Psalm 6:4 in Oriya

Oriya Oriya Bible Psalm Psalm 6 Psalm 6:4

Psalm 6:4
ହେ ସଦାପ୍ରଭୁ, ତୁମ୍ଭେ ଫରେିଆସ ଓ ମାେତେ ପୁନର୍ବାର ଅଧିକ ବଳଶାଳୀ କର। ତୁମ୍ଭେ ଅତ୍ଯନ୍ତ କରୁଣାରେ ମାେତେ ଉଦ୍ଧାର କର।

Psalm 6:3Psalm 6Psalm 6:5

Psalm 6:4 in Other Translations

King James Version (KJV)
Return, O LORD, deliver my soul: oh save me for thy mercies' sake.

American Standard Version (ASV)
Return, O Jehovah, deliver my soul: Save me for thy lovingkindness' sake.

Bible in Basic English (BBE)
Come back, O Lord, make my soul free; O give me salvation because of your mercy.

Darby English Bible (DBY)
Return, Jehovah, free my soul; save me for thy loving-kindness' sake.

Webster's Bible (WBT)
My soul is also greatly disquieted: but thou, O LORD, how long?

World English Bible (WEB)
Return, Yahweh. Deliver my soul, And save me for your loving kindness' sake.

Young's Literal Translation (YLT)
Turn back, O Jehovah, draw out my soul, Save me for Thy kindness' sake.

Return,
שׁוּבָ֣הšûbâshoo-VA
O
Lord,
יְ֭הוָהyĕhwâYEH-va
deliver
חַלְּצָ֣הḥallĕṣâha-leh-TSA
my
soul:
נַפְשִׁ֑יnapšînahf-SHEE
save
oh
ה֝וֹשִׁיעֵ֗נִיhôšîʿēnîHOH-shee-A-nee
me
for
thy
mercies'
לְמַ֣עַןlĕmaʿanleh-MA-an
sake.
חַסְדֶּֽךָ׃ḥasdekāhahs-DEH-ha

Cross Reference

ଗୀତସଂହିତା 17:13
ହେ ସଦାପ୍ରଭୁ, ତୁମ୍ଭେ ଉଠ ଏବଂ ଶତ୍ରୁମାନଙ୍କ ପାଖକୁ ୟାଇ ତାଙ୍କୁ ଆତ୍ମା ସମର୍ପଣ କରିବାକୁ ବାଧ୍ଯ କର। ତୁମ୍ଭେ ଆପଣା ଖଡ୍ଗ ପ୍ରଯୋଗ କରି ସହେି ଦୁଷ୍ଟ ଲୋକଙ୍କ କବଳରୁ ମାେତେ ଉଦ୍ଧାର କର।

ଗୀତସଂହିତା 116:4
ଏହାପରେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି, ମୁଁ କହିଲି, ହେ ସଦାପ୍ରଭୁ ମାେତେ ରକ୍ଷା କର!

ଗୀତସଂହିତା 90:13
ହେ ସଦାପ୍ରଭୁ, ଆମ୍ଭ ପାଖକୁ ଫରେି ଆସ, ଆଉ କେତେ ଦିନ ତୁମ୍ଭେ ଅପେକ୍ଷା କରିବ ? ଆପଣା ଦାସ ପ୍ରତି ଦୟା କର।

ଗୀତସଂହିତା 80:14
ହେ ସର୍ବଶକ୍ତିମାନ ପରମେଶ୍ବର ଫରେିଆସ। ସ୍ବର୍ଗରୁ ତୁମ୍ଭର ଦ୍ରାକ୍ଷାଲତା ପ୍ରତି ଦୃଷ୍ଟି ପକାଅ ଏବଂ ଏହାର ଯତ୍ନ ନିଅ।

ଗୀତସଂହିତା 22:20
ହେ ସଦାପ୍ରଭୁ, ମାରେ ପ୍ରାଣକୁ ସହେି ଖଡ୍ଗରୁ ରକ୍ଷା କର। ସହେି କୁକୁରମାନଙ୍କ କବଳରୁ ମାରେ ମୂଲ୍ଯବାନ ଆତ୍ମାକୁ ରକ୍ଷା କର।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:7
ଭବିଷ୍ଯତ ରେ ତାହାଙ୍କ କୃପାର ମହାନ୍ ସମ୍ପଦକୁ ଆମ୍ଭକୁ ଦଖାଇବୋ ପାଇଁ ପରମେଶ୍ବର ଏପରି କଲେ। ଖ୍ରୀଷ୍ଟ ଯୀଶୁଙ୍କ ଦ୍ବାରା ଆମ୍ଭ ପ୍ରତି ପରମେଶ୍ବର ତାହାଙ୍କର ଏହି ଅନୁଗ୍ରହ ପ୍ରକାଶ କଲେ। ଏହି ଅନୁଗ୍ରହ ଦ୍ବାରା ତୁମ୍ଭେ ଉଦ୍ଧାର ପାଇଛ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:6
ପରମେଶ୍ବରଙ୍କ ଆଶ୍ଚର୍ୟ୍ଯଜନକ ଅନୁଗ୍ରହ ସକାେଶ ତାହାଙ୍କର ପ୍ରଶଂସା ହୁଏ। ଯାହାଙ୍କୁ ପରମେଶ୍ବର ପ୍ ରମେ କରନ୍ତି, ସହେି ଖ୍ରୀଷ୍ଟଙ୍କ ଦ୍ବାରା ସେ ଆମ୍ଭକୁ ସହେି ଅନୁଗ୍ରହ ମୁକ୍ତ ଭାବରେ ଦଇେଥାନ୍ତି।

ମଲାଖୀ 3:7
ମାତ୍ର ତୁମ୍ଭମାନେେ ମାରେ ବ୍ଯବସ୍ଥା ପାଳନ କଲନାହିଁ, ଠିକ୍ ଯେପରି ତୁମ୍ଭର ପୂର୍ବପୁରୁଷଗଣ ମଧ୍ଯ ଆମ୍ଭକୁ ଅବଜ୍ଞା କଲେ। ତୁମ୍ଭମାନେେ ଆମ୍ଭ ନିକଟକୁ ଫରେିଆସ, ତାହା ହେଲେ ଆମ୍ଭେ ତୁମ୍ଭମାନଙ୍କେ ନିକଟକୁ ଫରେିୟିବା, ସଦାପ୍ରଭୁ ଏହିକଥା କହିଥିଲେ।

ଦାନିଏଲ 9:18
ହେ ମାରେ ପରମେଶ୍ବର, କର୍ଣ୍ଣ ଡରେି ଶୁଣ। ଆପଣା ଚକ୍ଷୁ ମଲେି ଆମ୍ଭମାନଙ୍କର ଦୁରବସ୍ଥା ଦେଖ। ତୁମ୍ଭ ନାମ ରେ ଖ୍ଯାତି ଏହି ନଗର ଅବସ୍ଥା ଦେଖ। ଆମ୍ଭମାନେେ ଆମ୍ଭମାନଙ୍କର ଧାର୍ମିକତା ଯୋଗୁଁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭକୁ ନିବଦନେ କରୁଅଛୁ।

ଯିଶାଇୟ 38:17
ଦେଖ, ମାରଦେୁଃଖ ଚାଲିୟାଇଛି, ବର୍ତ୍ତମାନ ମାରେଶାନ୍ତି ଆସିଛି। ମାତ୍ର ତୁମ୍ଭେ ମାେତେ ପ୍ ରମେ କରି ବିନାଶ କୂପରୁ ମାରେ ପ୍ରାଣକୁ ଉଦ୍ଧାର କଲ। କାରଣ ତୁମ୍ଭେ ମାେତେ କ୍ଷମା କରି ମାରେସମସ୍ତ ପାପକୁ ପଛକୁ ପକାଇ ଦଇେଛ।

ଗୀତସଂହିତା 121:7
ସମସ୍ତ ବିପଦରୁ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ଜୀବନକୁ ରକ୍ଷା କରିବେ।

ଗୀତସଂହିତା 120:2
ହେ ସଦାପ୍ରଭୁ, ମାେ ବିଷଯରେ ମିଥ୍ଯା କହୁଥିବା ଲୋକମାନଙ୍କଠାରୁ ମାେତେ ଉଦ୍ଧାର କର। ସମାନେେ ଯେଉଁ କଥାସବୁ କହୁଥିଲେ, ତାହାସବୁ ସତ୍ଯ ନ ଥିଲା।

ଗୀତସଂହିତା 116:8
ସଦାପ୍ରଭୁ, ତୁମ୍ଭେ ମୃତ୍ଯୁରୁ ମାରେ ପ୍ରାଣକୁ ରକ୍ଷା କଲ। ମାରେ ଲୋତକ ବନ୍ଦ କଲ। ତୁମ୍ଭେ ଝୁଣ୍ଟି ପଡ଼ିୟିବାରୁ ମାେତେ ରକ୍ଷା କର।

ଗୀତସଂହିତା 86:13
ମାେ ପ୍ରତି ତୁମ୍ଭର ଦୟା ମହତ୍ ଅଟେ। ତୁମ୍ଭେ ମାେ ଜୀବନକୁ ଶଷୋବସ୍ଥା ମୃତ୍ଯୁ ମୁଖରୁ ଉଦ୍ଧାର କରିଛ।

ଗୀତସଂହିତା 79:8
ଦୟାକରି ଆମ୍ଭମାନଙ୍କର ଅତୀତର ପାପ ପାଇଁ ଆମ୍ଭମାନଙ୍କୁ ଦଣ୍ଡ ଦିଅ ନାହିଁ। ଶୀଘ୍ର ଆମ୍ଭମାନଙ୍କ ପ୍ରତି ଦୟା ଦଖାେଅ !ଆମ୍ଭମାନେେ ଆଜି କ୍ଷୀଣ ହାଇେଅଛୁ।

ଗୀତସଂହିତା 69:13
ହେ ସଦାପ୍ରଭୁ, ମାେ ଜାଣିବାରେ ମୁଁ ପ୍ରାର୍ଥନା କରେ ତୁମ୍ଭେ ମାେତେ ଗ୍ରହଣ କରିନିଅ। ହେ ପରମେଶ୍ବର, ମୁଁ ଆଶାକରେ ତୁମ୍ଭେ ମାେତେ ତୁମ୍ଭର ପରିତ୍ରାଣର ସତ୍ଯତା ଅନୁସାରେ ଉତ୍ତର ଦିଅ। ମୁଁ ଜାଣେ, ପରିତ୍ରାଣ ପାଇଁ ମୁଁ ତୁମ୍ଭଠାରେ ଭରସା କରିପାରିବି।

ଗୀତସଂହିତା 25:7
ମୁଁ ୟୁବା ବେଳେ କରିଥିବା ପାପ ଓ ଅପରାଧକୁ ଭୁଲି ୟାଅ। ତୁମ୍ଭର ପବିତ୍ର ନାମର ସାର୍ଥକତା ପାଇଁ, ହେ ସଦାପ୍ରଭୁ ମାେତେ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣାରେ ବାନ୍ଧି ରଖ।