No lexicon data found for Strong's number: 2749

ମାଥିଉଲିଖିତ ସୁସମାଚାର 3:10
ଗଛର ମୂଳ ଉପରେ କୁରାଢି ରଖା ଯାଇସାରିଲାଣି। ଯେଉଁସବୁ ଗଛ ଭଲ ଫଳ ଦେଉ ନାହାଁନ୍ତି, ସଗେୁଡିକୁ କାଟି ନିଆଁ ରେ ପକଇେ ଦିଆୟିବ।

ମାଥିଉଲିଖିତ ସୁସମାଚାର 5:14
ତୁମ୍ଭେ ଜଗତର ଆଲୋକ। ପାହାଡ ଉପରେ ଅବସ୍ଥିତ କୌଣସି ନଗରକୁ କବେେ ହେଲେ ଲୁଚଇେ ରଖାଯାଇ ପାରିବ ନାହିଁ।

ମାଥିଉଲିଖିତ ସୁସମାଚାର 28:6
କିନ୍ତୁ ଯୀଶୁ ଏଠା ରେ ନାହାଁନ୍ତି। ସେ ତାହାଙ୍କୁ କଥା ଅନୁସାରେ ମୃତ୍ଯୁରୁ ପୁର୍ନଉଥିତ ହାଇେଛନ୍ତି। ତାହାଙ୍କ ଶବ ଯେଉଁ ସ୍ଥାନ ରେ ରଖା ଯାଇଥିଲା, ସେ ସ୍ଥାନ ତୁମ୍ଭେ ଆସି ଦେଖ।

ଲୂକଲିଖିତ ସୁସମାଚାର 2:12
ତୁମ୍ଭମାନେେ ତାହାଙ୍କୁ ଚିହ୍ନି ପାରିବା ପାଇଁ ଏହା ହେଉଛି ସଙ୍କତେ: ତୁମ୍ଭମାନେେ ଗୋଟିଏ ଶିଶୁକୁ କନା ରେ ଗୁଡାଇ ହାଇେ ଗୋରୁକୁଣ୍ଡ ରେ ଶାଇେଥିବାର ଦେଖିବ।

ଲୂକଲିଖିତ ସୁସମାଚାର 2:16
ତେଣୁ ସମାନେେ ଶୀଘ୍ର ଗଲେ ଓ ମରିୟମ ଏବଂ ୟୋ ସଫଙ୍କେୁ ଖାଜେି ପାଇଲେ। ସହେି ଶିଶୁ ଗୋଟିଏ ଗୋରୁ କୁଣ୍ଡ ରେ ଶାଇେଥିଲେ।

ଲୂକଲିଖିତ ସୁସମାଚାର 2:34
ତା'ପରେଶିମିଯୋନ ସମାନଙ୍କେୁ ଆଶୀର୍ବାଦ କଲେ ଓ ମରିୟମଙ୍କୁ କହିଲେ, ଏ ବାଳକ ୟୋଗୁଁ ଅନକେ ଯିହୂଦୀଙ୍କର ଉତ୍ଥାନ ଓ ପତନ ହବେ। ସେ ପରମେଶ୍ବରଙ୍କର ଏକ ଚିହ୍ନ ହବେେ ଓ ତାହା ଲୋକମାନେ ଗ୍ରହଣ କରିବେ ନାହିଁ।

ଲୂକଲିଖିତ ସୁସମାଚାର 3:9
ଗଛ ମୂଳ ରେ କୁରାଢି ରଖାଯାଇ ସାରିଲାଣି ଏବଂ ଯେଉଁ ଗଛ ଭଲ ଫଳ ଦଇପୋରୁନାହିଁ, ସହେି ପ୍ରେତ୍ୟକକ ଗଛକୁ କାଟିଦିଆୟିବ ଏବଂ ନିଆଁ ରେ ଫିଙ୍ଗି ଦିଆୟିବ।

ଲୂକଲିଖିତ ସୁସମାଚାର 12:19
ତା'ପରେ ମୁଁ ନିଜକୁ କହି ପାରିବି, ମୁଁ ଅନକେ ଉତ୍ତମ ପଦାର୍ଥ ଅନକେ ବର୍ଷ ପାଇଁ ସଞ୍ଚୟ କରି ରଖିଛି। ଏଥର ଆରାମ କର। ଖାଇପିଇ ମଉଜ କର।'

ଲୂକଲିଖିତ ସୁସମାଚାର 23:53
ତେଣୁ ୟୋ ସଫେ ଯୀଶୁଙ୍କ ଶରୀରକୁ କୃଶ ଉପରୁ ତଳକୁ ଓହ୍ଲାଇ ଆଣିଲେ। ତାହା ଗୋଟିଏ ଲୁଗା ରେ ସେ ଘୋଡାଇ ଦେଲେ। ସେ ଯୀଶୁଙ୍କ ଶରୀରକୁ ନଇେ ପାହାଡକାନ୍ଥ ରେ ଖୋଳା ହାଇେଥିବା ଓ ପୂର୍ବରୁ କବେେ ବ୍ଯବହୃତ ହାଇନେଥିବା କବର ମଧିଅରେ ରଖିଲେ।

ଲୂକଲିଖିତ ସୁସମାଚାର 24:12
କିନ୍ତୁ ପିତର ଉଠି ପଡିଲେ। ଏକଥା ଠିକ୍ କି ନୁହେଁ, ତାହା ଦେଖିବା ପାଇଁ ସେ ସମାଧି ପାଖକୁ ଦୌଡିଗଲେ। ସେ ଭିତରକୁ ଚାହିଁଲେ। କିନ୍ତୁ ସେ କବଳେ ଯୀଶୁଙ୍କ ଉପରେ ଘୋଡାଇ ଦିଆଯାଇଥିବା ଲୁଗାପଟି ସଠାେରେ ଦେଖିଲେ। ଯୀଶୁଙ୍କ ଶରୀର ସଠାେରେ ନଥିଲା। ଯାହ ଘଟି ଯାଇଥିଲା, ସେଥି ରେ ସେ ଆଶ୍ଚର୍ୟ୍ଯ ହାଇେ ଏକାକୀ ରହିବା ପାଇଁ ଚାଲିଗଲେ।

Occurences : 26

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்