ମାଥିଉଲିଖିତ ସୁସମାଚାର 3:16
ଯୀଶୁ ବାପ୍ତିଜିତ ହେଲେ। ଯୀଶୁ ଜଳରୁ ବାହାରିବା ମାତ୍ ରେ ଆକାଶ ଖାଲିଗେଲା, ଏବଂ ସେ ପରମେଶ୍ବରଙ୍କ ଆତ୍ମାକୁ ଗୋଟିଏ କପୋତ ରୁପରେ ତଳକୁ ଓହ୍ଲଇେ ତାହାଙ୍କ ଉପରକୁ ଆସୁଥିବାର ଦେଖିଲେ।
ମାଥିଉଲିଖିତ ସୁସମାଚାର 9:36
ଲୋକମାନଙ୍କୁ ଦେଖି ଯୀଶୁଙ୍କ ମନ ରେ କରୁଣା ଜାତ ହେଲା। ମଷେ ପାଳକ ନଥିଲେ ମଷେ ପଲର ଅବସ୍ଥା ଯାହା ହୁଏ, ଲୋକମାନଙ୍କର ଅବସ୍ଥା ସହେିଭଳି ନିରାଶା ଓ ଅସହାୟତା ରେ ପୂର୍ଣ୍ଣଥିଲା।
ମାଥିଉଲିଖିତ ସୁସମାଚାର 14:21
ସଠାେରେ ପ୍ରାୟ କବଳେ ପାଞ୍ଚ ହଜାର ପୁରୁଷ ଲୋକ ଖାଇଥିଲେ। ତା'ଛଡା ସ୍ତ୍ରୀ ଲୋକ ଓ ପିଲାମାନେ ମଧ୍ଯ ଖାଇଥିଲେ।
ମାଥିଉଲିଖିତ ସୁସମାଚାର 28:3
ସ୍ବର୍ଗଦୂତଙ୍କ ରୂପ ବିଜୁଳି ଭଳି ଝଲକୁଥିଲା ଓ ତାହାଙ୍କ ପୋଷାକ ହିମ ଭଳ ଧଳା ଥିଲା।
ମାଥିଉଲିଖିତ ସୁସମାଚାର 28:4
କବଲକୁ ଜଗି ରହିଥିବା ସୈନ୍ଯମାନେ ସ୍ବର୍ଗଦୂତଙ୍କୁ ଦେଖି ଡ଼ରିଗଲେ। ସମାନେେ ଭୟ ରେ ଥରିବାକୁ ଲାଗିଲେ। ସମାନେେ ମୃତ ପ୍ରାୟ ହାଇଗେଲେ।
ମାର୍କଲିଖିତ ସୁସମାଚାର 1:10
ଯୀଶୁ ଜଳରୁ ବାହାରି ଆସୁଥିବା ସମୟରେ ସ୍ବର୍ଗ ଖୋଲା ଥିବାର ଦେଖିଲେ। ସେ ଦେଖିଲେ ଯେ ପବିତ୍ରଆତ୍ମା ତାହାଙ୍କ ଉପରକୁ କପୋତ ଭଳି ଓହ୍ଲାଇ ଆସୁଛନ୍ତି।
ମାର୍କଲିଖିତ ସୁସମାଚାର 6:44
ଯେଉଁମାନେ ରୋଟୀ ଖାଇଥିଲେ ସମାନଙ୍କେ ମଧିଅରେ କବଳେ ପୁରୁଷଙ୍କ ସଂଖ୍ଯା ପାଞ୍ଚ ହଜାର ଥିଲା।
ମାର୍କଲିଖିତ ସୁସମାଚାର 9:26
ଦୁଷ୍ଟାତ୍ମା ୟନ୍ତ୍ରଣା ରେ ଚିତ୍କାର କଲା, ପିଲାକୁ ଥରାଇ ତଳେ ପକାଇ ଦଲୋ। ପୁଣି ଥରେ ପିଲାକୁ ତଳେ କଚାଡି ଦଇେ ଦୁଷ୍ଟାତ୍ମା ତା' ଦହରେୁ ବାହାରି ଆସିଲା। ଏହି ପିଲା ମରିଗଲା ଭଳି ଦଖାଗେଲା। ଅନକେ ଲୋକ କହିଲେ, ସେ ମରି ଯାଇଛି।
ଲୂକଲିଖିତ ସୁସମାଚାର 1:56
ମରିୟମ ପ୍ରାୟ ତିନିମାସ ପର୍ୟ୍ଯନ୍ତ ଏଲୀଶାବେଥଙ୍କ ପାଖ ରେ ରହିବା ପରେ ନିଜେ ଘରକୁ ଫରେିଗଲେ।
ଲୂକଲିଖିତ ସୁସମାଚାର 3:22
ପବିତ୍ର ଆତ୍ମା ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ ଓ ସେ କପୋତ ପରି ଦହେ ଧାରଣ କରିଥିଲେ। ଆକାଶବାଣୀ ହେଲା: ତୁମ୍ଭେ ମାରେ ପ୍ରିୟ ପୁତ୍ର। ମୁଁ ତୁମ୍ଭ ଉପରେ ଅତ୍ଯନ୍ତ ସନ୍ତୁଷ୍ଟ।
Occurences : 34
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்