଙ୍କ ସାନ ଓ ବଡ଼ ସମସ୍ତ ଅନୁସରଣକାରୀମାନଙ୍କୁ ଆଶୀର୍ବାଦ କରିବେ।

ଗୀତସଂହିତା 115:11
ହେ ସଦାପ୍ରଭୁଙ୍କର ଅନୁସରଣକାରୀ, ତୁମ୍ଭମାନେେ ସଦାପ୍ରଭୁଙ୍କଠାରେ ବିଶ୍ବାସ କର। ସଦାପ୍ରଭୁ ସମାନଙ୍କେର ଶକ୍ତି ଓ ଢ଼ାଲ।

ଗୀତସଂହିତା 107:1
ସଦାପ୍ରଭୁଙ୍କୁ ଧନ୍ଯବାଦ ଦିଅ। କାରଣ ସେ ମହାନ୍। ତାଙ୍କର ଦୟା ଅନନ୍ତକାଳସ୍ଥାଯୀ।

ଗୀତସଂହିତା 106:5
ହେ ସଦାପ୍ରଭୁ, ତୁମ୍ଭେ ମାେତେ ତୁମ୍ଭର ମନୋନୀତ ଲୋକମାନଙ୍କର ଭଲ କାର୍ୟ୍ଯରେ ନିଯୋଜିତ ହବୋକୁ ଦିଅ। ତୁମ୍ଭ ନିର୍ଣ୍ଣିତ ଲୋକମାନଙ୍କ ସହିତ ଆନନ୍ଦ କରିବାକୁ ଦିଅ, ଯେଉଁମାନେ କି ତୁମ୍ଭ ସହିତ ଆସନ୍ତି।

ଗୀତସଂହିତା 105:3
ଗର୍ବରେ ତାଙ୍କର ପବିତ୍ର ନାମରେ ପ୍ରଶଂସା କର। ସଦାପ୍ରଭୁଙ୍କର ଉପାସକ ଆନନ୍ଦିତ ହୁଅ।

ଗୀତସଂହିତା 86:12
ହେ ପ୍ରଭୁ, ମାରେ ପରମେଶ୍ବର, ମୁଁ ତୁମ୍ଭକୁ ହୃଦଯ ସହିତ ପ୍ରଶଂସା କରିବି। ମୁଁ ସର୍ବଦା ତୁମ୍ଭ ନାମରେ ଗୌରବ କରିବି।

ଗୀତସଂହିତା 33:8
ଏ ପୃଥିବୀର ପ୍ରେତ୍ୟକକ ବ୍ଯକ୍ତି ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରିବା ଉଚିତ୍। ଏ ପୃଥିବୀର ସମସ୍ତ ଲୋକ ତାଙ୍କୁ ଭୟ କରିବା ଉଚିତ୍।

ଗୀତସଂହିତା 22:30
ଏବଂ ଭବିଷ୍ଯତରେ ଆମ୍ଭର ବଂଶଧରମାନେ ସଦାପ୍ରଭୁଙ୍କ ସବୋ କରିବେ। ଲୋକମାନେ ଚିରଦିନ ତାଙ୍କର ଗୁଣଗାନ କରିବେ।

ପ୍ରଥମ ବଂଶାବଳୀ 16:8
ପରମେଶ୍ବରଙ୍କର ପ୍ରଶଂସା କର, ତାହାଙ୍କ ନାମ ରେ ବୀନତି କର। ସଦାପ୍ରଭୁ ଯେଉଁସବୁ ମହାନ୍ କର୍ମମାନ କରିଅଛନ୍ତି, ତାହା ଲୋକମାନଙ୍କୁ କୁହ।