ମାଥିଉଲିଖିତ ସୁସମାଚାର 13:44
ସ୍ବର୍ଗରାଜ୍ଯ ଜମି ରେ ପୋତା ହାଇେଥିବା ଧନଭଣ୍ଡର ଭଳି। ଦିନେ ଜଣେ ଲୋକ ଗୋଟିଏ ଧନର ଭଣ୍ଡାର ପାଇଲା ଓ ପୁଣି ଆଉ ଥରେ ସହେି ଧନକୁ ଜମି ଭିତ ରେ ପୋତି ଦଲୋ। ସେ ବହୁତ ଖୁସି ହାଇଗେଲା। ସେ ସଠାରୁେ ଯାଇ ତା ପାଖ ରେ ଯାହା ସବୁ ଥିଲା, ସବୁତକ ବିକି ସହେି ଜମିଟି କିଣିଲା।
ମାଥିଉଲିଖିତ ସୁସମାଚାର 13:46
ଦିନେ ସେ ଅତ୍ଯନ୍ତ ମୂଲ୍ଯବାନ ମାେତିଟିଏ ପାଇଗଲା, ସେ ଯାଇ ତାର ସମସ୍ତ ସମ୍ପତ୍ତି ବିକି ଅମୂଲ୍ଯ ମାେତିଟି କିଣିଲା।
ମାଥିଉଲିଖିତ ସୁସମାଚାର 14:15
ସନ୍ଧ୍ଯା ବଳକେୁ ଶିଷ୍ଯମାନେ ତାହାଙ୍କ ପାଖକୁ ଆସି କହିଲେ, ଏହା ଅତ୍ଯନ୍ତ ନିଛାଟିଆ ସ୍ଥାନ। ସମୟ ବହୁତ ହେଲାଣି। ଲୋକମାନଙ୍କୁ ଏଠାରୁ ପଠଇେ ଦିଅ। ତା' ହେଲେ ସମାନେେ ଗାଁମାନଙ୍କୁ ଯାଇ ସମାନଙ୍କେ ପାଇଁ ଖାଦ୍ୟ କିଣି ପାରିବେ।
ମାଥିଉଲିଖିତ ସୁସମାଚାର 21:12
ଯୀଶୁ ମନ୍ଦିର ପରିସର ରେ ପ୍ରବେଶ କଲେ। ସଠାେରେ କିଣା ଓ ବିକା କରୁଥିବା ଲୋକମାନଙ୍କୁ ଯୀଶୁ ବାହାରକୁ ଘଉଡ଼ଇେ ଦେଲେ। ସେ ମୁଦ୍ରା ବ୍ଯବସାଯୀଙ୍କ ମଜେ ଓ କାପ୍ତା ବ୍ଯବସାଯୀଙ୍କ ଆସନ ଓଲଟଇେ ଦେଲେ।
ମାଥିଉଲିଖିତ ସୁସମାଚାର 25:9
ଚ଼ତୁର ଝିଅମାନେ କହିଲେ, 'ନା, ନା, ଆମ୍ଭ ତଲେ ଆମ୍ଭ ସମସ୍ତଙ୍କ ପାଇଁ ୟଥେଷ୍ଟ ହବେ ନାହିଁ। ବରଂ ତୁମ୍ଭମାନେେ ଦୋକାନକୁ ଯାଇ ନିଜ ପାଇଁ କିଛି ତଲେ କିଣିଆଣ।'
ମାଥିଉଲିଖିତ ସୁସମାଚାର 25:10
ତେଣୁ ପାଞ୍ଚଜଣ ଯାକ ବୋକୀ ଝୀଅ ତଲେ କିଣିବାକୁ ଚ଼ାଲିଗଲେ। ସମାନେେ ଚ଼ାଲିଗଲାପରେ ବର ଆସିଲେ। ଯେଉଁ ଚ଼ତୁର ଝିଅଯାକ ପ୍ରସ୍ତୁତ ଥିଲେ, ସମାନେେ ବର ସହିତ ବିବାହ ଭୋଜିକୁ ଗଲେ। ତା'ପରେ କବାଟରେ ତାଲା ପଡ଼ିଗଲା।
ମାଥିଉଲିଖିତ ସୁସମାଚାର 27:7
ବାହାରୁ ୟିରୂଶାଲମକୁ ଭ୍ରମଣ ରେ ଆସୁଥିବା ଲୋକମାନଙ୍କ ମୃତ୍ଯୁ ହେଲେ ସମାନଙ୍କେୁ ସମାଧି ଦବୋ ନିମନ୍ତେ ସମାନେେ ଏ ଟଙ୍କା ରେ 'କୁମ୍ଭାର ଜମି' ନାମ ରେ ନାମିତ ଜମି ଖଣ୍ଡିଏ କିଣିବାକୁ ସ୍ଥିର କଲେ।
ମାର୍କଲିଖିତ ସୁସମାଚାର 6:36
ତେଣୁ ଲୋକମାନଙ୍କୁ ଆଖ-ପାଖ ପଲ୍ଲୀ ଓ ଗାଁଗୁଡିକୁ ପଠାଅ। ତା' ହେଲେ ସଠାେକୁ ଯାଇ ସମାନେେ ତାହାଙ୍କ ଖାଇବା ପାଇଁ କିଛି ଖାଦ୍ୟ କିଣି ଆଣି ପାରିବେ।
ମାର୍କଲିଖିତ ସୁସମାଚାର 6:37
ଯୀଶୁ କିନ୍ତୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ସମାନଙ୍କେୁ ଖାଇବାକୁ ଦିଅ।
ମାର୍କଲିଖିତ ସୁସମାଚାର 11:15
ତା'ପରେ ସେ ୟିରୁଶାଲମକୁ ଗଲେ। ଯୀଶୁ ମନ୍ଦିର ରେ ପ୍ରବେଶ କଲାମାତ୍ ରେ ସଠାେରେ କିଣାବିକା କରୁଥିବା ଲୋକମାନଙ୍କୁ ବାହାରକୁ ତଡି ଦବୋକୁ ଲାଗିଲେ। ସେ ବିଭିନ୍ନ ପ୍ରକାର ମୁଦ୍ରା ବିନିମୟ କରୁଥିବା ଲୋକଙ୍କ ମଜେ ଓଲଟଇେ ଦେଲେ। ଯେଉଁମାନେ କପୋତ ବିକୁଥିଲେ ସମାନଙ୍କେର ମଜେସବୁ ମଧ୍ଯ ସେ
Occurences : 31
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்