No lexicon data found for Strong's number: 5339

ରେରିତମାନଙ୍କ କାର୍ଯ୍ୟର ବିବରଣ 20:29
ମୁଁ ଜାଣେ, ମାେ ଗଲାପରେ ଜଙ୍ଗଲୀ ଗଧିଆ ତୁମ୍ଭମାନଙ୍କ ମଧ୍ଯକୁ ଆସିବେ। ସମାନେେ ଏହି ମଷେ ପଲକୁ ନଷ୍ଟ କରିବାପାଇଁ ଚେ଼ଷ୍ଟା କରିବେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:32
ପରମେଶ୍ବର ଆମ୍ଭ ପାଇଁ ସବୁ କିଛି

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:21
ବିଶ୍ବାସ ନ କରିବା ହତେୁ ଯଦି ପରମେଶ୍ବର ପ୍ରଥମ ଗଛର ଶାଖାଗୁଡିକୁ ଭାଙ୍ଗି ଦେଲେ, ତା ହେଲେ ତୁମ୍ଭେ ମାନେ ମଧ୍ଯ ବିଶ୍ବାସ ନ ରଖି ପାରିଲେ ପରମେଶ୍ବର ତୁମ୍ଭମାନଙ୍କୁ ବିଛିନ୍ନ କରି ଦବେେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:21
ବିଶ୍ବାସ ନ କରିବା ହତେୁ ଯଦି ପରମେଶ୍ବର ପ୍ରଥମ ଗଛର ଶାଖାଗୁଡିକୁ ଭାଙ୍ଗି ଦେଲେ, ତା ହେଲେ ତୁମ୍ଭେ ମାନେ ମଧ୍ଯ ବିଶ୍ବାସ ନ ରଖି ପାରିଲେ ପରମେଶ୍ବର ତୁମ୍ଭମାନଙ୍କୁ ବିଛିନ୍ନ କରି ଦବେେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7:28
କିନ୍ତୁ ଯଦି ତୁମ୍ଭମାନେେ ବିବାହ କରିବା ପାଇଁ ମନସ୍ଥ କରିଛ, ତବେେ ଏହା ପାପ ନୁହେଁ। ଜଣେ କୁମାରୀ କନ୍ଯା ବିବାହ କଲେ ପାପ କରେ ନାହିଁ। କିନ୍ତୁ ଯେଉଁମାନେ ବିବାହ କରନ୍ତି, ସମାନେେ ଏହି ଜୀବନ ରେ କଷ୍ଟ ପାଇବେ। ଏହି କଷ୍ଟରୁ ମୁଁ ତୁମ୍ଭମାନଙ୍କୁ ମୁକ୍ତ ରଖିବାକୁ ଇଚ୍ଛା କରେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 1:23
ମୁଁ କରିନ୍ଥୀକୁ ଆଉ ଥରେ ଆସି ନ ଥିଲି କାରଣ ମୁଁ ତୁମ୍ଭମାନଙ୍କୁ ଆଘାତ ଦବୋକୁ ଇଚ୍ଛା କରୁ ନ ଥିଲି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12:6
ଯଦିଓ ମୁଁ ନିଜ ଉପରେ ଗର୍ବ କରିବାକୁ ଚାହିଁଲି ତଥାପି ମୁଁ ମୂର୍ଖ ନୁହେଁ, କାରଣ ମୁଁ ସତ୍ଯକଥା କ ହେ। କିନ୍ତୁ ମୁଁ ନିଜ ପାଇଁ ଗର୍ବ କରିବି ନାହିଁ କାରଣ ଲୋକେ ମାେ ବିଷୟ ରେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ତା ଠାରୁ ଅଧିକ ବୋଲି ମାେତେ ଭାବନ୍ତୁ, ଏହା ମୁଁ ଇଚ୍ଛା କରେ ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 13:2
ମୁଁ ଯେତବେେଳେ ତୁମ୍ଭମାନଙ୍କ ସହିତ ଦ୍ବିତୀୟ ଥର ପାଇଁ ଯାଇଥିଲି, ମୁଁ ପାପୀମାନଙ୍କୁ ସତର୍କ କରି ଦଇେଥିଲି। ମୁଁ ଏବେ ତୁମ୍ଭମାନଙ୍କଠାରୁ ଦୂର ରେ ଅଛି ଓ ଅନ୍ୟ ପାପୀ ଲୋକମାନଙ୍କୁ ସତର୍କ କରି ଦେଉଛି ଯେ ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ୟିବି, ତୁମ୍ଭମାନଙ୍କ ପାପ ପାଇଁ ଦଣ୍ଡ ଦବେି।

ପିତରଙ୍କ ଦିତୀୟ ପତ୍ର 2:4
ଯେତବେେଳେ ସ୍ବର୍ଗଦୂତମାନେ ପାପ କଲେ, ପରମେଶ୍ବର ସମାନଙ୍କେୁ ଦଣ୍ଡ ନ ଦଇେ ଛାଡ଼ିଲେ ନାହିଁ। ପରମେଶ୍ବର ସହେି ଦୂତମାନଙ୍କୁ ନରକକୁ ପଠାଇ ଦେଲେ। ସେ ସମାନଙ୍କେୁ ଅନ୍ଧକାରର ଗୁମ୍ଫାମାନଙ୍କ ରେ ପକାଇ ରଖିଲେ। ବିଚାର ଦିନ ପର୍ୟ୍ଯନ୍ତ ସମାନେେ ସଠାେରେ ପଡ଼ିଥିବେ।

ପିତରଙ୍କ ଦିତୀୟ ପତ୍ର 2:5
ଅତି ପୂର୍ବକାଳ ରେ ରହୁଥିବା ମନ୍ଦ ଲୋକଙ୍କୁ ପରମେଶ୍ବର ଦଣ୍ଡ ଦଇେଥିଲେ। ପରମେଶ୍ବର ଆପଣା ବିରୋଧୀ ଲୋକମାନଙ୍କ ପାଇଁ ଏକ ପ୍ରଳୟଙ୍କାରୀ ବନ୍ଯା ଆଣିଥିଲେ। କିନ୍ତୁ ପରମେଶ୍ବର ନୋହ ଓ ତାହାଙ୍କ ସହ୍ଯ ଅନ୍ୟ ସାତଜଣଙ୍କୁ ସହେି ପ୍ରଳୟଙ୍କାରୀ ବନ୍ଯାରୁ ରକ୍ଷା କରିଥିଲେ। ଲୋକମାନଙ୍କୁ ନୋହ ଉତ୍ତମ ଜୀବନ କାଟିବାକୁ ଉପଦେଶ ଦେଉଥିଲେ।

Occurences : 10

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்