No lexicon data found for Strong's number: 5141
Mark 5:33
ସହେି ସ୍ତ୍ରୀ ଲୋକଟି ଜାଣିଥିଲା ଯେ ସେ ଭଲ ହାଇଯୋଇଛି, ତେଣୁ ସେ ଆଗକୁ ଆସି ଯୀଶୁଙ୍କ ପାଦ ତଳେ ପଡିଗଲା। ସେ ଭୟ ରେ ଥରୁଥିଲା। ସେ ଯୀଶୁଙ୍କୁ ସବୁ କଥା କହିଲା।
Luke 8:47
ସ୍ତ୍ରୀ ଲୋକଟି ଦେଖିଲା ଯେ ସେ ଲୁଚି ରହି ପାରିବ ନାହିଁ, ତେଣୁ ସେ ଥରି ଥରି ଆଗକୁ ଆସିଲା। ସେ ଯୀଶୁଙ୍କ ଆଗ ରେ ମୁଣ୍ଡ ନୁଆଇଲା। ସେ ଯୀଶୁଙ୍କୁ କାହିଁକି ଛୁଇଁ ଦଲୋ, ସଇେ କଥା ସବୁ ଲୋକମାନଙ୍କ ଆଗ ରେ କହିଲା। ସେ କହିଲା ଯେ, ଯେତବେେଳେ ସେ ଯୀଶୁଙ୍କୁ ଛୁଇଁ ଦଲୋ, ତତ୍କ୍ଷଣାତ୍ ସେ ସୁସ୍ଥ ହାଇଗେଲା।
Acts 9:6
ଏବେ ଉଠ ଓ ନଗରକୁ ଯାଅ। ସଠାେରେ ତୁମ୍ଭକୁ କ'ଣ କରିବାକୁ ହବେ, ତାହା ତୁମ୍ଭକୁ ଜଣେ କହିବେ।
2 Peter 2:10
ଯେଉଁମାନେ ନିଜର ପାପପୂର୍ଣ୍ଣ ପ୍ରକୃତିଗୁଡ଼ିକର ଇଚ୍ଛା ପୂରଣ ପାଇଁ ମନ୍ଦକାର୍ୟ୍ଯ କରିବ ଜୀବିତ ରହିଛନ୍ତି ଓ ପ୍ରଭୁଙ୍କର କତ୍ତୃର୍ତ୍ବକୁ ଅବମାନନା କରନ୍ତି, ସମାନେେ ଏଭଳି ଦଣ୍ଡର ଯୋଗ୍ଯ।
Occurences : 4
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்