ରେରିତମାନଙ୍କ କାର୍ଯ୍ୟର ବିବରଣ 6:9
କେତକେ ଯିହୂଦୀ ଆସି ସ୍ତିଫାନଙ୍କ ସହିତ ୟୁକ୍ତିତର୍କ କଲେ। ସମାନେେ କୁରୀଣୀୟ, ଲିବର୍ତ୍ତାନ, କିଲିକାଆ ଓ ଏସିଆ ଦେଶର ଯିହୂଦୀ ଥିଲେ। ସମାନେେ ଯିହୂଦୀମାନଙ୍କର ଆଲକଜୋଣ୍ଡ୍ରୀୟ ସମାଜଗୃହର ସଭ୍ଯ ଥିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 15:23
ସମାନେେ ତାହାଙ୍କ ହାତ ରେ ଏହି ଚ଼ିଠିଟି ଦେଲେ:
ରେରିତମାନଙ୍କ କାର୍ଯ୍ୟର ବିବରଣ 15:41
ପାଉଲ ଓ ଶୀଲା ସିରିଆ ଓ କିଲିକିଯା ଦେଶ ଦଇେ ଗଲେ ଓ ମଣ୍ଡଳୀଗୁଡ଼ିକୁ ଶକ୍ତିଶାଳୀ ହବୋପାଇଁ ସାହାୟ୍ଯ କଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 21:39
ପାଉଲ କହିଲେ, ମୁଁ କିଲିକିଆର ତାର୍ଷ ନଗରର ଜଣେ ଯିହୂଦୀ। ଗୋଟିଏ ପ୍ରଧାନ ନଗରର ମୁଁ ଜଣେ ନାଗରିକ। ତେଣୁ ମୁଁ ଲୋକମାନଙ୍କୁ କଥା କହିବା ପାଇଁ ଆପଣଙ୍କଠାରୁ ଅନୁମତି ଚ଼ାହୁଁଛି।
ରେରିତମାନଙ୍କ କାର୍ଯ୍ୟର ବିବରଣ 22:3
ମୁଁ ଜଣେ ଯିହୂଦୀୟ ଲୋକ। ମାରେ ଜନ୍ମ କିଲିକିଆ ଦେଶର ତାର୍ଷ ନଗର ରେ। କିନ୍ତୁ ଏହି ନଗର ରେ ମାରେ ଲାଳନପାଳନ ହାଇେଥିଲା। ମୁଁ ଆମ୍ଭ ପିତୃପୁରୁଷଙ୍କ ନିୟମ ଗୁଡ଼ିକ ବିଷୟ ରେ ଗୁରୁ ଗମଲୀଯଲଙ୍କେ ପାଖରୁ ବହୁତ ଯତ୍ନ ସହକା ରେ ତାଲିମ ପାଇଛି। ତୁମ୍ଭମାନଙ୍କେ ପରି, ମୁଁ ମଧ୍ଯ ପରମେଶ୍ବରଙ୍କ ନିମନ୍ତେ ଅତି ଉତ୍ସାହୀ ଥିଲି।
ରେରିତମାନଙ୍କ କାର୍ଯ୍ୟର ବିବରଣ 23:34
ରାଜ୍ଯପାଳ ପତ୍ର ପଢ଼ି ପାଉଲ କେଉଁ ପ୍ରଦେଶର ଲୋକ ବୋଲି ପଚ଼ାରିଲେ। ସେ ଜାଣିବାକୁ ପାଇଲେ ଯେ ପାଉଲ କିଲିକିଆର ଲୋକ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27:5
ତା'ପରେ ଆମ୍ଭେ କିଲିକିଯା ଓ ଫଫୁଲିଆ କୂଳେ କୂଳେ ଯାଇ ଲୁକିଆ ଦେଶର ମୁରା ନଗରୀ ରେ ପହଞ୍ଚିଲୁ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:21
ତା'ପରେ ମୁଁ ସୁରିଆ ଓ କିଲିକିଯା ଅଞ୍ଚଳଗୁଡ଼ିକୁ ଗଲି।
Occurences : 8
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்