No lexicon data found for Strong's number: 5095

ରେରିତମାନଙ୍କ କାର୍ଯ୍ୟର ବିବରଣ 16:1
ପାଉଲ ଦର୍ବୀ ଓ ଲୁସ୍ତ୍ରା ନଗରକୁ ଗଲେ। ସଠାେରେ ତୀମଥି ନାମକ ଜଣେ ଶିଷ୍ଯ ଥିଲେ। ସେ ଜଣେ ବିଶ୍ବାସୀନୀ ଯିହୂଦୀ ସ୍ତ୍ରୀଙ୍କର ପୁତ୍ର ଥିଲେ କିନ୍ତୁ ତାହାଙ୍କର ପିତା ଗ୍ରୀକ୍ ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 17:14
ସେଥିପାଇଁ ଭାଇମାନେ ପାଉଲଙ୍କୁ ସମୁଦ୍ର କୂଳକୁ ପଠାଇ ଦେଲେ, କିନ୍ତୁ ଶୀଲା ଓ ତୀମଥି ସଠାେରେ ରହିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 17:15
ଯେଉଁମାନେ ପାଉଲଙ୍କୁ ସାଙ୍ଗ ରେ ନଇେ ଯାଇଥିଲେ ସମାନେେ ତାହାଙ୍କୁ ଆଥୀନୀ ନଗର ପର୍ୟ୍ଯନ୍ତ ପହଞ୍ଚାଇ ଦେଲେ। ପାଉଲ ସମାନଙ୍କେ ଦ୍ବାରା ଖବର ଦେଲେ ଯେ, ଶୀଲା ଓ ତୀମଥି ଆସି ତାହାଙ୍କ ସହିତ ଯୋଗଦାନ କରନ୍ତୁ। ତା'ପରେ ସମାନେେ ଫରେି ଗଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 18:5
ଶୀଲା ଓ ତୀମଥି ମାକିଦନିଆରୁ କରିନ୍ଥକୁ ଆସିବା ପରେ ପାଉଲ ତାହାଙ୍କର ସବୁ ସମୟ ସୁସମାଚ଼ାର ପ୍ରଚ଼ାର କରିବା ରେ ଦେଲେ। ସେ ଯିହୂଦୀମାନଙ୍କ ଆଗ ରେ ପ୍ରମାଣିତ କରି ଦେଲେ ଯେ, ଯୀଶୁ ଖ୍ରୀଷ୍ଟ ଅଟନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:22
ତେଣୁ ସେ ତାହାଙ୍କର ଦୁଇଜଣ ସାହାୟ୍ଯକାରୀ ଅର୍ଥାତ୍ ତୀମଥି ଓ ଏରାଷ୍ଟଙ୍କୁ ମାକିଦନିଆକୁ ପଠାଇଲେ। ସେ ନିଜେ ଆଉ କିଛି ଅଧିକ ସମୟ ଏସିଆ ରେ କଟାଇଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:4
ତାହାଙ୍କ ସହିତ ବରଯୋ ନଗରର ପୁରଙ୍କ ପୁତ୍ର ସୋପାତ୍ର, ଥସେଲନୀକୀୟର ଆରିସ୍ତାର୍ଖ ଓ ସକେୂନ୍ଦ, ଦର୍ବାର ଗାୟ ଓ ତୀମଥି, ଏସିଆର ତୁଖିକ ଓ ତ୍ରଫିମ ଗଲେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 16:21
ମାରେସହକାରୀ ତୀମଥି ଓ ମାରେ ସ୍ବଜାତୀୟ ଯିହୂଦୀମାନେ ଲୂକିୟ, ଯାସୋନ୍ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:17
ସେଥିପାଇଁ ଜୀମଥିଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇଛି। ସେ ଖ୍ରୀଷ୍ଟ ରେ ମାହେର ସନ୍ତାନ। ମୁଁ ତୀମଥିଙ୍କୁ ଭଲ ପାଏ। ସେ ବିଶ୍ବାସ ଯୋଗ୍ଯ। ଖ୍ରୀଷ୍ଟଯୀଶୁଙ୍କ ପାଇଁ ମୁଁ କିପରି ଜୀବନ ଯାପନ କରୁଛି ତାହା ସେ ତୁମ୍ଭମାନଙ୍କୁ ସ୍ମରଣ କରାଇ ଦବେେ। ମୁଁ ସବୁ ମଣ୍ଡଳୀ ରେ ସର୍ବତ୍ର ଏହି ଶିକ୍ଷା ପ୍ରଦାନ କରୁଛି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16:10
ତୀମଥି ତୁମ୍ଭମାନଙ୍କ ପାଖକୁ ଆସି ପାରନ୍ତି। ତୁମ୍ଭମାନଙ୍କ ମଧିଅରେ ସେ ଯେପରି ସ୍ବଚ୍ଛନ୍ଦ ରେ ରୁହନ୍ତି, ଏଥିପାଇଁ ତୁମ୍ଭେ ତାହାଙ୍କ ପ୍ରତି ମନୋୟୋଗୀ ହୁଅ। ମାେ ଭଳି ସେ ମଧ୍ଯ ପ୍ରଭୁଙ୍କ ପାଇଁ କାମ କରୁଛନ୍ତି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16:255

Occurences : 28

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்