No lexicon data found for Strong's number: 4087

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:19
ପତିଗଣ ! ତୁମ୍ଭମାନଙ୍କ ପତ୍ନୀଙ୍କୁ ପ୍ ରମେ କର। ସମାନଙ୍କେ ପ୍ରତି ଭଦ୍ର ବ୍ଯବହାର କର।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 8:11
ସହେି ତାରାର ନାମ 'ନାଗଦଅଣା' ଥିଲା। ଏହାଦ୍ବାରା ପୃଥିବୀର ଏକ ତୃତୀଯାଂଶ ଜଳଭାଗ ପିତା ହାଇଗେଲା। ଏହି ପିତା ଜଳ ପାନକରି ଅନକେ ଲୋକ ମୃତ୍ଯୁବରଣ କଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 10:9
ତେଣୁ ମୁଁ ଦୂତଙ୍କ ପାଖକୁ ଯାଇ କ୍ଷୁଦ୍ର ଚର୍ମପତ୍ରଟି ମାଗିଲି। ସେ ମାେତେ କହିଲେ, ଏହାକୁ ନିଅ ଓ ଏହା ଖାଅ। ଏହା ତୁମ୍ଭ ପଟେକୁ ଖଟା ଲାଗିବ, କିନ୍ତୁ ତୁମ୍ଭ ମୁହଁକୁ ମହୁ ପରି ମିଠା ଲାଗିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 10:10
ତେଣୁ ମୁଁ ତାହାଙ୍କ ହସ୍ତରୁ କ୍ଷୁଦ୍ର ଚର୍ମପତ୍ର ନଲେି ଓ ଖାଇଲି। ମାେ ପାଟିକୁ ତାହା ମିଠା ଲାଗିଲା, କିନ୍ତୁ ଯେତବେେଳେ ମୁଁ ଏହାକୁ ଢ଼ୋକିଲି, ପଟେ ରେ ଏହା ଖଟା ଲାଗିଲା।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்