No lexicon data found for Strong's number: 4017

ମାର୍କଲିଖିତ ସୁସମାଚାର 3:5
ତା'ପରେ ଯୀଶୁ ଲୋକମାନଙ୍କ ଆଡକୁ ରାଗ ରେ ଚାହିଁଲେ; କିନ୍ତୁ ସମାନଙ୍କେ ହୃଦୟର କଠିନତା ଲକ୍ଷ୍ଯ କରି ବହୁତ ଦୁଃଖୀ ହେଲେ। ଯୀଶୁ ସହେି ଲୋକଟିକୁ କହିଲେ, ତୁମ୍ଭ ହାତ ମାେତେ ଦଖାେଅ। ଲୋକଟି ଯୀଶୁଙ୍କ ଆଡକୁ ହାତଟି ବଢାଇ ଦଲୋ ଓ

ମାର୍କଲିଖିତ ସୁସମାଚାର 3:34
ତା'ପରେ ଯୀଶୁ ତାହାଙ୍କ ଚାରି ପାଖ ରେ ବସିଥିବା ଲୋକମାନଙ୍କ ଆଡେ ଚାହିଁଲେ। ସେ କହିଲେ, ଏ ଲୋକମାନେ ମାରେ ମାଆ ଓ ଭାଇ।

ମାର୍କଲିଖିତ ସୁସମାଚାର 5:32
କିନ୍ତୁ ଯୀଶୁ ତାହାଙ୍କୁ କେଉଁ ଲୋକ ଛୁଇଁଲା ବୋଲି ଚାରିଆଡକୁ ଦେଖିବାକୁ ଲାଗିଲେ।

ମାର୍କଲିଖିତ ସୁସମାଚାର 9:8
ଏବଂ ସହେି ସମୟରେ ପିତର, ଯାକୁବ ଓ ଯୋହନ ତାରିଆଡକୁ ଚାହିଁଲେ କିନ୍ତୁ ସଠାେରେ ସମାନେେ ତାହାଙ୍କ ସହିତ କବଳେ ଯୀଶୁଙ୍କ ଛଡା ଆଉ କାହାରିକୁ ଦେଖିଲେ ନାହିଁ।

ମାର୍କଲିଖିତ ସୁସମାଚାର 10:23
ଯୀଶୁ ଚାରି ଆଡେ ଚାହିଁ ଶିଷ୍ଯମାନଙ୍କୁ କହିଲେ, ଧନୀ ଲୋକମାନଙ୍କ ପକ୍ଷ ରେ ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ବଡ କଠିନ ବିଷୟ।

ମାର୍କଲିଖିତ ସୁସମାଚାର 11:11
ଯୀଶୁ ୟିରୁଶାଲମ ଆସି ମନ୍ଦିର ଭିତ ରେ ପ୍ରବେଶ କଲେ। ଯୀଶୁ ମନ୍ଦିର ରେ ପ୍ରେତ୍ୟକକ ବିଷୟ ପ୍ରତି ଦୃଷ୍ଟି ପକାଇଲେ। ସେତବେେଳକେୁ ବହୁତ ଡରେି ହାଇେ ଯାଇଥିଲା। ତେଣୁ ଯୀଶୁ ବାରଜଣ ପ୍ ରରେିତଙ୍କ ସହିତ ବେଥନିଆକୁ ଚାଲିଗଲେ।

ଲୂକଲିଖିତ ସୁସମାଚାର 6:10
ଯୀଶୁ ଚାରିଆଡକୁ ସମସ୍ତଙ୍କ ଉପରେ ଦୃଷ୍ଟି ପକଇେଲେ ଓ ପୁଣି ସହେି ଲୋକଟିକୁ କହିଲେ, ତୁମ୍ଭ ହାତ ବଢାଅ। ସେ ସହେିଭଳି କଲା ଓ ତା ହାତ ପୁଣି ସୁସ୍ଥ ହାଇଗେଲା।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்