Zephaniah 3:19
ସେତବେେଳେ ତୁମ୍ଭକୁ ଆଘାତ କରୁଥିବା ଲୋକଙ୍କୁ ଆମ୍ଭେ ଦଣ୍ତ ଦବୋ, ଆମ୍ଭର ଆଘାତପ୍ରାପ୍ତ ଲୋକମାନଙ୍କୁ ରକ୍ଷା କରିବା। ପଳାତକମାନଙ୍କୁ ଆମ୍ଭେ ପୁନର୍ବାର ଫରୋଇ ଆଣିବା। ସମାନଙ୍କେୁ ଆମ୍ଭେ ଏପରି ବିଖ୍ଯାତ କରାଇବା ସବୁଲୋକ ସମାନଙ୍କେୁ ପ୍ରଶଂସା କରିବେ।
Zephaniah 3:19 in Other Translations
King James Version (KJV)
Behold, at that time I will undo all that afflict thee: and I will save her that halteth, and gather her that was driven out; and I will get them praise and fame in every land where they have been put to shame.
American Standard Version (ASV)
Behold, at that time I will deal with all them that afflict thee; and I will save that which is lame, and gather that which was driven away; and I will make them a praise and a name, whose shame hath been in all the earth.
Bible in Basic English (BBE)
See, at that time I will put an end to all who have been troubling you: I will give salvation to her whose steps are uncertain, and get together her who has been sent in flight; and I will make them a cause of praise and an honoured name in all the earth, when I let their fate be changed.
Darby English Bible (DBY)
Behold, at that time I will deal with all them that afflict thee; and I will save her that halted, and gather her that was driven out; and I will make them a praise and a name in all the lands where they have been put to shame.
World English Bible (WEB)
Behold, at that time I will deal with all those who afflict you, and I will save those who are lame, and gather those who were driven away. I will give them praise and honor, whose shame has been in all the earth.
Young's Literal Translation (YLT)
Lo, I am dealing with all afflicting thee at that time, And I have saved the halting one, And the driven out ones I do gather, And have set them for a praise and for a name, In all the land of their shame.
| Behold, | הִנְנִ֥י | hinnî | heen-NEE |
| at that | עֹשֶׂ֛ה | ʿōśe | oh-SEH |
| time | אֶת | ʾet | et |
| undo will I | כָּל | kāl | kahl |
| מְעַנַּ֖יִךְ | mĕʿannayik | meh-ah-NA-yeek | |
| all | בָּעֵ֣ת | bāʿēt | ba-ATE |
| that afflict | הַהִ֑יא | hahîʾ | ha-HEE |
| save will I and thee: | וְהוֹשַׁעְתִּ֣י | wĕhôšaʿtî | veh-hoh-sha-TEE |
| אֶת | ʾet | et | |
| halteth, that her | הַצֹּלֵעָ֗ה | haṣṣōlēʿâ | ha-tsoh-lay-AH |
| and gather | וְהַנִּדָּחָה֙ | wĕhanniddāḥāh | veh-ha-nee-da-HA |
| out; driven was that her | אֲקַבֵּ֔ץ | ʾăqabbēṣ | uh-ka-BAYTS |
| get will I and | וְשַׂמְתִּים֙ | wĕśamtîm | veh-sahm-TEEM |
| them praise | לִתְהִלָּ֣ה | lithillâ | leet-hee-LA |
| and fame | וּלְשֵׁ֔ם | ûlĕšēm | oo-leh-SHAME |
| every in | בְּכָל | bĕkāl | beh-HAHL |
| land | הָאָ֖רֶץ | hāʾāreṣ | ha-AH-rets |
| where they have been put to shame. | בָּשְׁתָּֽם׃ | boštām | bohsh-TAHM |
Cross Reference
ମୀଖା 4:6
ସଦାପ୍ରଭୁ କୁହନ୍ତି, ଆଘାତପ୍ରାପ୍ତ, ପଙ୍ଗୁ, ବିତାଡିତ ଓ ଦଣ୍ତିତ ୟିରୁଶାଲମକୁ ଆମ୍ଭେ ପୁନର୍ବାର ଫରୋଇ ଆଣିବା।
ଯିରିମିୟ 33:9
ତା'ପ ରେ ୟିରୁଶାଲମ ପୃଥିବୀସ୍ଥ ଦେଶମାନଙ୍କ ମଧିଅରେ ଏକ ଶ୍ ରେଷ୍ଠ ସ୍ଥାନ ହବେ। ଲୋକମାନେ ଏପରି ସୁଖ ରେ ରହିବେ ଯେ ଅନ୍ୟ ଗୋଷ୍ଠୀଗଣ ତା'ର ପ୍ରଶଂସା ଓ ଗୌରବ ଗାନ କରିବେ। ଆମ୍ଭେ ତାହା ପାଇଁ ମଙ୍ଗଳ ଓ ଶାନ୍ତି ଆଯୋଜନ କରିବା, ତାହା ସମାନେେ ଶ୍ରବଣ କରିବେ। ଅନ୍ୟ ଲୋକେ ଭୀତ ଓ ଆଶ୍ଚର୍ୟ୍ଯ ହବେେ।
ଯିଶାଇୟ 60:14
ଯେଉଁମାନେ ତୁମ୍ଭକୁ କଷ୍ଟ ଦଇେଥିଲେ ସମାନଙ୍କେର ସନ୍ତାନଗଣ ତୁମ୍ଭ ନିକଟକୁ ଆସି ନତ ହବେେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କରିଥିଲେ, ସମାନେେ ସମସ୍ତେ ତୁମ୍ଭ ପଦତଳେ ପ୍ରଣାମ କରିବେ। ଆଉ ସମାନେେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ ଇଶ୍ରାୟେଲର ଧର୍ମସ୍ବରୂପଙ୍କର ସିୟୋନ ବୋଲି ସମ୍ ବୋଧନ କରିବେ।'
ଯିଶାଇୟ 62:7
ହେ ସଦାପ୍ରଭୁଙ୍କ ସ୍ମରଣକାରୀ ଲୋକମାନେ, କ୍ଷାନ୍ତ ହୁଅ ନାହିଁ, ଯେ ପର୍ୟ୍ଯନ୍ତ ସଦାପ୍ରଭୁ ଶାନ୍ତି ପ୍ରତିଷ୍ଠା କରନ୍ତି ଏବଂ ଏହାର ପ୍ରଶଂସା ବିଚାର ଚକ୍ଷୁ ରେ ଅନୁକୂଳ ସର୍ବୋଚ୍ଚ ସ୍ଥିତ ହବୋ ପର୍ୟ୍ଯନ୍ତ ୟିରୁଶାଲମ ରେ ଆନନ୍ଦ ଉଠାଅ।
ଯିହିଜିକଲ 34:16
ହଜି ୟାଇଥିବା ମଷେମାନଙ୍କୁ ମୁଁ ଅନ୍ବଷେଣ କରିବି ଆଉ ଛିନ୍ନଭିନ୍ନ ହାଇେଥିବା ମଷେମାନଙ୍କୁ ଫରୋଇ ଆଣିବି। ଏବଂ ଆହତ ମଷେର କ୍ଷତ ରେ ପଟି ବାନ୍ଧିବି ଓ ଦୁର୍ବଳକୁ ସବଳ କରିବି। କିନ୍ତୁ ମୁଁ ସହେି ହୃଷ୍ଟପୁଷ୍ଟ ଓ ବଳବାନ୍କୁ ସଂହାର କରିବି ଓ ଯଥାର୍ଥ ଭାବେ ସମାନଙ୍କେୁ ମଣିବି।
ଯିଖରିୟ 2:8
ସେ ଆମ୍ଭକୁ ସହେି ଦେଶମାନଙ୍କଠାରୁ ତୁମ୍ଭମାନଙ୍କୁ ଫରୋଇ ଆଣିବା ପାଇଁ ପଠାଇଲେ, ଯେଉଁମାନେ ତୁମ୍ଭକୁ ଲୁଟିଥିଲେ। ତୁମ୍ଭମାନେେ ତାଙ୍କର ଗୌରବ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12:13
ଧାର୍ମିକ ହାଇେ ଜୀବନଯାପନ କର, ଯେପରି ତୁମ୍ଭମାନଙ୍କର ଦୁର୍ବଳତା ଗୁଡ଼ିକ ନଷ୍ଟ ହବୋର କାରଣ ହବେ ନାହିଁ, ଓ ତୁମ୍ଭମାନେେ ରକ୍ଷା ପାଇପାରିବ।
ଯିଶାଇୟ 61:7
ଲଜ୍ଜା ପରିବର୍ତେ ସମାନେେ ଦୁଇଗୁର ସମ୍ମାନ ପାଇବେ। ପୁଣି ଅପମାନ ପରିବର୍ତେ ସମାନେେ ନିଜ ନିଜ ଅଧିକାର ରେ ଆନନ୍ଦ କରିବେ। ଏଥିପାଇଁ ସମାନେେ ନିଜ ଦେଶ ରେ ଦୁଇଗୁଣ ଅଂଶ ପାଇବେ ଓ ସମାନଙ୍କେର ଅନନ୍ତକାଳସ୍ଥାଯୀ ଆହ୍ଲାଦ ହବେ।
ଯିରିମିୟ 30:16
ଏଣୁ ଯେଉଁମାନେ ତୁମ୍ଭମାନଙ୍କୁ ଗ୍ରାସ କରନ୍ତି, ସମାନେେ ଗ୍ରାସିତ ହବେେ। ତୁମ୍ଭର ବିପକ୍ଷ ସମସ୍ତେ ସମାନଙ୍କେର ପ୍ରେତ୍ୟକକର ବନ୍ଦୀତ୍ବ ସ୍ଥାନକୁ ଯିବେ। ଆଉ ଯେଉଁମାନେ ତୁମ୍ଭମାନଙ୍କୁ ଲୁଣ୍ଠନ କରନ୍ତି, ସମାନେେ ଲୁଣ୍ଠିତ ହବେେ। ଯେଉଁମାନେ ତୁମ୍ଭମାନଙ୍କର ଦ୍ରବ୍ଯ ଅପହରଣ କରନ୍ତି, ଆମ୍ଭେ ସମାନଙ୍କେର ଦ୍ରବ୍ଯ ଅପହରଣ କରାଇବା।
ଯିରିମିୟ 31:8
ଆଉ ଦେଖ, ଆମ୍ଭେ ସମାନଙ୍କେୁ ଉତ୍ତର ଦେଶରୁ ଆଣିବା। ପୁଣି ପୃଥିବୀର ପ୍ରାନ୍ତ ଭାଗରୁ ସମାନଙ୍କେୁ ଓ ସମାନଙ୍କେ ସହିତ ଅନ୍ଧ, େଛାଟ, ଗର୍ଭବତୀ ଓ ପ୍ରସବ ବଦନୋଗ୍ରସ୍ତା ସ୍ତ୍ରୀଙ୍କୁ ଏକତ୍ର ସଂଗ୍ରହ କରିବା। ସମାନେେ ବହୁ ସଂଖ୍ଯା ରେ ଜନଗହଳି ହାଇେ ଏ ସ୍ଥାନକୁ ଆସିବେ।
ମୀଖା 7:10
ମାରେ ଶତୃ କହୁଥିଲେ, ତୁମ୍ଭର ସଦାପ୍ରଭୁ ପରମେଶ୍ବର କେଉଁଠା ରେ ଅଛନ୍ତି? ମାତ୍ର ଯେତବେେଳେ ସେ ଏହା ଦେଖିବ ସେ ଲଜ୍ଜିତ ହବେ। ସେତବେେଳେ ମୁଁ ଶତୃକୁ ଉପହାସ କରିବି। ଲୋକମାନେ ପଥର କାଦୁଅ ପରି ତାକୁ ଦଳିବେ।
ସିଫନିୟ 3:15
କାହିଁକି? କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଦଣ୍ତ ଦେଲେ ନାହିଁ। ସେ ତୁମ୍ଭର ଶତୃମାନଙ୍କୁ ବିନାଶ କଲେ। ଇଶ୍ରାୟେଲର ରାଜା, ସ୍ବଯଂ ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଅଛନ୍ତି। ତୁମ୍ଭେ ମନ୍ଦ ବିଷଯ ପାଇଁ ଆଉ ଭୟଭୀତ ହବେ ନାହିଁ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:17
ତା'ପରେ ମୁଁ ଜଣେ ଦୂତଙ୍କୁ ସୂର୍ୟ୍ଯ ମଧିଅରେ ଠିଆ ହବୋର ଦେଖିଲି। ସେ ଆକାଶ ରେ ଉଡ଼ୁଥିବା ସବୁ ପକ୍ଷୀମାନଙ୍କୁ ଉଚ୍ଚସ୍ବର ରେ କହିଲେ, ଆସ, ପରମେଶ୍ବରଙ୍କର ମହା ଭୋଜି ପାଇଁ ଏକାଠି ହୁଅ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:9
ଶୟତାନର ସନୋବାହିନୀ ପୃଥିବୀର ପ୍ରେତ୍ୟକକ ସ୍ଥାନକୁ ଯାଇ ପରମେଶ୍ବରଙ୍କର ଲୋକମାନଙ୍କ ଶିବିରଗୁଡ଼ିକୁ ଓ ପରମେଶ୍ବରଙ୍କ ପ୍ରିୟ ନଗରକୁ ନଇଗେଲେ। କିନ୍ତୁ ସ୍ବର୍ଗରୁ ଅଗ୍ନି ଆସିଲା ଓ ତା'ର ସନୋବାହିନୀକୁ ବିନାଶ କରି ଦଲୋ।
ଯିଶାଇୟ 60:18
ତୁମ୍ଭ ଦେଶ ରେ ଦୌରାତ୍ମ୍ଯର କଥା ଓ ତୁମ୍ଭର ସୀମା ମଧିଅରେ ଧ୍ବଂସ ଓ ବିନାଶର କଥା ଆଉ ଶୁଣାୟିବ ନାହିଁ। ତୁମ୍ଭେ ତୁମ୍ଭ ପ୍ରାଚୀର ସମୂହର ନାମ ପରିତ୍ରାଣ' ଓ ତୁମ୍ଭ ନଗରର ଦ୍ବାର ସମୂହର ନାମ ପ୍ରଶଂସା' ରଖିବ।
ଯିଶାଇୟ 51:22
ତୁମ୍ଭ ପ୍ରଭୁ ସଦାପ୍ରଭୁ ଯେ କି ନିଜ ଲୋକମାନଙ୍କର ସପକ୍ଷ ରେ ସହେି ପରମେଶ୍ବର ଏହି କଥା କୁହନ୍ତି, ଦେଖ, ଆମ୍ଭେ କୋପରୂପକ ପାନପାତ୍ର' ତୁମ୍ଭ ହସ୍ତରୁ କାଢ଼ି ନଇେ ଅଛୁ। ତୁମ୍ଭେ ଆଉ ପାନ କରିବ ନାହିଁ ଅର୍ଥାତ୍ ଆମ୍ଭେ ଆଉ ତୁମ୍ଭକୁ ଦଣ୍ଡ ଦବେୁ ନାହିଁ।
ଯିଶାଇୟ 25:9
ସେତବେେଳେ ଲୋକେ ଏହି କଥା କହିବେ, ଏହି ଆମର ପରମେଶ୍ବର ଯାହାଙ୍କୁ ଆମ୍ଭମାନେେ ବହୁତ ସମୟ ଧରି ଅପେକ୍ଷା କରିଅଛୁଁ। ସେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ଆସିଛନ୍ତି। ତାହାଙ୍କ ଦୃଢ଼ ପରିତ୍ରାଣ ରେ ଆମ୍ଭମାନେେ ଆନନ୍ଦ ଉଲ୍ଲାସ କରିବୁ, ଯେତବେେଳେ ସେ ଆମ୍ଭକୁ ରକ୍ଷା କରନ୍ତି।'
ଯିଶାଇୟ 26:11
ମାତ୍ର ହେ ସଦପ୍ରଭୁ ! ସମାନଙ୍କେୁ ଦଣ୍ଡ ଦବୋକୁ ତୁମ୍ଭର ହସ୍ତ ଉତ୍ଥିତ ହବେ, ତଥାପି ସମାନେେ ତାହା ଦେଖିବେ ନାହିଁ। ମାତ୍ର ଲୋକମାନଙ୍କ ପକ୍ଷ ରେ ତୁମ୍ଭର ଅତିଶଯ ପ୍ ରମେକୁ ଦେଖି ସମାନେେ ଲଜ୍ଜିତ ହବେେ ଓ ତୁମ୍ଭର ଶତ୍ରୁଗଣ ଅଗ୍ନି ରେ ଦଗ୍ଧିଭୂତ ହବେେ।
ଯିଶାଇୟ 41:11
ଦେଖ, କେତକେ ବ୍ଯକ୍ତି ତୁମ୍ଭ ଉପ ରେ କୋର୍ଧ ହାଇେଛନ୍ତି। ମାତ୍ର ସମାନେେ ଲଜ୍ଜିତ ଓ ଅପମାନିତ ହବେେ। ଯେଉଁମାନେ ତୁମ୍ଭ ସହିତ ବିରୋଧ କରନ୍ତି, ସମାନେେ ତୁଚ୍ଛ ବସ୍ତ୍ରଭଳି ବିନଷ୍ଟ ହବେେ।
ଯିଶାଇୟ 43:14
ତୁମ୍ଭମାନଙ୍କର ମୁକ୍ତିଦାତା, ଇଶ୍ରାୟେଲର ପବିତ୍ର ସ୍ବରୂପ ସଦାପ୍ରଭୁ ଏହିକଥା କୁହନ୍ତି, ଆମ୍ଭେ ତୁମ୍ଭମାନଙ୍କ ପାଇଁ ବାବିଲକୁ ସୈନ୍ଯବାହିନୀ ପଠାଇଅଛୁ। ମୁଁ ସହେି ଫାଟକକୁ ଭାଙ୍ଗି ଦବେି। କଲଦୀଯମାନଙ୍କର ଚିତ୍କାର ଦୁଃଖ ରେ ପରିଣତ ହବେ।
ଯିଶାଇୟ 49:25
ମାତ୍ର ସଦାପ୍ରଭୁ ଏହିକଥା କୁହନ୍ତି, ବୀରଦ୍ବାରା ବନ୍ଦୀଲୋକ ଅପହୃତ ହବେେ ଓ ଭୟଙ୍କର ଲୋକର ଲୁଣ୍ଠିତ ଦ୍ରବ୍ଯ ମୁକୁଳା ୟିବ ; କାରଣ ତୁମ୍ଭର ବିରୋଧୀକାରୀଙ୍କୁ ଆମ୍ଭେ ବିରୋଧ କରିବା ଓ ତୁମ୍ଭର ସନ୍ତାନଗଣଙ୍କୁ ଆମ୍ଭେ ରକ୍ଷା କରିବା।
ଯିଶାଇୟ 66:14
ପୁଣି ତୁମ୍ଭମାନେେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦଯ ଆନନ୍ଦିତ ହବେ। ଆଉ ତୁମ୍ଭମାନଙ୍କ ଅସ୍ଥି ନୂତନ ତୃଣ ସଦୃଶ ସତଜେ ହବେ। ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ଉପ ରେ ପ୍ରକାଶିତ ହବେ। ଆଉ ମଧ୍ଯ ସେ ନିଜ ଶତ୍ରୁମାନଙ୍କ ଉପ ରେ କୁପିତ ହବେେ।
ଯିରିମିୟ 46:28
ସଦାପ୍ରଭୁ କହନ୍ତି, ହେ ମାରେ ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ। କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ, ଯେଉଁମାନଙ୍କରୁ ଆମ୍ଭେ ତୁମ୍ଭକୁ ତଡ଼ି ଦଇେଅଛୁ, ଆମ୍ଭେ ସମାନଙ୍କେୁ ସଂହାର କରିବା। ମାତ୍ର ଆମ୍ଭେ ତୁମ୍ଭକୁ ସଂହାର କରିବା ନାହିଁ। ଆମ୍ଭେ ତୁମ୍ଭକୁ ବିବଚେନା ପୂର୍ବକ ଶାସ୍ତି ଦବୋ। ମାତ୍ର ତୁମ୍ଭକୁ ଦଣ୍ଡ ନ ଦଇେ ଛାଡ଼ିବା ନାହିଁ।
ଯିରିମିୟ 51:35
ସଯେୋନ୍ ନିବାସୀଗଣ କହିବେ, ମାେ ପ୍ରତି ଓ ମାରେଆତ୍ମା ପ୍ରତି ବାବିଲ ଯେଉଁ ଦୌରାତ୍ମ୍ଯ କରିଛି ତା'ର ଫଳ ସେ ପାଉ। ଆଉ ୟିରୁଶାଲମ କହିବ, ମାରେ ରକ୍ତପାତର ଫଳ କଲଦୀଯମାନଙ୍କ ଉପ ରେ ପଡ଼ୁ।
ଯିହିଜିକଲ 39:17
ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ହେ ମନୁଷ୍ଯ ସନ୍ତାନ ତୁମ୍ଭେ ସବୁ ପ୍ରକାର ପକ୍ଷୀଗଣକୁ ଓ ପ୍ରେତ୍ୟକକ ବନ୍ଯପଶୁକୁ କୁହ, 'ତୁମ୍ଭମାନେେ ଏକତ୍ର ହାଇେ ଆସ। ଆଉ ତୁମ୍ଭମାନେେ ମାଂସ ଖାଇବା ନିମନ୍ତେ ଓ ରକ୍ତ ପିଇବା ନିମନ୍ତେ ଆମ୍ଭ ୟଜ୍ଞର ଚାରିଆଡ଼େ ରୁଣ୍ଡ ହୁଅ। ମୁଁ ଇଶ୍ରାୟେଲ ପର୍ବତଗୁଡ଼ିକ ଉପ ରେ ତୁମ୍ଭମାନଙ୍କ ନିମନ୍ତେ ଏକ ମହାୟଜ୍ଞର ବନ୍ଦୋବସ୍ତ କରୁଅଛି।
ଯିହିଜିକଲ 39:26
ସମାନେେ ସର୍ବଦା ମାେ ବିରୁଦ୍ଧ ରେ ୟାଇଥିଲେ ବୋଲି ତାହା ଭୁଲିଯିବେ। ଆଉ ସମାନେେ ନିରାପଦ ରେ ଆପଣା ଦେଶ ରେ ବାସ କରିବେ ଓ କହେି ସମାନଙ୍କେୁ ଭୟଭୀତ କରାଇବେ ନାହିଁ।
ଯୋୟେଲ 3:2
ଆମ୍ଭେ ମଧ୍ଯ ସମସ୍ତ ରାଜ୍ଯକୁ ଏକତ୍ରୀତ କରିବା। ସହେି ସମୟରେ, ଆମ୍ଭେ ସବୁ ରାଜ୍ଯକୁ ୟିହୋଶାଫଟ ଉପତ୍ୟକାକୁ ଓହ୍ଲାଇ ଆଣିବା। ସଠାେ ରେ ଆମ୍ଭେ ସମାନଙ୍କେର ବିଗ୍ଭର କରିବା। ସହେି ଗୋଷ୍ଠୀଗୁଡିକ ଆମ୍ଭ ଇଶ୍ରାୟେଲର ଲୋକମାନଙ୍କୁ ଛିନ୍ନଭିନ୍ନ କରିଛନ୍ତି। ସମାନେେ ଆମ୍ଭର ଲୋକମାନଙ୍କୁ ଅନ୍ୟ ସ୍ଥାନକୁ ୟୋର କରି ନିର୍ବାସିତ କରି ଦଇେଛନ୍ତି। ସମାନେେ ଆମ୍ଭର ଭୂମିଓ ସମାନଙ୍କେ ମଧିଅରେ ଭାଗ କରିଛନ୍ତି। ତେଣୁ ଆମ୍ଭେ ସମାନଙ୍କେୁ ଦଣ୍ତ ଦବୋ।
ନାହୂମ 1:11
ଜଣେ ୟିଏ କି ସଦାପ୍ରଭୁଙ୍କ ବିରୁଦ୍ଧ ରେ ମନ୍ଦ ଯୋଜନା କରିବାକୁ ଉପଦେଶ ଦବେ, ସପରେି ଲୋକ ତୁମ୍ଭମାନଙ୍କ ମଧ୍ଯରୁ ବାହାରି ୟାଇଛି।
ଯିଖରିୟ 12:3
କିନ୍ତୁ ଆମ୍ଭେ ୟିରୁଶାଲମକୁ ସମସ୍ତ ଦେଶ ପାଇଁ ଏକ ଭାରି ପଥର କରିବା। ଯେଉଁମାନେ ତାକୁ ଉଠାଇବେ, ସମାନେେ ଆଘାତପ୍ରାପ୍ତ ହବେେ। ସହେି ଲୋକମାନେ ପ୍ରକୃତ ରେ କ୍ଷତବିକ୍ଷତ ହବେେ। କାରଣ ପୃଥିବୀର ସମଗ୍ର ଗୋଷ୍ଠୀ ୟିରୁଶାଲମ ବିରୁଦ୍ଧ ରେ ଏକତ୍ରୀତ ହବେେ।
ଯିଖରିୟ 14:2
ଆମ୍ଭେ ସମସ୍ତ ଗୋଷ୍ଠୀକୁ ୟିରୁଶାଲମ ବିରୁଦ୍ଧ ରେ ଲଢିବାକୁ ଏକତ୍ରୀତ କରିବା। ନଗରଟି ପରାଜିତ ହବେ ଓ ଗୃହଗୁଡିକ ଲୁଣ୍ଠିତ ହବେ। ସ୍ତ୍ରୀମାନେ ଧର୍ଷିତ ହବେେ ଏବଂ ଦେଶର ଅର୍ଦ୍ଦକେ ଲୋକ ନିର୍ବାସିତ ହବେେ। ଅବଶିଷ୍ଟ ଲୋକମାନେ ନଗରୀରୁ ନିଆଯିବେ ନାହିଁ।