No lexicon data found for Strong's number: 4572

Matthew 4:6
ଶୟତାନ କହିଲା, ଯଦି ତୁମ୍ଭେ ପରମାଶ୍ବରଙ୍କ ପୁତ୍ର, ତବେେ ତଳକୁ ଡଇେଁପଡ। କାରଣ ଶାସ୍ତ୍ର ରେ ଲଖାେଅଛ:

Matthew 8:4
ତାପରେ ଯୀଶୁ ତାହାକୁ କହିଲେ, ଦେଖ, ଏ ବିଷୟ ରେ କାହାକୁ କିଛି କୁହନାହିଁ, ବରଂ ଯାଜକଙ୍କ ପାଖକୁ ଯାଅ ଓ ନିଜକୁ ଦଖାେଅ। ମାଶାଙ୍କେ ଆଦେଶ ଅନୁସାରେ ଦାନ ଦିଅ। ଏହା ଦ୍ବାରା ଲୋକଙ୍କୁ ଦେଖଇେ ଦିଆଯାଇ ପାରିବ ଯେ ତୁମ୍ଭେ ଭଲ ହାଇେ ଯାଇଛ।

Matthew 19:19
ନିଜ ପିତାମାତାଙ୍କୁ ସମ୍ମାନ ଦବେ ଓ 'ନିଜକୁ ଯେପରି ଭଲ ପାଉଛ, ଅନ୍ୟମାନଙ୍କୁ ସପରେି ଭଲ ପାଇବ।'

Matthew 22:39
ଦ୍ବିତୀୟ 'ଆଦେଶଟି ମଧ୍ଯ ପ୍ରଥମ ଆଦେଶ ଭଳି। ତାହା ହେଉଛି: 'ତୁମ୍ଭେ ନିଜକୁ ଯେପରି ଭଲ ପାଅ, ଅନ୍ୟକୁ ମଧ୍ଯ ସହେିପରି ଭଲ ପାଅ।'

Matthew 27:40
ତୁମ୍ଭେ କହୁଥିଲ ଯେ ତୁମ୍ଭେ ମନ୍ଦରକୁ ଭାଙ୍ଗି ଦଇେ ପାରିବଓ ପୁଣି ତାକୁ ତିନିଦିନ ମଧିଅରେ ତିଆରି କରିଦଇେ ପାରିବା ତେଣୁ ଏବେ ତୁମ୍ଭେ ନିଜକୁ ରକ୍ଷା କର। ତୁମ୍ଭେ ଯଦି ପ୍ରକୃତ ରେ ପରମେଶ୍ବରଙ୍କ ପୁତ୍ର ତବେେ କୃଶ ଉପରୁ ତଳକୁ ଚ଼ାଲିଆସ।

Mark 1:44
ମୁଁ ତୁମ୍ଭ ପାଇଁ ଯାହା କଲି ସହେି କଥା କାହାକୁ ହେଲେ କହିବ ନାହିଁ। କିନ୍ତୁ ଯାଜକଙ୍କ ପାଖକୁ ଯାଇ, ନିଜ ଦହେ ଦଖାେଅ। ତୁମ୍ଭେ ସୁସ୍ଥ ହାଇେ ଥିବାରୁ ମାଶାଙ୍କେ ଆଜ୍ଞା ଅନୁସାରେ, ପରମେଶ୍ବରଙ୍କୁ ନବୈେଦ୍ଯ ଅର୍ପଣ କର। ତୁମ୍ଭେ ସୁସ୍ଥ ହାଇେ ଯାଇଛ ବୋଲି ଲୋକମାନଙ୍କ ଆଗ ରେ ପ୍ରମାଣ ରହିବ।

Mark 12:31
ଦ୍ବିତୀୟ ମହତ୍ବପୂର୍ଣ୍ଣ ଆଦେଶଟି ହେଉଛି ଏହି ପ୍ରକାରର: 'ତୁମ୍ଭେ ନିଜକୁ ଯେପରି ପ୍ ରମେ କର, ନିଜର ପଡ଼ୋଶୀକୁ ସହେିପରି ପ୍ ରମେ କର' ଏହି ଦୁଇଟି ଆଦେଶ ଛଡା ଆଉ ବଡ ଆଦେଶ କିଛି ନାହିଁ।

Mark 15:30
ଏବେ କୃଶ ଉପରୁ ଓହ୍ଲଇେ ଆସି ନିଜକୁ ରକ୍ଷା କର।

Luke 4:9
ତା'ପରେ ସେ ଯୀଶୁଙ୍କୁ ୟିରୁଶାଲମେକୁ ନଇଗେଲା ଓ ସଠାେରେ ମନ୍ଦିରର ଶିଖର ରେ ଠିଆ କରାଇ ଦଲୋ। ସେ ଯୀଶୁଙ୍କୁ କହିଲା, ଯଦି ତୁମ୍ଭେ ପରମେଶ୍ବରଙ୍କ ପୁତ୍ର, ତବେେ ଏହିଠାରୁ ତଳକୁ ଡଇେଁପଡ।

Luke 4:23
ଯୀଶୁ ସମାନଙ୍କେୁ କହିଲେ, ମୁଁ ଜାଣିଛି ଯେ, ତୁମ୍ଭମାନେେ ମାେତେ ସହେି ପୁରୁଣା ଉକ୍ତିଟି କହିବ, 'ଆ ରେ ବଇଦ, ଆଗ ନିଜକୁ ଭଲ କର।' ତୁମ୍ଭେ କହିବିକୁ ଚାହୁଁଛ, କଫର୍ନାହୂମ ରେ ତୁମ୍ଭେ ଯାହା ସବୁ କରୁଛ ବୋଲି ଆମ୍ଭମାନେେ ଶୁଣିଛୁ, ସହେିସବୁ ଏବେ ନିଜ ପୈତୃକ ନଗର ରେ ମଧ୍ଯ କର।

Occurences : 40

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்