No lexicon data found for Strong's number: 4278
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 8:6
ପରମେଶ୍ବର ଏହା ଇଚ୍ଛା କରନ୍ତି। ସେଥିପାଇଁ ଆମ୍ଭେ ତୀତସକୁ କହିଲୁ ଯେ ସେ ଏହି ଅନୁଗ୍ରହ କାର୍ୟ୍ଯକୁ ଯେପରି ଆରମ୍ଭ କରିଥିଲେ, ସହେିପରି ଏହି ବିଶଷେ ଅନୁଗ୍ରହର କାର୍ୟ୍ଯକୁ ସମାପ୍ତ କରିବା ରେ ତୁମ୍ଭମାନଙ୍କୁ ସାହାୟ୍ଯ ମଧ୍ଯ କରନ୍ତୁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 8:10
ଏହି ବିଷୟ ରେ ମୁଁ ତୁମ୍ଭମାନଙ୍କୁ ନିଜର ପରାମର୍ଶ ଦେଉଛି। ଏହା ତୁମ୍ଭମାନଙ୍କ ପାଇଁ ସର୍ବଶ୍ ରେଷ୍ଠ। ଗତ ବର୍ଷ ତୁମ୍ଭମାନେେ ପ୍ରଥମେ ଦାନ ଦବୋପାଇଁ ଇଚ୍ଛା କରିଥିଲ ଓ ପ୍ରକୃତ ରେ ପ୍ରଥମେ ଦାନ ମଧ୍ଯ ଦଇେଥିଲ। ଅତଏବ ଯେଉଁ କାମଟିକୁ ତୁମ୍ଭମାନେେ ଆରମ୍ଭ କରିଥିଲ ତାହାକୁ ଶଷେ କର।
Occurences : 2
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்