ମାଥିଉଲିଖିତ ସୁସମାଚାର 2:18
ରାମା ରେ ଏକ ଦୁଃଖଭରା ସ୍ବର ଶୁଣାଗଲା। ତାହା ରୋଦନ ଓ ଅତିଶୟ ବିଳାପର ସ୍ବର ଥିଲା। ରାହେଲ ତା ପିଲାମାନଙ୍କ ପାଇଁ କାନ୍ଦୁଥିଲା। କହେି ହେଲେ ତାକୁ ସାନ୍ତ୍ବନା ଦଇେ ପାରିବନେି। କାରଣ ତା'ର ପିଲାମାନେ ମରିଯାଇଥିଲେ। ୟିରିମିୟ 31:15
ମାଥିଉଲିଖିତ ସୁସମାଚାର 3:7
ଅନକେ ଫାରୂଶୀ ଓ ସାଦ୍ଦୂକୀ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିବା ସ୍ଥାନକୁ ଆସିଲେ। ସମାନଙ୍କେୁ ଦେଖି ଯୋହନ କହିଲେ, ହେ କାଳସର୍ପ ଗଣା ତୁମ୍ଭେ ପ୍ରଭୁଙ୍କ ଆଗାମୀ କୋର୍ଧରୁ ପଳାୟନ କରିବା ପାଇଁ ତୁମ୍ଭକୁ କିଏ ଚତାବେନୀ ଦଲୋ?
ମାଥିଉଲିଖିତ ସୁସମାଚାର 4:25
ତେଣୁ ଗାଲିଲୀ, ଦକୋପଲି, ୟିରୂଶାଲମ, ଯୀହୂଦା ଓ ୟର୍ଦ୍ଦନ ନଦୀର ଆର ପାରିର ବହୁଲୋକ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲେ।
ମାଥିଉଲିଖିତ ସୁସମାଚାର 5:12
ତେଣୁ ଖୁସି ହାଇେ ଆନନ୍ଦ କର। କାରଣ ସ୍ବର୍ଗ ରେ ତୁମ୍ଭମାନେେ ଏକ ମହତ୍ ପୁରସ୍କାର ପାଇବ। ତାମ୍ଭର ପୂର୍ବବର୍ତ୍ତୀ ଭବିଷ୍ଯଦ୍ବକ୍ତାମାନଙ୍କୁ ମଧ୍ଯ ଲୋକମାନେ ଏହି ଭଳି ଯାତନା ଦଇେଥିଲେ।
ମାଥିଉଲିଖିତ ସୁସମାଚାର 6:30
ପଡିଆର ସହେି ଘାସ ଆଜି ବଞ୍ଚିଛି, କିନ୍ତୁ କାଲିକି ତାକୁ ଚୁଲି ରେ ପକଇେ ଦିଆୟିବ। ତଥାପି ଯଦି ପରମେଶ୍ବର ତାକୁ ଏଭଳି ସନ୍ଦୁର ବେଶ ଦଇେଛନ୍ତି, ତବେେ ସେ କ'ଣ ତୁମ୍ଭକୁ ପିନ୍ଧବା ପାଇଁ ଅଧିକ ଦବେନୋହିଁ? ତବେେ ତୁମ୍ଭମାନେେ କାହିଁକି ଏତେ ଅଳ୍ପ ବିଶ୍ବାସ ରଖୁଛ?
ମାଥିଉଲିଖିତ ସୁସମାଚାର 7:13
ସ୍ବର୍ଗ ପଥରେ କଢାଇ ନେଉଥିବା ଅଣଓସାରିଆ ଫାଟକ ଦଇେ ପ୍ରବେଶ କର। କାରଣ ଓସାରିଆ ଫାଟକ ଓ ପଶସ୍ତ ରାସ୍ତା ନର୍କ ଆଡକୁ ଯାଏ। ବହୁତ ଲୋକ ସହେି ରାସ୍ତା ରେ ଯାଆନ୍ତି।
ମାଥିଉଲିଖିତ ସୁସମାଚାର 7:22
ସହେି ଶଷେ ଦିନ ରେ ଅନକେ ଲୋକ ମାେତେ ପଚାରିବେ, 'ପ୍ରଭୁ, ଆମ୍ଭେ କ'ଣ ତୁମ୍ଭ ନାମ ରେ ଭବିଷ୍ଯଦ୍ବାଣୀ କରି ନଥିଲୁ? ତୁମ୍ଭ ନାମ ରେ କ'ଣ ଆମ୍ଭେ ଭୂତମାନଙ୍କୁ ବାହାର କରିଦଇେ ନଥିଲୁ? ଆମ୍ଭେ କ'ଣ ତୁମ୍ଭ ନାମ ରେ ଅନକେ ଆଶ୍ଚର୍ୟ୍ଯଜନକ କାମ କରି ନଥିଲୁ?
ମାଥିଉଲିଖିତ ସୁସମାଚାର 7:22
ସହେି ଶଷେ ଦିନ ରେ ଅନକେ ଲୋକ ମାେତେ ପଚାରିବେ, 'ପ୍ରଭୁ, ଆମ୍ଭେ କ'ଣ ତୁମ୍ଭ ନାମ ରେ ଭବିଷ୍ଯଦ୍ବାଣୀ କରି ନଥିଲୁ? ତୁମ୍ଭ ନାମ ରେ କ'ଣ ଆମ୍ଭେ ଭୂତମାନଙ୍କୁ ବାହାର କରିଦଇେ ନଥିଲୁ? ଆମ୍ଭେ କ'ଣ ତୁମ୍ଭ ନାମ ରେ ଅନକେ ଆଶ୍ଚର୍ୟ୍ଯଜନକ କାମ କରି ନଥିଲୁ?
ମାଥିଉଲିଖିତ ସୁସମାଚାର 8:1
ଯୀଶୁ ପାହାଡ ଉପରୁ ଓହ୍ଲଇେ ତଳକୁ ଆସିଲେ। ଏକ ବିରାଟ ଜନ ସମୂହ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲା।
ମାଥିଉଲିଖିତ ସୁସମାଚାର 8:11
ମୁଁ ତୁମ୍ଭକୁ ପୁଣି କହି ରଖୁଛି ଯେ, ପୂର୍ବ ଓ ପଶ୍ଚିମରୁ ବହୁତ ଲୋକ ଆସିବେ ଏବଂ ସମାନେେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ ସ୍ବର୍ଗରାଜ୍ଯ ରେ ଭୋଜି ରେ ନିଜ ନିଜ ଆସନ ଗ୍ରହଣ କରିବେ।
Occurences : 365
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்