No lexicon data found for Strong's number: 3747

ମାଥିଉଲିଖିତ ସୁସମାଚାର 23:27
ରେ କପଟୀ ଧର୍ମଶାସ୍ତ୍ରୀମାନେ! ରେ ଫାରୂଶୀମାନେ? ତୁମ୍ଭକୁ ଧିକ୍! ତୁମ୍ଭେ ସବୁ ଧଳା ରଙ୍ଗ ବୋଳା ହାଇେଥିବା ସମାଧି ଭଳି। ଏହି ସମାଧିମାନଙ୍କର ବାହାର ପଟ ସୁନ୍ଦର ଦଖାଯାେଏ। କିନ୍ତୁ ସମାଧି ଭତର ମାଲା ଲୋକର କବଳେ କଙ୍କାଳ ଥାଏ। ସବୁ ପ୍ରକାର ଅପରିଷ୍କାର ଜିନିଷ ତା ଭିତ ରେ ଥାଏ।

ଲୂକଲିଖିତ ସୁସମାଚାର 24:39
ମାେ ହାତକୁ ଚାହଁ। ମାେ ଗୋଡକୁ ଚାହଁ। ଏହା ମୁଁ! ମାେତେ ଛୁଅଁ, ତୁମ୍ଭମାନେେ ଦେଖ ଯେ ମାରେ ଏହା ଜୀବନ୍ତ ଶରୀର। ତୁମ୍ଭମାନେେ ମାେତେ ଯେପରି ଦେଖୁଛ, ଗୋଟିଏ ଭୂତର ସେ ଭଳି ଶରୀର ହାଇେ ପାରିବ ନାହିଁ।

ଯୋହନଲିଖିତ ସୁସମାଚାର 19:36
ଏସବୁ ଘଟିଛି, ଅତଏବ ଧର୍ମଶାସ୍ତ୍ର ରେ ଯାହା ଲଖାେ ଅଛି, ତାହା ସତ୍ଯ ହବେ, ତାହାଙ୍କର ଗୋଟିଏ ହାଡ ମଧ୍ଯ ଭାଙ୍ଗି ୟିବ ନାହିଁ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:30
କାରଣ ଆମ୍ଭେ ହେଉଛୁ ତାହାଙ୍କ ଶରୀରର ଅଂଶ।

ଏବ୍ରୀମାନଙ୍କ ନିକଟକୁ ପତ୍ର 11:22
ବିଶ୍ବାସ ଦ୍ବାରା ହଁ, ନିଜର ଶଷେ ସମୟ ନିକଟ ହବୋ ପୂର୍ବରୁ ଯୋଷଫେ ଇଶ୍ରାୟେଲ ନିବାସୀମାନଙ୍କର ମିଶର ଦେଶରୁ ନିର୍ଗମନ ବିଷୟ ରେ, ତାହାଙ୍କ ମୃତ୍ଯୁ ପରେ ତାହାଙ୍କୁ କିପରି କବର ଦବେେ, ସେ ବିଷୟ ରେ କହିଥିଲେ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்