Psalm 8:5
କିନ୍ତୁ ଲୋକମାନେ ତୁମ୍ଭ ପାଇଁ ମହତ୍ବପୂର୍ଣ୍ଣ ପରମେଶ୍ବର ତୁମ୍ଭେ ଲୋକମାନଙ୍କୁ ସୃଷ୍ଟି କରିଛ ଓ ସମାନଙ୍କେୁ ଗୌରବ ଓ କୀର୍ତ୍ତିରେ ମୁକୁଟ ମଣ୍ଡିତ କରିଛ।
Psalm 8:5 in Other Translations
King James Version (KJV)
For thou hast made him a little lower than the angels, and hast crowned him with glory and honour.
American Standard Version (ASV)
For thou hast made him but little lower than God, And crownest him with glory and honor.
Bible in Basic English (BBE)
For you have made him only a little lower than the gods, crowning him with glory and honour.
Darby English Bible (DBY)
Thou hast made him a little lower than the angels, and hast crowned him with glory and splendour.
Webster's Bible (WBT)
What is man, that thou art mindful of him? and the son of man, that thou visitest him?
World English Bible (WEB)
For you have made him a little lower than God,{Hebrew: Elohim} And crowned him with glory and honor.
Young's Literal Translation (YLT)
And causest him to lack a little of Godhead, And with honour and majesty compassest him.
| For thou hast made him a little | וַתְּחַסְּרֵ֣הוּ | wattĕḥassĕrēhû | va-teh-ha-seh-RAY-hoo |
| lower | מְּ֭עַט | mĕʿaṭ | MEH-at |
| angels, the than | מֵאֱלֹהִ֑ים | mēʾĕlōhîm | may-ay-loh-HEEM |
| and hast crowned | וְכָב֖וֹד | wĕkābôd | veh-ha-VODE |
| him with glory | וְהָדָ֣ר | wĕhādār | veh-ha-DAHR |
| and honour. | תְּעַטְּרֵֽהוּ׃ | tĕʿaṭṭĕrēhû | teh-ah-teh-ray-HOO |
Cross Reference
ଏବ୍ରୀମାନଙ୍କ ନିକଟକୁ ପତ୍ର 2:9
ଅତି ଅଳ୍ପ ସମୟ ନିମନ୍ତେ ଯୀଶୁଙ୍କୁ ସ୍ବର୍ଗଦୂତମାନଙ୍କ ଠାରୁ ନିମ୍ନ ସ୍ତର ରେ ରଖା ଯାଇଥିଲା, କିନ୍ତୁ ଏବେ ଆମ୍ଭେ ଦେଖୁଛୁ ଯେ, ସେ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧିଛନ୍ତି। ଏହାର କାରଣ, ତାହାଙ୍କର ଦୁଃଖଭୋଗ ଓ ମୃତ୍ଯୁ ଅଟେ। ପରମେଶ୍ବରଙ୍କ ଅନୁଗ୍ରହ ହତେୁ ଯୀଶୁ ପ୍ରେତ୍ୟକକ ଲୋକଙ୍କ ପାଇଁ ମୃତ୍ଯୁ ବରଣ କଲେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 2:7
ତୁମ୍ଭେ ସ୍ବର୍ଗଦୂତଙ୍କଠାରୁ ତାହାକୁ ଅଳ୍ପକ୍ଷଣ ପାଇଁ ନ୍ଯୁନ କରିଅଛ ? ତୁମ୍ଭେ ତାହାକୁ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧାଇଅଛ,
ଆଦି ପୁସ୍ତକ 1:26
ଏହାପରେ ପରମେଶ୍ବର କହିଲେ, ଆମ୍ଭମାନେେ ଆପଣା ପ୍ରତିମୂର୍ତ୍ତୀ ରେ ଓ ଆପଣା ସାଦୃଶ୍ଯ ରେ ମନୁଷ୍ଯର ନିର୍ମାଣ କରୁ। ସମାନେେ ଜଳଚ଼ର ମତ୍ସ୍ଯଗଣ ଓ ଆକାଶର ପକ୍ଷୀଗଣ, ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କତ୍ତୁର୍ତ୍ବ କରିବେ। ଏବଂ ପ୍ରେତ୍ୟକକ ଭୂଚ଼ର ପ୍ରାଣୀ ପୃଥିବୀ ଉପରେ ଗମନ କରୁଥିଲା।
ଆଦି ପୁସ୍ତକ 2:7
ଏହାପରେ ସଦାପ୍ରଭୁ ପରମେଶ୍ବର ଭୂମିରୁ ଧୂଳି ନଇେ ମନୁଷ୍ଯ ସୃଷ୍ଟି କଲେ। ସଦାପ୍ରଭୁ ତା'ର ନାସିକା ରନ୍ଧ୍ର ରେ ଫୁଙ୍କ ଦଇେ ପ୍ରାଣ ବାୟୁ ପ୍ରବେଶ କରାଇଲେ। ତହିଁରେ ମନୁଷ୍ଯ ଜୀବିତପ୍ରାଣୀ ହେଲା।
ପିତରଙ୍କ ପ୍ରଥମ ପତ୍ 1:20
ଜଗତ ଆରମ୍ଭ ହବୋ ପୂର୍ବରୁ ଖ୍ରୀଷ୍ଟ ମନୋନୀତ ହାଇେଥିଲେ। କିନ୍ତୁ ଏହି ଶଷେ ସମୟରେ ତୁମ୍ଭ ନିମନ୍ତେ ସେ ଜଗତ ରେ ପ୍ରକାଶିତ ହେଲେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 2:16
କାରଣ ପ୍ରକୃତ ରେ ଯୀଶୁ ସ୍ବର୍ଗଦୂତମାନଙ୍କ ପ୍ରତି ମନ ଯୋଗୀ ନ ହାଇେ ଅବ୍ରହାମର ସନ୍ତାନମାନଙ୍କୁ ସାହାୟ୍ଯ କରନ୍ତି।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:7
ସେ ପରମେଶ୍ବରଙ୍କ ସହିତ ଥିବା ନିଜ ସ୍ଥାନକୁ ଛାଡ଼ି ଦାସ ରୂପ ଗ୍ରହଣ କରିଥିଲେ। ସେ ମାନବ ରୂପରେ ଜନ୍ମ ଗ୍ରହଣ କରି ଦାସ ଭଳି ହେଲେ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:21
ପରମେଶ୍ବର ଖ୍ରୀଷ୍ଟଙ୍କୁ ସମସ୍ତ ଶାସକ, ଅଧିକାରୀ, ଶକ୍ତି ଓ ରାଜାମାନଙ୍କଠାରୁ ଅଧିକ ମହତ୍ବପୂର୍ଣ୍ଣ ପଦ ଦଇେଅଛନ୍ତି। ଏହି ସଂସାର କି ପରବର୍ତ୍ତୀ ସଂସାର ରେ ଥିବା ଯେ କୌଣସି କ୍ଷମତା ପୂର୍ଣ୍ଣ ଶକ୍ତି ଅପେକ୍ଷା ଖ୍ରୀଷ୍ଟଙ୍କର ଶକ୍ତି ଅତି ଅଧିକ ଅଟେ।
ଯୋହନଲିଖିତ ସୁସମାଚାର 13:31
ୟିହୂଦା ଗଲାପରେ ଯୀଶୁ କହିଲେ, ବର୍ତ୍ତମାନ ମନୁଷ୍ଯପୁତ୍ର ଗୌରବ ପାଉଛନ୍ତି। ପରମେଶ୍ବର ମଧ୍ଯ ମନୁଷ୍ଯ ପୁତ୍ରଙ୍କ ଦ୍ବାରା ଗୌରବ ପାଉଛନ୍ତି।
ଗୀତସଂହିତା 103:20
ହେ ଦୂତଗଣ, ସଦାପ୍ରଭୁଙ୍କର ପ୍ରଶଂସା କର! ତୁମ୍ଭମାନେେ ହିଁ ସଦାପ୍ରଭୁଙ୍କର ଶକ୍ତିଶାଳୀ ସୈନ୍ଯ ଯେଉଁମାନେ ପରମେଶ୍ବରଙ୍କର ଆଦେଶ ମାନନ୍ତି ଓ ସେ ୟାହା କହନ୍ତି, ତାଙ୍କର ବାକ୍ଯଗୁଡ଼ିକ ପାଳନ କରନ୍ତି।
ଗୀତସଂହିତା 103:4
ପରମେଶ୍ବର ବିନାଶରୁ ମାେତେ ମୁକ୍ତ କରନ୍ତି। ସେ ମାେତେ ସ୍ନହପେୂର୍ଣ୍ଣ କରୁଣା ଏବଂ ଦୟା ଦଖାେନ୍ତି।
ଗୀତସଂହିତା 45:6
ପରମେଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାଯୀ ବିରାଜମାନ କରିବ। ତୁମ୍ଭର ଉତ୍ତମତା ତୁମ୍ଭକୁ ଶାସନ କରିବାର କ୍ଷମତା ଦିଏ।
ଗୀତସଂହିତା 45:1
ସୁନ୍ଦର ଭାବନାସବୁ ମାରେ ମନକୁ ଭରିଦିଏ, ୟବେେ ଏହିସବୁ ପଦଗୁଡ଼ିକ ରାଜାଙ୍କ ପାଇଁ କ ହେ। ଏହି ଶବ୍ଦଗୁଡ଼ିକ ମାେ ଜିହ୍ବାରେ ପ୍ରବାହିତ ହାଇେଥାଏ। ନିପୂଣ ଲେଖକର କଲମରୁ ଆସିଲା ପରି।
ଗୀତସଂହିତା 21:3
ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ। ତୁମ୍ଭେ ତା'ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦଇେଛ।
ଆୟୁବ ପୁସ୍ତକ 4:18
ଦେଖ, ପରମେଶ୍ବର ତାଙ୍କ ସ୍ବର୍ଗୀଯ ସବେକଗଣଙ୍କୁ ମଧ୍ଯ ବିଶ୍ବାସ କରିପାରନ୍ତି ନାହିଁ। ପରମେଶ୍ବର ତାଙ୍କ ଦୂତଗଣଠା ରେ ମଧ୍ଯ ଭୁଲ୍ ପାଆନ୍ତି।