No lexicon data found for Strong's number: 645
ମାଥିଉଲିଖିତ ସୁସମାଚାର 26:51
ଯେଉଁ ଲୋକମାନେ ଯୀଶୁଙ୍କ ସହିତ ଥିଲେ, ସମାନଙ୍କେ ଭିତରୁ ଜଣେ ଶିଷ୍ଯ ତାର ଖଣ୍ଡା ବାହାର କରି ମହାୟାଜକଙ୍କ ଚାକରକୁ ସେଥିଲେ ଆଘାତ କଲା। ଫଳ ରେ ଚାକରର କାନ କଟିଗଲା।
ଲୂକଲିଖିତ ସୁସମାଚାର 22:41
ତା'ପରେ ଯୀଶୁ ସମାନଙ୍କେଠାରୁ ପ୍ରାୟ ପଚାଶ ମିଟର ଦୂରକୁ ଗଲେ। ସେ ଆଣ୍ଠୁ ମାଡି ବସି ପଡି ପାର୍ଥନା କଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 20:30
ଏପରିକି ତୁମ୍ଭମାନଙ୍କ ଭିତରୁ ମଧ୍ଯ କେତଜେଣ ଲୋକ ବାହାରିବେ ଓ ଭୁଲ କଥା ଉପଦେଶ ଦଇେ ଶିଷ୍ଯମାନଙ୍କୁ ନିଜ ଆଡ଼କୁ ଆକର୍ଷିତ କରିବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 21:1
ଆମ୍ଭମାନେେ ସମାନଙ୍କେଠାରୁ ବିଦାୟ ନଲେୁ। ତା'ପରେ ଆମ୍ଭେ ସିଧା କୋସ୍ ଉପଦ୍ବୀପକୁ ଜଳଯାତ୍ରା କଲୁ। ତହିଁ ଆରଦିନ ଆମ୍ଭେ ସଠାରୁେ ରୋଦା ଉପଦ୍ବୀପକୁ ଆସିଲୁ। ପୁଣି ସଠାରୁେ ଆମ୍ଭେ ପାତାରା ରେ ପହଞ୍ଚିଲୁ।
Occurences : 4
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்