Matthew 10:7 in Oriya

Oriya Oriya Bible Matthew Matthew 10 Matthew 10:7

Matthew 10:7
ତୁମ୍ଭମାନେେ ପ୍ରଚାର କର, 'ସ୍ବର୍ଗରାଜ୍ଯ ନିକଟ ହାଇେ ଗଲାଣି।'

Matthew 10:6Matthew 10Matthew 10:8

Matthew 10:7 in Other Translations

King James Version (KJV)
And as ye go, preach, saying, The kingdom of heaven is at hand.

American Standard Version (ASV)
And as ye go, preach, saying, The kingdom of heaven is at hand.

Bible in Basic English (BBE)
And, on your way, say, The kingdom of heaven is near.

Darby English Bible (DBY)
And as ye go, preach, saying, The kingdom of the heavens has drawn nigh.

World English Bible (WEB)
As you go, preach, saying, 'The Kingdom of Heaven is at hand!'

Young's Literal Translation (YLT)
`And, going on, proclaim saying that, the reign of the heavens hath come nigh;

as
πορευόμενοιporeuomenoipoh-rave-OH-may-noo
ye
go,
And
δὲdethay
preach,
κηρύσσετεkēryssetekay-RYOOS-say-tay
saying,
λέγοντεςlegontesLAY-gone-tase

ὅτιhotiOH-tee
at
ἬγγικενēngikenAYNG-gee-kane
is
ay
hand.
The
βασιλείαbasileiava-see-LEE-ah
kingdom
τῶνtōntone

of
heaven
οὐρανῶνouranōnoo-ra-NONE

Cross Reference

ମାଥିଉଲିଖିତ ସୁସମାଚାର 3:2
ତୁମ୍ଭମାନଙ୍କର ଜୀବନ ଓ ହୃଦୟ ପରିବର୍ତ୍ତନ କର, କାରଣ ସ୍ବର୍ଗ ରାଜ୍ଯ ଶୀଘ୍ର ଆସୁଅଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 28:31
ଯେତେ ଲୋକ ପାଉଲଙ୍କୁ ଦେଖିବା ପାଇଁ ଆସୁଥିଲେ, ସେ ସମସ୍ତଙ୍କୁ ସେ ସ୍ବାଗତ କଲେ ଓ ପାଉଲ ମୁକ୍ତ ଭାବରେ, ବିନା ବାଧା ରେ ପୁଣି ଅତି ସାହାସର ସହିତ ପରମେଶ୍ବରଙ୍କ ରାଜ୍ଯ ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ବିଷୟ ରେ ପ୍ରଚ଼ାର କଲେ। ପୁଣି ସହେି ଶିକ୍ଷା ଦବୋରୁ କହେି ହେଲେ ତାହାଙ୍କୁ ଅଟକାଇବା ପାଇଁ ଚେ଼ଷ୍ଟା କଲେ ନାହିଁ।

ଲୂକଲିଖିତ ସୁସମାଚାର 9:60
କିନ୍ତୁ ଯୀଶୁ ତାହାକୁ କହିଲେ, ମୃତ ଲୋକଙ୍କୁ ମୃତ ଲୋକମାନେ କବର ଦବେେ। କିନ୍ତୁ ତୁମ୍ଭେ ଯାଇ ପରମେଶ୍ବରଙ୍କ ରାଜ୍ଯ ବିଷୟ ରେ ପ୍ରଚାର କର।

ମାଥିଉଲିଖିତ ସୁସମାଚାର 4:17
ସହେି ଦିନଠାରୁ ଯୀଶୁ ପ୍ରଗ୍ଭର କରିବା ଆରମ୍ଭ କରି ଦେଲେ। ସେ କହିଲେ, ହୃଦୟ ପରିବର୍ତ୍ତନ କର, କାରଣ ସ୍ବର୍ଗରାଜ୍ଯ ନିକଟ ହାଇଗେଲାଣି।

ଯିଶାଇୟ 61:1
ସଦାପ୍ରଭୁଙ୍କର ସବେକ କୁହନ୍ତି, ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମାଠାେ ରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମାେତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦବୋକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଚାର କରିବା ନିମନ୍ତେ ମାେତେ ପ୍ ରରଣେ କରିଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:25
ପିତର ଘ ରେ ପ୍ରବେଶ କରିବା ବେଳେ କର୍ଣ୍ଣୀଲିୟ ତାହାଙ୍କୁ ସାକ୍ଷାତ କରି ତାହାଙ୍କ ପାଦତଳେ ପଡ଼ି ପ୍ରଣାମ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:2
ସମାନେେ ରାଗିଯାଇଥିଲେ କାରଣ ପିତର ଓ ଯୋହନ ଲୋକମାନଙ୍କୁ ଉପଦେଶ ଦେଉଥିଲେ ଓ ଯୀଶୁଙ୍କ ପୁନରୁତ୍ଥାନ ପରି ସବୁ ମୃତ ବ୍ଯକ୍ତିମାନଙ୍କର ଯେ ଉତ୍ଥାନ ହବେ, ଏହି କଥା ଘୋଷଣା କରୁଥିଲେ।

ଯୋହନଲିଖିତ ସୁସମାଚାର 3:2
ସେ ଦିନେ ରାତ୍ରି ରେ ଯୀଶୁଙ୍କ ପାଖକୁ ଆସିଲେ। ସେ କହିଲେ, ହେ ଗୁରୁ, ଆମ୍ଭେ ଜାଣୁଛୁ ଯେ, ତୁମ୍ଭେ ଏକ ଗୁରୁ, ପରମେଶ୍ବରଙ୍କ ଦ୍ବାରା ପଠାଯାଇ ଅଛ। ତୁମ୍ଭେ ଯେଉଁସବୁ ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଛ ସେ ଗୁଡିକ ପରମେଶ୍ବରଙ୍କ ସାହାୟ୍ଯ ନପାଇ କହେି କରିପାରିବେ ନାହିଁ।

ଲୂକଲିଖିତ ସୁସମାଚାର 16:16
ମାଶାଙ୍କେ ନିୟମ ଓ ଭବିଷ୍ଯଦ୍ବକ୍ତାମାନଙ୍କ ଲଖାେ ଅନୁସାରେ ଲୋକମାନେ ଜୀବନଯାପନ କରନ୍ତୁ ବୋଲି ପରମେଶ୍ବର ଚାହିଁଲେ। କିନ୍ତୁ ବାପ୍ତିଜକ ଯୋହନ ଆସିବା ପରଠାରୁ ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ପାଇଁ ଅନକେ ଲୋକ ଅକ୍ଲାନ୍ତ ଚେଷ୍ଟା କରୁଛନ୍ତି।

ଲୂକଲିଖିତ ସୁସମାଚାର 10:9
ସଠାେରେ ରହୁଥିବା ଲୋଗୀଙ୍କୁ ସୁସ୍ଥ କର। ତା'ପରେ ସମାନଙ୍କେୁ କୁହ, 'ପରମେଶ୍ବରଙ୍କ ରାଜ୍ଯ ତୁମ୍ଭମାନଙ୍କ ନିକଟରେ ଖୁବ୍ ଶୀଘ୍ର ଆସି ପହଞ୍ଚିଯାଉଛି।'

ଲୂକଲିଖିତ ସୁସମାଚାର 9:6
ପ୍ ରରେିତମାନେ ବାହାରିଗଲେ। ସମାନେେ ସମସ୍ତେ ନଗର ଦଇେ ଯାତ୍ରା କଲେ। ସମାନେେ ସୁସମାଚାର ଶୁଣାଇଲେ ଓ ସବୁ ଜାଗା ରେ ଲୋକମାନଙ୍କୁ ସୁସ୍ଥ କଲେ।

ଲୂକଲିଖିତ ସୁସମାଚାର 9:2
ତା'ପରେ ସେ ସମାନଙ୍କେୁ ପରମେଶ୍ବରଙ୍କ ରାଜ୍ଯର ସୁସମାଚାର ଶୁଣାଇବା ପାଇଁ ଓ ରୋଗୀମାନଙ୍କୁ ସୁସ୍ଥ କରିବା ପାଇଁ ପଠାଇଲେ।

ମାର୍କଲିଖିତ ସୁସମାଚାର 6:12
ଶିଷ୍ଯମାନେ ସଠାରୁେ ଅନ୍ୟ ସ୍ଥାନକୁ ଚାଲିଗଲେ। ସମାନେେ ଘାଷେଣା କଲେ ଯେ ଲୋକମାନେ ଅନୁତାପ କରନ୍ତୁ। ହୃଦୟ ପରିବର୍ତ୍ତନ କରନ୍ତୁ।

ମାଥିଉଲିଖିତ ସୁସମାଚାର 23:13
ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ? ତୁମ୍ଭକୁ ଧିକ୍! ତୁମ୍ଭମାନେେ ଲୋକମାନଙ୍କ ପାଇଁ ସ୍ବର୍ଗରାଜ୍ଯର ଦ୍ବାର ବନ୍ଦ କରି ଦେଉଛ।

ମାଥିଉଲିଖିତ ସୁସମାଚାର 21:43
ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ତୁମ୍ଭମାନଙ୍କଠାରୁ ପରମେଶ୍ବରଙ୍କ ରାଜ୍ଯ ଛଡ଼ାଇ ନିଆୟିବ। ପରମେଶ୍ବର ତାହାଙ୍କ ରାଜ୍ଯ ରେ ଯାହା ହବୋପାଇଁ ଚ଼ାହାଁନ୍ତି, ଯେଉଁ ଲୋକମାନେ ତାହା କରନ୍ତି, ସମାନଙ୍କେୁ ପରମେଶ୍ବର ତାହାଙ୍କ ରାଜ୍ଯ ଦବେେ।

ମାଥିଉଲିଖିତ ସୁସମାଚାର 21:31
ତବେେ କୁହ, 'କେଉଁ ପୁଅ ତାର ବାପାଙ୍କ ବାଧ୍ଯ ହେଲା?

ମାଥିଉଲିଖିତ ସୁସମାଚାର 11:11
ମୁଁ ତୁମ୍ଭକୁ ସତ୍ଯ କହୁଛି। ବାପ୍ତିସ୍ମ ଦେଉଥିବା ୟୋହଲଙ୍କଠାରୁ ମହାନ୍ ବ୍ଯକ୍ତି ଆଉ କହେି ହେଲେ ଜନ୍ମ ହାଇେ ନାହାଁନ୍ତି। କିନ୍ତୁ ସ୍ବର୍ଗ ରାଜ୍ଯ ରେ ଯେ ସବୁଠାରୁ େଛାଟ. ସେ ଯୋହନଙ୍କ ଠାରୁ ମଧ୍ଯ ଶ୍ ରେଷ୍ଠ।

ମାଥିଉଲିଖିତ ସୁସମାଚାର 11:1
ଯୀଶୁ ତାହାଙ୍କର ବାର ଜଣ ଯାକ ଶିଷ୍ଯଙ୍କୁ ନିର୍ଦ୍ଦେଶ ଦଇେ ସାରିବା ପରେ ସେ ସ୍ଥାନ ଛାଡି ଗ୍ଭଲିଗଲେ। ସେ ଗାଲିଲୀ ପ୍ରଦେଶର ସହରମାନଙ୍କ ରେ ତାହାଙ୍କର ଉପଦେଶ ଓ ବାର୍ତ୍ତା ପ୍ରଚାର କରିବା ନିମନ୍ତେ ଗଲେ।