ମାଥିଉଲିଖିତ ସୁସମାଚାର 12:31
ତେଣୁ ମୁଁ ତୁମ୍ଭକୁ କହୁଛି ଯେ, ଲୋକେ ଯେଉଁ ସବୁ ପାପ କରୁଛନ୍ତି ତାହା କ୍ଷମା କରି ଦିଆୟିବ। ଲୋକମାନେ ଯେଉଁସବୁ ଖରାପ କଥା କହୁଛନ୍ତି, ତାହା କ୍ଷମା କରି ଦିଆୟିବ। କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧ ରେ ନିନ୍ଦା କଲେ କ୍ଷମା କରାଯାଇ ପାରିବନି।
ମାଥିଉଲିଖିତ ସୁସମାଚାର 12:31
ତେଣୁ ମୁଁ ତୁମ୍ଭକୁ କହୁଛି ଯେ, ଲୋକେ ଯେଉଁ ସବୁ ପାପ କରୁଛନ୍ତି ତାହା କ୍ଷମା କରି ଦିଆୟିବ। ଲୋକମାନେ ଯେଉଁସବୁ ଖରାପ କଥା କହୁଛନ୍ତି, ତାହା କ୍ଷମା କରି ଦିଆୟିବ। କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧ ରେ ନିନ୍ଦା କଲେ କ୍ଷମା କରାଯାଇ ପାରିବନି।
ମାଥିଉଲିଖିତ ସୁସମାଚାର 15:19
କାରଣ ଖରାପ ଭାବନା, ହତ୍ଯା, ବ୍ଯଭିଚାର, ୟୋନାଚାର, ଚୋରୀ, ମିଥ୍ଯାସାକ୍ଷ୍ଯ ଓ ନିନ୍ଦା ଆଦି ଖରାପ ବିଷୟଗୁଡିକ ପ୍ରଥମେ ମଣିଷର ମନ ଭିତ ରେ ସୃଷ୍ଟି ହୂଏ।
ମାଥିଉଲିଖିତ ସୁସମାଚାର 26:65
ମହାୟାଜକ ଏକଥା ଶୁଣି ବହୁତ ରାଗିଗଲେ ଓ ସେ ତାହାଙ୍କ ନିଜ ପୋଷାକ ଚିରି ପକଇେଲେ ଓ ସେ କହିଲେ, ଏ ଯେଉଁ ସବୁ କଥା କହିଲେ, ତା' ଦ୍ବାରା ପରମେଶ୍ବରଙ୍କର ନିନ୍ଦା ହାଇେଛି। ଆମ୍ଭର ଆଉ କୌଣସି ସାକ୍ଷୀ ଦରକାର ନାହିଁ। ତୁମ୍ଭମାନେେ ପରମେଶ୍ବରଙ୍କର ନିନ୍ଦା ଶୁଣିଛ। ତୁମ୍ଭମାନେେ ତବେେ କ'ଣ ଭାବୁଛ?
ମାର୍କଲିଖିତ ସୁସମାଚାର 2:7
ଏ' ଲୋକଟି ଏଭଳି କଥାବାର୍ତ୍ତା କାହିଁକି କରୁଛି? ସେ ପରମେଶ୍ବରଙ୍କ ବିରୁଦ୍ଧ ରେ ନିନ୍ଦା କରୁଅଛି। ପରମେଶ୍ବରଙ୍କ ବ୍ଯତୀତ ପାପ ଗୁଡିକୁ ଅନ୍ୟ କିଏ କ୍ଷମା କରି ପାରିବ?
ମାର୍କଲିଖିତ ସୁସମାଚାର 3:28
ମୁଁ ତୁମ୍ଭକୁ ସତ୍ଯ କହୁଛି। ଲୋକେ ଯେଉଁ ସବୁ ପାପ କରୁଛନ୍ତି, ସଗେୁଡିକୁ କ୍ଷମା କରି ଦିଆ ଯାଇ ପାରିବ। ଲୋକେ ପରମେଶ୍ବରଙ୍କ ବିରୁଦ୍ଧ ରେ ଯେତେ ସବୁ ଖରାପ କଥା କହୁଛନ୍ତି, ସେସବୁଗୁଡିକୁ ମଧ୍ଯ କ୍ଷମା କରି ଦିଆଯାଇ ପାରିବ।
ମାର୍କଲିଖିତ ସୁସମାଚାର 7:22
ବ୍ଯଭିଚାର, ଲାଳସା ବା ଲୋଭ, ଦୁଷ୍ଟାତ୍ମା, ମନ୍ଦକାମ କରିବା, ପ୍ରବଞ୍ଚନା, ଈର୍ଷା, ଚୁଗୁଲି, ଅହଙ୍କାର ଏବଂ ମୂର୍ଖତା।
ମାର୍କଲିଖିତ ସୁସମାଚାର 14:64
ସେ ପରମେଶ୍ବରଙ୍କ ବିରୁଦ୍ଧ ରେ ଯାହା ସବୁ କହିଗଲେ, ତୁମ୍ଭମାନେେ ସମସ୍ତେ ଶୁଣିଲ। ଏବେ ତୁମ୍ଭମାନେେ କ'ଣ ଭାବୁଛ?
ଲୂକଲିଖିତ ସୁସମାଚାର 5:21
ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଭାବିବାକୁ ଲାଗିଲେ, ଏ ଲୋକ କିଏ? ଏ ପରମେଶ୍ବରଙ୍କୁ ଅପମାନ କରୁଛି। କବଳେ ପରମେଶ୍ବର ପାପ କ୍ଷମା କରିପାରନ୍ତି?
ଯୋହନଲିଖିତ ସୁସମାଚାର 10:33
ଯିହୂଦୀମାନେ ଉତ୍ତର ଦେଲେ, ଆମ୍ଭେ ତୁମ୍ଭକୁ କୌଣସି ଆଶ୍ଚର୍ୟ୍ଯ କାର୍ୟ୍ଯ କରିଥିବାରୁ ମାରୁନାହୁଁ। କିନ୍ତୁ ତୁମ୍ଭେ ଯାହା କହୁଛ, ତାହା ପରମେଶ୍ବରଙ୍କ ବିରୁଦ୍ଧ ରେ କହୁଛ। ତୁମ୍ଭେ ଜଣେ ମନୁଷ୍ଯ ମାତ୍ର, କିନ୍ତୁ ତୁମ୍ଭେ ନିଜକୁ ପରମେଶ୍ବର ସହିତ ସମାନ ବୋଲି କହୁଛ। ସେଥିପାଇଁ ଆମ୍ଭେ ତୁମ୍ଭକୁ ପଥର ରେ ମାରି ଦବୋପାଇଁ ଚାହୁଁଛୁ।
Occurences : 19
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்