No lexicon data found for Strong's number: 2322

ମାଥିଉଲିଖିତ ସୁସମାଚାର 24:45
କିଏ ବିଶ୍ବାସ ଯୋଗ୍ଯ ଓ ବିଜ୍ଞ ଚ଼ାକର? ୟିଏ ଅନ୍ୟ ଚ଼ାକରମାନଙ୍କୁ ଠିକ୍ ସମୟରେ ସମାନଙ୍କେର ଖାଦ୍ୟ ଦବେ, ମାଲିକ ସହେିଭଳି ଚ଼ାକରକୁ ବିଶ୍ବାସ କରିଥାନ୍ତି। କିଏ ସେ ଚ଼ାକର, ସହେି କାମ କରିବା ପାଇଁ, ସେ କେଉଁ ଚ଼ାକରକୁ ବିଶ୍ବାସ କରିବେ?

ଲୂକଲିଖିତ ସୁସମାଚାର 9:11
କିନ୍ତୁ ଯୀଶୁ କେଉଁଠାକୁ ଗଲେ ଏହା ଲୋକମାନେ ଜାଣି ପାରିଲେ। ସମାନେେ ତାହାଙ୍କର ଅନୁସରଣ କଲେ। ଯୀଶୁ ସମାନଙ୍କେୁ ସ୍ବାଗତ କଲେ ଏବଂ ସମାନଙ୍କେୁ ପରମେଶ୍ବରଙ୍କ ରାଜ୍ଯ ବିଷୟ ରେ ଶିକ୍ଷା ଦେଲେ। ସେ ରୋଗୀମାନଙ୍କୁ ସୁସ୍ଥ କଲେ।

ଲୂକଲିଖିତ ସୁସମାଚାର 12:42
ଏହା ଶୁଣି ଯୀଶୁ କହିଲେ, ବିଶ୍ବାସୀ ଓ ବୁଦ୍ଧିମାନ ସବେକ କିଏ? ମାଲିକ ଅନ୍ୟ ସବେକ ମାନଙ୍କୁ ସମାନଙ୍କେର ଖାଦ୍ୟ ଠିକ୍ ସମୟରେ ଦବୋ ପାଇଁ ଜଣେ ଚାକରକୁ ଦାଯିତ୍ବ ଦଇେଥାନ୍ତି, ଯାହାକୁ ଏ କାମ କରିବା ପାଇଁ ମାଲିକ ବିଶ୍ବାସ କରିବସେ ସେ ସବେକ କିଏ?

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:2
ଏହା ନଗରୀର ରାଜପଥ ଦଇେ ତଳକୁ ବୋହିଯାଏ। ନଦୀର ଦୁଇ ପଟେ ଜୀବନ ବୃକ୍ଷ ଥିଲା। ଏହି ବୃକ୍ଷ ରେ ପ୍ରତିବର୍ଷ ବାର ଥର ଫଳ ଫଳେ। ଏହା ପ୍ରତିମାସ ଫଳ ଦିଏ। ଏହି ଗଛର ପତ୍ରଗୁଡ଼ିକ ଜାତିସମୂହର ସୁସ୍ଥତା ପାଇଁ ଅଟେ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்