No lexicon data found for Strong's number: 2746

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:27
ତା' ହେଲେ ଆମ୍ଭର ଗର୍ବ କରିବାର କିଛି ଅଛି କି? ନା! କାହିଁକି ନୁହେଁ? କାରଣ, ବିଶ୍ବାସର ମାର୍ଗ ଦ୍ବାରା ସମସ୍ତ ପ୍ରକାରର ଗର୍ବ କରିବା ବିଷୟକୁ ବାଦ୍ କରା ଯାଇଛି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:17
ମୁଁ ଗର୍ବକରେ ଯେ, ଖ୍ରୀଷ୍ଟ ଯୀଶୁଙ୍କଠା ରେ ରହି ମୁଁ ପରମେଶ୍ବରଙ୍କ ସବୋ କରିଛି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:31
ଭାଇମାନେ, ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଠା ରେ ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ ଗର୍ବ କରିଥାଏ, ସେଥିର ଶପଥ କରି କହୁଛି, ମୁଁ ପ୍ରତିଦିନ ମ ରେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 1:12
ପୁଣି ଆମ୍ଭେ ସମ୍ପୂର୍ଣ୍ଣ ହୃଦୟର ସହ କହିପାରୁ ଯେ, ଏହି ଜଗତ ରେ ଆମ୍ଭେ ଯାହା କିଛି କରୁଛୁ, ତାହା ସବୁ ଆମ୍ଭେ ପରମେଶ୍ବରଙ୍କଠାରୁ ପାଇଥିବା ଶୁଦ୍ଧ ଓ ଅକପଟ ହୃଦୟ ରେ କହୁଛୁ। ଏଥିପାଇଁ ଆମ୍ଭେ ଗର୍ବିତ। ଏହା ତୁମ୍ଭମାନଙ୍କ ପାଇଁ କରା ଯାଇଥିବା କାର୍ୟ୍ଯ ଦୃଷ୍ଟିରୁ ଏହା ଅଧିକ ସତ୍ଯ। କାରଣ ଆମ୍ଭେ ଏହା ଜାଗତିକ ଜ୍ଞାନ ରେ ନୁହେଁ ମାତ୍ର ପରମେଶ୍ବରଙ୍କ କୃପାରୁ କରୁଛୁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 7:4
ତୁମ୍ଭମାନଙ୍କ ବିଷୟ ରେ ମାରେ ଏହି ଦୃଢ଼ବୋଧ ଅଛି। ମୁଁ ତୁମ୍ଭ ପାଇଁ ବହୁତ ଗର୍ବିତ। ତୁମ୍ଭମାନେେ ମାେତେ ଅଧିକ ଉତ୍ସାହ ଦଇେଥାଅ। ସେଥିପାଇଁ ସମସ୍ତ ଯାତନା ଭିତ ରେ ମଧ୍ଯ ମାରେ ଆନନ୍ଦ କହିଲେ ନ ସ ରେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 7:14
ତୁମ୍ଭମାନଙ୍କ ବିଷୟ ରେ ମୁଁ ତାହାଙ୍କୁ ଯେଉଁ ବଡ଼ବଡ଼ କଥା କହିଥିଲି, ସେଥିପାଇଁ ମୁଁ ଲଜ୍ଜା ପାଇ ନାହିଁ। ମାତ୍ର ଆମ୍ଭେ ଯେଉଁ ପ୍ରେତ୍ୟକକ କଥା ତୁମ୍ଭମାନଙ୍କୁ କହିଥିଲୁ ତାହା ସତ୍ଯ ବୋଲି ତୁମ୍ଭମାନେେ ପ୍ରମାଣିତ କଲ। ଆଉ ଆମ୍ଭେ ତୁମ୍ଭମାନଙ୍କ ବିଷୟ ରେ ତିତସଙ୍କଠା ରେ କରିଥିବା ଗର୍ବୋକ୍ତିଗୁଡ଼ିକ ମଧ୍ଯ ସତ୍ଯ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 8:24
ତୁମ୍ଭମାନଙ୍କ ଭିତ ରେ ଯେ ପ୍ରକୃତ ରେ ପ୍ ରମେ ଅଛି ଏହା ଦଖାେଅ ଓ ତୁମ୍ଭମାନଙ୍କ ପାଇଁ ଆମ୍ଭେ କାହିଁକି ଏତେ ଗର୍ବ ଅନୁଭବ କରୁ, ତାହା ସମାନଙ୍କେୁ ପ୍ରମାଣ କରି ଦଖାେଅ। ତା' ହେଲେ ସମଗ୍ର ମଣ୍ଡଳୀ ଏହା ଦେଖି ପାରିବେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 9:4
ଯେପରି ମୁଁ ସମାନଙ୍କେୁ ସବୁବେଳେ ପ୍ରସ୍ତୁତ ରହିବାକୁ କହୁଥିଲି, ମୁଁ ଚା ହେଁ ତୁମ୍ଭମାନେେ ମଧ୍ଯ ପ୍ରସ୍ତୁତ ରୁହ। ଯଦି କେତକେ ଲୋକ ମାକିଦନିଆରୁ ମାେ ସହିତ ତୁମ୍ଭମାନଙ୍କ ପାଖ ରେ ପହଁଞ୍ଚିବେ, ଓ ତୁମ୍ଭମାନଙ୍କୁ ପ୍ରସ୍ତୁତ ଥିବା ଦେଖିବେ ନାହିଁ, ତାହାହେଲେ ତୁମ୍ଭମାନଙ୍କଠା ରେ ଆମ୍ଭର ବିଶ୍ବାସ ଥିବା ହତେୁରୁ ଆମ୍ଭେ ଲଜ୍ଜା ବୋଧ କରିବୁ। ତୁମ୍ଭମାନେେ ମଧ୍ଯ ଲଜ୍ଜିତ ହବେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11:10
ମୁଁ ଯୀଶୁ ଖ୍ରୀଷ୍ଟଙ୍କଠା ରେ ଥାଇ ସତ୍ଯକହୁଛି, ସହେି ବିଷୟ ରେ ଗର୍ବ ପୂର୍ବକ କହିବା ପାଇଁ ମାେତେ ସମଗ୍ର ଆଖାଯା ରେ କହେି ଅଟକାଇ ପାରିବ ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11:17
ତା ହେଲେ ମୁଁ ମଧ୍ଯ ସାମାନ୍ଯ ଗର୍ବ କରି ପାରିବି। ଯେପରି ପ୍ରଭୁ କହିଥାନ୍ତେ, ଯେପରି ମୁଁ କହୁ ନାହିଁ। ମୁଁ ଜଣେ ମୂର୍ଖ ଭଳି ଗର୍ବ କରେ।

Occurences : 12

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்