ମାଥିଉଲିଖିତ ସୁସମାଚାର 1:20
କିନ୍ତୁ ଯୋଷଫେ ଯେତବେେଳେ ଏକଥା ଭାବୁଥିଲେ, ସେତବେେଳେ ସ୍ବପ୍ନ ରେ ଦର୍ଶନ ପାଇଲେ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କ ପାଖକୁ ଆସି କହିଲେ, ହେ ଦାଉଦଙ୍କ ସନ୍ତାନ ଯୋଷଫେ ତୁମ୍ଭେ ମରିୟମଙ୍କୁ ଆପଣା ସ୍ତ୍ରୀ ରୂପେ ଗ୍ରହଣ କରିବାକୁ ଭୟ କରନାହିଁ। କାରଣ ତାହାଙ୍କ ଗର୍ଭ ରେ ଥିବା ଶିଶୁଟି ପବିତ୍ର ଆତ୍ମାଙ୍କର।
ମାଥିଉଲିଖିତ ସୁସମାଚାର 1:22
ଭବିଷ୍ଯଦ୍ବକ୍ତାଙ୍କ ମାଧ୍ଯମ ରେ ପ୍ରଭୁ ଯାହା କହିଥିଲେ, ତାହା ସଫଳ କରିବା ନିମନ୍ତେ ଏହା ଘଟିଲା।
ମାଥିଉଲିଖିତ ସୁସମାଚାର 1:24
ଯୋଷଫେ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେଉଁଭଳି ଆଦସେ ଦେଲେ, ସପରେି କଲେ। ସେ ମରିୟମଙ୍କୁ ବିବାହ କଲେ।
ମାଥିଉଲିଖିତ ସୁସମାଚାର 2:13
ପଣ୍ଡିତମାନେ ଗ୍ଭଲିୟିବାପରେ ପରମେଶ୍ବରଙ୍କର ଜଣେ ଦୂତ ସ୍ବପ୍ନ ରେ ଯୋଷଫଙ୍କେୁ ଦର୍ଶନ ଦଇେ କହିଲେ, ଉଠ, ଶିଶୁଟିକୁ ଓ ତା ମାଆଙ୍କୁ ନଇେ ମିଶର ଦେଶକୁ ପଳାଅ ଏବଂ ମୁଁ ନ କହିବା ପର୍ୟ୍ଯନ୍ତ ସଠାେରେ ରୁହ। କାରଣ େ ହରୋଦ ତାହାକୁ ମାରିଦବୋ ପାଇଁ ଗ୍ଭହୁଁଥିବାରୁ ତାହାଙ୍କୁ ଖାଜେିବ।
ମାଥିଉଲିଖିତ ସୁସମାଚାର 2:15
ସଠାେରେ ଯୋଷଫେ େ ହରୋଦଙ୍କ ମୃତ୍ଯୁ ପର୍ୟ୍ଯନ୍ତ ରହିଲେ। ପରମେଶ୍ବର ତାହାଙ୍କ ଭବିଷ୍ଯଦ୍ବକ୍ତାଙ୍କ ମାଧ୍ଯମ ରେ ଯାହା କହିଥିଲେ, ତାହା ସଫଳ କରିବା ପାଇଁ ଏସବୁ ଘଟିଲା। ପ୍ରଭୁ ପରମେଶ୍ବର କହିଥିଲେ, ମୁଁ ମାରେପୁଅକୁ ମିଶରରୁ ବାହାରି ଆସିବାକୁ କହିଛି।
ମାଥିଉଲିଖିତ ସୁସମାଚାର 2:19
େ ହରୋଦଙ୍କ ମୃତ୍ଯୁ ପରେ ମିସର ରେ ୟୋସାଫଙ୍କୁ ସ୍ବପ୍ନ ରେ ପ୍ରଭୁ ପରମେଶ୍ବରଙ୍କର ଜଣେ ଦୂତ ଦଖାଦେେଲେ।
ମାଥିଉଲିଖିତ ସୁସମାଚାର 3:3
ସହେି ଯୋହନଙ୍କ ବଷୟ ରେ ଭବିଷ୍ଯଦ୍ବକ୍ତା ୟିଶାଇୟ କହୁଥିଲେ,ପ୍ରାନ୍ତର ରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ବର। 'ପ୍ରଭୁଙ୍କର ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର। ୟିଶାଇୟ 40:3
ମାଥିଉଲିଖିତ ସୁସମାଚାର 4:7
ଯୀଶୁ ତାହାକୁ ଉତ୍ତର ଦେଲେ, ଶାସ୍ତ୍ର ଏକଥା ମଧ୍ଯ କୁ ହେ:
ମାଥିଉଲିଖିତ ସୁସମାଚାର 4:10
ଯୀଶୁ ତାକୁ କହିଲେ, ଶୟତାନ, ମାେ ପାଖରୁ ଦୂରହୁଅ। କାରଣ ଶାସ୍ତ୍ର ରେ ଲଖାେଅଛି:
ମାଥିଉଲିଖିତ ସୁସମାଚାର 5:33
ଏକଥା ତୁମ୍ଭେ ଶୁଣିଛ ଯେ ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାୟାଇ ଥିଲା: 'ତୁମ୍ଭମାନେେ କରିଥିବା ପ୍ରତିଜ୍ଞା କବେେ ହେଲେ ଭାଙ୍ଗ ନାହିଁ ଓ ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସହେି ସବୁ ପାଳନ କର।'
Occurences : 748
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்