No lexicon data found for Strong's number: 2910

ମାଥିଉଲିଖିତ ସୁସମାଚାର 18:6
କିନ୍ତୁ ମାଠାେ ରେ ବିଶ୍ବାସ ରଖିଥିବା ଏହି ନମ୍ର େଛାଟ ପିଲାମାନଙ୍କ ମଧ୍ଯରୁ କାହାରିକୁ ପାପ ପଥରେ ଯଦି କହେି ଟାଣିନିଏ, ତାହା ହେଲେ ସହେି ଲୋକର ବକରେେ ଗୋଟିଏ ଚକି ପଥର ବାନ୍ଧି ଗଭୀର ସମୁଦ୍ର ରେ ତାକୁ ବୁଡ଼ଇେ ଦିଆୟିବ।

ମାଥିଉଲିଖିତ ସୁସମାଚାର 22:40
ସମସ୍ତ ବ୍ଯବସ୍ଥା ଓ ଭବିଷ୍ଯଦ୍ବକ୍ତାମାନଙ୍କର ଲଖାଗେୁଡ଼ିକ ଏହି ଦୁଇଟି ଆଦେଶ ଉପରେ ଆଧାରିତ।

ଲୂକଲିଖିତ ସୁସମାଚାର 23:39
ଝୁଲୁଥିବା ଅପରାଧୀ ଦୁହିଁଙ୍କ ଭିତରୁ ଜଣେ ଯୀଶୁଙ୍କୁ ନିନ୍ଦାକରି କହିବାକୁ ଲାଗିଲା, ତୁମ୍ଭେ କ'ଣ ଖ୍ରୀଷ୍ଟ ନୁହଁ? ତବେେ ତୁମ୍ଭେ ନିଜକୁ ରକ୍ଷା କର ଓ ଆମ୍ଭକୁ ମଧ୍ଯ ରକ୍ଷା କର।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:30
ତୁମ୍ଭମାନେେ ଯେଉଁ ଯୀଶୁଙ୍କୁ କୃଶ ରେ ଝୁଲଇେ ହତ୍ଯା କରିଛ ତାହାଙ୍କୁ ଆମ୍ଭ ପିତୃପୁରୁଷମାନଙ୍କର ପରମେଶ୍ବର ମୃତ୍ଯୁରୁ ଉଠାଇଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:39
ଯୀଶୁ ୟିହୂଦା ଦେଶ ରେ ଓ ୟିରୂଶାଲମ ରେ ଯାହାସବୁ କରିଥିଲେ ସହେିସବୁ ଆମ୍ଭେ ନିଜେ ଦେଖିଅଛୁ। ଆମ୍ଭେ ତାହାର ସାକ୍ଷୀ ଅଟୁ। ସମାନେେ ତାହାଙ୍କୁ ବଧକଲେ। କାଠ ନିର୍ମିତ କୃଶ ରେ ସମାନେେ ତାହାଙ୍କୁ ଚ଼ଢ଼ାଇ ହତ୍ଯା କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 28:4
ସଠାେର ବାସିନ୍ଦାମାନେ ତାହାଙ୍କ ହାତ ରେ ସାପ ଝୁଲୁ ଥିବାର ଦେଖିଲେ। ସମାନେେ ନିଜ ନିଜ ଭିତ ରେ କୁହା କୁହି ହେଲେ, ଏ ଲୋକଟିର ନିଶ୍ଚୟ ମୃତ୍ଯୁ ହବେ। ଯଦିଓ ଏ ଲୋକ ସମୁଦ୍ରରୁ ରକ୍ଷା ପାଇଲା, କିନ୍ତୁ ନ୍ଯାୟ ଏହାକୁ ବଞ୍ଚିବା ପାଇଁ ଦଲୋ ନାହିଁ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:13
ଖ୍ରୀଷ୍ଟ ଆମ୍ଭ ନିମନ୍ତେ ଅଭିଶାପ ନିଜେ ଗ୍ରହଣ କଲେ ଏବଂ ଆମ୍ଭକୁ ବ୍ଯବସ୍ଥାର ଅଭିଶାପରୁ ମୁକ୍ତ କଲେ। ଶାସ୍ତ୍ର କୁ ହେ: ଯେଉଁ ଲୋକର ଶରୀରକୁ ଗଛ ରେ ଟାଙ୍ଗି ଦିଆ ଯାଏ,276 ସେ ଲୋକଟି ଅଭିଶାପଗ୍ରସ୍ତ।277

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்