ଯୋହନଲିଖିତ ସୁସମାଚାର 11:48
ଯଦି ଆମ୍ଭେ ତାକୁ ଏଭଳି କାର୍ୟ୍ଯ କରିବା ପାଇଁ ଛାଡିଦବୋ, ତାହାକୁ ସମସ୍ତେ ବିଶ୍ବାସ କରିବେ। ତା'ପରେ ରୋମୀୟମାନେ ଆସି ଆମ ମନ୍ଦିର ଓ ଆମ୍ଭ ଜାତି ଉଭୟକୁ ନଷ୍ଟ କରି ଦବେେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2:10
ଏବଂ ୟିହୂଦା, କାପ୍ପାଦକିଆ, ପନ୍ତ ଓ ଆସିଆ, ଫ୍ରୁଗିଆ ଓ ପ୍ରଫୁଲିଆ, ମିଶର ନିବାସୀ କୂରୀଣୀ ନିକଟବର୍ତ୍ତୀ ଲିବିଯା ପ୍ରଦେଶ ଲୋକେ ରୋମ ନଗରରୁ ଆସିଥିବା ତଥା କ୍ରୀତୀୟ ଓ ଆରବୀୟ ପରିଦର୍ଶକଗଣ। ଆମ୍ଭ ଭିତରୁ କେତଜେଣ ଜନ୍ମରୁ ଯିହୂଦୀ ଏବଂ ଅନ୍ୟ କେତକେ ଯିହୂଦୀ ଧର୍ମଗ୍ରହଣ କରିଥିବା ଲୋକମାନେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16:21
ଆମ୍ଭମାନେେ ରୋମୀୟ। ଏଣୁ ଏମାନେ ଲୋକମାନଙ୍କୁ ଯେଉଁ କଥା କହୁଛନ୍ତି, ସହେି ପ୍ରଥାଗୁଡ଼ିକ ଆମ୍ଭମାନଙ୍କ ଗ୍ରହଣ ୟୋଗ୍ଯ ନୁହେଁ। ତେଣୁ ଆମ୍ଭେ ଏସବୁ କରିପାରିବୁ ନାହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16:37
କିନ୍ତୁ ପାଉଲ ସୈନିକମାନଙ୍କୁ କହିଲେ, ସମାନେେ ଆମ୍ଭକୁ ବିନା ବିଚ଼ାର ରେ ଜନସାଧାରଣଙ୍କ ସାମନା ରେ ମାରିଛନ୍ତି। ଆମ୍ଭେ ରୋମୀୟ ନାଗରିକ। କିନ୍ତୁ ଆମ୍ଭକୁ କାରାଗାର ରେ ବନ୍ଦୀ କରି ରଖାଯାଇଛି। ବର୍ତ୍ତମାନ ସମାନେେ ଆମ୍ଭକୁ ଗୋପନ ରେ ଛାଡ଼ି ଦବୋପାଇଁ କହୁଛନ୍ତି? ଏହା ଆଦୌ ହାଇପୋରିବ ନାହିଁ। ତେଣୁ ସମାନେେ ନିଜେ ଆସି ବିଚ଼ାରକର୍ତ୍ତାମାନଙ୍କୁ କହିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16:38
ସମାନେେ ପାଉଲ ଓ ଶୀଲାଙ୍କୁ ରୋମୀୟ ଜାଣି ଡ଼ରିଗଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22:25
ସମାନେେ ପାଉଲଙ୍କୁ କୋରଡ଼ା ମାରିବା ପାଇଁ ବାନ୍ଧୁଥିବା ସମୟରେ ପାଉଲ ସଠାେରେ ଠିଆ ହାଇେଥିବା ଜଣେ ସନୋ ଅଧିକାରୀଙ୍କୁ କହିଲେ, ଜଣେ ରୋମୀୟ ନାଗରିକ, ଯେ କି ଦୋଷୀ ବୋଲି ପ୍ରମାଣିତ ହାଇେ ନାହିଁ, ତାହାକୁ କୋରଡ଼ା ମାରିବା କ'ଣ ଆଇନ ସଙ୍ଗତ ଅଟେ?
ରେରିତମାନଙ୍କ କାର୍ଯ୍ୟର ବିବରଣ 22:26
ଏ କଥା ଅଧିକାରୀ ଶୁଣି ସନୋଧ୍ଯକ୍ଷଙ୍କୁ ଜଣାଇଲେ। ଅଧିକାରୀ କହିଲେ, ତୁମ୍ଭେ ଜାଣ, ତୁମ୍ଭେ କଣ କରୁଛ? ଏ ଲୋକ ଜଣେ ରୋମୀୟ ନାଗରିକ?
ରେରିତମାନଙ୍କ କାର୍ଯ୍ୟର ବିବରଣ 22:27
ତେଣୁ ସନୋଧ୍ଯକ୍ଷ ଯାଇ ପାଉଲଙ୍କୁ ପଚ଼ାରିଲେ, ମାେତେ କୁହ, ତୁମ୍ଭେ କଣ ପ୍ରକୃତ ରେ ଜଣେ ରୋମୀୟ ନାଗରିକ?
ରେରିତମାନଙ୍କ କାର୍ଯ୍ୟର ବିବରଣ 22:29
ପାଉଲ ଜଣେ ରୋମୀୟ ନାଗରିକ ବୋଲି ଜାଣିବା ପରେ ତାହାଙ୍କୁ ପ୍ରଶ୍ନ କରିବା ପାଇଁ ଯାଉଥିବା ଲୋକମାନେ ସଙ୍ଗେ ସଙ୍ଗେ ତାହାଙ୍କୁ ଛାଡ଼ି ଚ଼ାଲି ଗଲେ। ସନୋଧ୍ଯକ୍ଷ ମଧ୍ଯ ତାହାଙ୍କୁ ବାନ୍ଧି ବେତ୍ରାଘାତ କରିବା ପାଇଁ ଆଦେଶ ଦଇେଥିବାରୁ ଡ଼ରିଗଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 23:27
ଯୀହୂଦୀମାନେ ଏହି ଲୋକକୁ ଧରି ନଇେ ହତ୍ଯା କରିବା ପାଇଁ ଚେ଼ଷ୍ଟା କରୁଥିଲେ। ମୁଁ ଘଟଣା ସ୍ଥଳ ରେ ସୈନ୍ଯମାନଙ୍କ ସହିତ ପହଞ୍ଚିଲି ଓ ତାହାଙ୍କୁ ରକ୍ଷା କଲି। ମୁଁ ଜାଣିବାକୁ ପାଇଲି ସେ ଜଣେ ରୋମୀୟ ନାଗରିକ।
Occurences : 13
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்