ମାଥିଉଲିଖିତ ସୁସମାଚାର 1:2
ଅବ୍ରହାମ ଇସ୍ହାକଙ୍କ ବାପା
ମାଥିଉଲିଖିତ ସୁସମାଚାର 1:3
ୟିହୂଦା, ଫରେସ ଓ ସରହଙ୍କେ ବାପା।
ମାଥିଉଲିଖିତ ସୁସମାଚାର 1:11
ଯୋଶିୟୟ, ୟିକନିୟ ଓ ତାହାଙ୍କ ଭାଇମାନଙ୍କ ବାପା। (ଏହା ଇଶ୍ରା ଯେଲ
ମାଥିଉଲିଖିତ ସୁସମାଚାର 1:17
ଏହିଭଳି ଭାବରେ ଅବ୍ରହାମଙ୍କ ଠାରୁ ଦାଉଦଙ୍କ ପର୍ୟ୍ଯନ୍ତ ହେଲେ ମାଟେ ଚଉଦ ପୁରୁଷ। ଦାଉଦଙ୍କଠାରୁ କ୍ରୀତଦାସ ରୂପେ ବାବିଲୋନ ରେ ପହଞ୍ଚିବା ପର୍ୟ୍ଯନ୍ତ ଚଉଦ ପୁରୁଷ ଓ କ୍ରୀତଦାସ ରୂପେ ବାବିଲୋନ ରେ ପହଞ୍ଚିବା ପରଠାରୁ ଖ୍ରୀଷ୍ଟଙ୍କ ଜନ୍ମ ପର୍ୟ୍ଯନ୍ତ ହେଲେ ଚଉଦ ପୁରୁଷ।

ମାଥିଉଲିଖିତ ସୁସମାଚାର 1:19
କିନ୍ତୁ ତାହଙ୍କର ଭାବୀପତି ୟୋ ସଫେ ଜଣେ ଧାର୍ମିକ ଲୋକ ଥିଲେ। ଲୋକମାନଙ୍କ ଆଗ ରେ ମରିୟମଙ୍କୁ ଅପମାନ କରିବା ସେ ଗ୍ଭହୁଁନଥିଲେ। ସେ ତାହାଙ୍କୁ ଛାଡପତ୍ର ଦବୋ ପାଇଁ ଗୋପନରା ଯୋଜନା କଲେ।
ମାଥିଉଲିଖିତ ସୁସମାଚାର 1:21
ମରିୟମ ପୁତ୍ର ସନ୍ତାନଟିଏ ଜନ୍ମ ଦବେେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ। କାରଣ ସେ ନିଜ ଲୋକମାନଙ୍କୁ ସମାନଙ୍କେ ପାପରୁ ରକ୍ଷା କରିବେ।
ମାଥିଉଲିଖିତ ସୁସମାଚାର 1:23
ଜଣେ କୁମାରୀ କନ୍ଯା ଗର୍ଭବତୀ ହାଇେ ପୁତ୍ର ସନ୍ତାନଟିଏ ଜନ୍ମ ଦବେ। ଲୋକେ ତାହାଙ୍କ ନାମ ଇମ୍ମାନୁଯଲେ ଦବେେ। (ଇମ୍ମାନୁଯଲରେ ଅର୍ଥ, ପରମେଶ୍ବର ଆମ୍ଭ ସହିତ ଅଛନ୍ତି।)
ମାଥିଉଲିଖିତ ସୁସମାଚାର 1:23
ଜଣେ କୁମାରୀ କନ୍ଯା ଗର୍ଭବତୀ ହାଇେ ପୁତ୍ର ସନ୍ତାନଟିଏ ଜନ୍ମ ଦବେ। ଲୋକେ ତାହାଙ୍କ ନାମ ଇମ୍ମାନୁଯଲେ ଦବେେ। (ଇମ୍ମାନୁଯଲରେ ଅର୍ଥ, ପରମେଶ୍ବର ଆମ୍ଭ ସହିତ ଅଛନ୍ତି।)
ମାଥିଉଲିଖିତ ସୁସମାଚାର 1:24
ଯୋଷଫେ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେଉଁଭଳି ଆଦସେ ଦେଲେ, ସପରେି କଲେ। ସେ ମରିୟମଙ୍କୁ ବିବାହ କଲେ।
Occurences : 9275
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்