No lexicon data found for Strong's number: 425

ରେରିତମାନଙ୍କ କାର୍ଯ୍ୟର ବିବରଣ 24:23
ଫଲେିକ୍ସ୍ ଶତ ସନୋପତିଙ୍କ ଜିମା ରେ ପାଉଲଙ୍କୁ ରଖିବା ପାଇଁ ଆଦେଶ ଦେଲେ। ସେ ତାହାଙ୍କୁ ନଜରବନ୍ଦୀ ରେ ରଖି କିଛି ସ୍ବାଧୀନତା ଦବୋ ପାଇଁ ମଧ୍ଯ ଆଜ୍ଞା ଦେଲେ। ପାଉଲଙ୍କ ବନ୍ଧୁମାନେ ଯଦି ତାହାଙ୍କ ନିକଟକୁ କୌଣସି ଆବଶ୍ଯକୀୟ ଜିନିଷ ନଇେ ଆସନ୍ତି, ତବେେ ସମାନଙ୍କେୁ ବାଧା ନଦବୋ ନିମନ୍ତେ ମଧ୍ଯ ସେ ସହେି ଶତ ସନୋପତିଙ୍କୁ ଆଦେଶ ଦେଲେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 2:13
ସଠାେରେ ମାେ ଭାଇ ତିତସକୁ ନ ପାଇ ମୁଁ ମାେ ମନ ରେ ଶାନ୍ତି ହରାଇଲି। ସେଥିପାଇଁ ସମାନଙ୍କେଠାରୁ ବିଦାୟ ନଇେ ମୁଁ ମାକିଦନିଆକୁ ଗଲି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 7:5
ଯେତବେେଳେ ଆମ୍ଭେ ମାକିଦନିଆ ଆସିଥିଲୁ, ସେତବେେଳେ ଆମ୍ଭ ପାଇଁ ବିଶ୍ରାମ ମିଳି ନ ଥିଲା। ଆମ୍ଭର ଚାରି ପଟେ ଅସୁବିଧାମାନ ଘରେି ରହିଥିଲା। ବାହାରର ସଂଗ୍ରାମ ଓ ଭିତରର ଭୟ ମଧିଅରେ ଆମ୍ଭେ ଥିଲୁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 8:13
ଅନ୍ୟମାନେ ଆରାମ ରେ ରହୁଥିବା ବେଳେ ତୁମ୍ଭମାନେେ ଦୁର୍ଦ୍ଦଶା ରେ ରୁହ, ଏକ କଥା ଆମ୍ଭେ ଇଚ୍ଛା କରୁ ନାହୁଁ ; ବରଂ ଆମ୍ଭେ ସବୁ ବିଷୟ ରେ ସମାନତା ଇଚ୍ଛା କରୁ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:7
ଦୁଃଖ ପାଇଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ବର ଶାନ୍ତି ପ୍ରଦାନ କରିବେ। ସେ ଆମ୍ଭକୁ ମଧ୍ଯ ଶାନ୍ତି ଦବେେ। ଯେତବେେଳେ ପ୍ରଭୁ ଯୀଶୁ ନିଜର ଶକ୍ତିଶାଳୀ ସ୍ବର୍ଗଦୂତମାନଙ୍କ ସହିତ ସ୍ବର୍ଗରୁ ଆସିବେ, ସେତବେେଳେ ପରମେଶ୍ବର ଆମ୍ଭର ଦୁଃଖ ଉପଶମ କରି ଦବେେ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்