Matthew 27:4 ସେ କହିଲେ, ମୁଁ ପାପ କରିଛି। ମୁଁ ଜଣେ ନିରପରାଧ ଲୋକକୁ ମାରି ଦବୋପାଇଁ ତୁମ୍ଭ ହାତ ରେ ଧ ରଇେ ଦଇେଛି।
Matthew 27:4 in Other Translations
King James Version (KJV) Saying, I have sinned in that I have betrayed the innocent blood. And they said, What is that to us? see thou to that.
American Standard Version (ASV) saying, I have sinned in that I betrayed innocent blood. But they said, What is that to us? see thou `to it'.
Bible in Basic English (BBE) Saying, I have done wrong in giving into your hands an upright man. But they said, What is that to us? it is your business.
Darby English Bible (DBY) saying, I have sinned [in] having delivered up guiltless blood. But they said, What is that to us? see *thou* [to that].
World English Bible (WEB) saying, "I have sinned in that I betrayed innocent blood." But they said, "What is that to us? You see to it."
Young's Literal Translation (YLT) `I did sin, having delivered up innocent blood;' and they said, `What -- to us? thou shalt see!'
Saying,
λέγων,
legō
LAY-goh
I have sinned
Ἥμαρτον
hamartanō
a-mahr-TA-noh
in that I have betrayed
παραδοὺς
paradidōmi
pa-ra-THEE-thoh-mee
blood.
αἷμα
haima
AY-ma
the innocent
ἀθῷον
athōos
AH-thoh-ose
they
οἱ
ho
oh
And
δὲ
de
thay
said,
εἶπον,
epō
APE-oh
What
Τί
tis
tees
to
πρὸς
pros
prose
us?
ἡμᾶς
hēmas
ay-MAHS
thou
σὺ
sy
syoo
see
ὄψει
optanomai
oh-PTA-noh-may
Read Full Chapter :
Matthew 27
Cross Reference
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:10
ସମାନଙ୍କେର ମୃତ୍ଯୁ ରେ ପୃଥିବୀର ଲୋକେ ଖୁସି ହବେେ। ସମାନେେ ଭୋଜି କରିବେ ଓ ପରସ୍ପର ଭିତ ରେ ଉପହାର ଦିଆନିଆ କରିବେ। ସମାନେେ ଏପରି କରିବେ, କାରଣ ଏହି ଦୁଇଜଣ ସାକ୍ଷୀ ପୃଥିବୀବାସୀଙ୍କୁ ବହୁତ ୟନ୍ତ୍ରଣା ଦଇେଥିଲେ।
ଆଦି ପୁସ୍ତକ 42:21
ସମାନଙ୍କେ ମଧିଅରେ କଥାବାର୍ତ୍ତା ହେଲେ, ଆମ୍ଭମାନେେ ଆମ୍ଭର ସାନ ଭାଇ ଯୋଷଫେକୁ ହତ୍ଯା କରିଥିବାରୁ ଆମ୍ଭମାନେେ ଦଣ୍ଡ ଭୋଗୁଅଛୁ। ଆମ୍ଭମାନେେ ଦେଖିଥିଲୁ ସେ କି କଷ୍ଟ ପାଉଥିଲା। ତାକୁ ରକ୍ଷା କରିବାକୁ ସେ କେତେ ଅନୁ ରୋଧ କରିଥିଲା। କିନ୍ତୁ ଆମ୍ଭେ ତା'ପ୍ରତି କର୍ଣ୍ଣପାତ କରି ନଥିଲୁ। ତେଣୁ ବର୍ତ୍ତମାନ ଆମ୍ଭେ ବିପଦ ରେ ପଡ଼ିଅଛୁ।
ଯାତ୍ରା ପୁସ୍ତକ 9:27
ଫାରୋ ମାଶାେ ଏବଂ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ ସମାନଙ୍କେୁ କହିଲେ, ଏଥର ମୁଁ ପାପ କରିଛି। ସଦାପ୍ରଭୁ ସତ୍ଯ, ସେ ଉତ୍ତମ କରିଛନ୍ତି। ମୁଁ ଏବଂ ମାରେ ଲୋକମାନେ ପାପ କରିଅଛୁ।
ଯାତ୍ରା ପୁସ୍ତକ 10:16
ଫାରୋ ବେଗ୍ରତାର ସହକା ରେ ମାଶାେ ଏବଂ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ କହିଲେ, ମୁଁ ତୁମ୍ଭର ଓ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ବିରୁଦ୍ଧ ରେ ପାପ କରିଅଛି।
ଯାତ୍ରା ପୁସ୍ତକ 12:31
ସହେି ରାତ୍ରି ରେ ରାଜା ଫାରୋ, ମାଶାେ ଓ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ ସମାନଙ୍କେୁ କହିଲେ, ଉଠ ଏବଂ ଆମ୍ଭ ଲୋକମାନଙ୍କ ମଧ୍ଯରୁ ବାହାର। ତୁମ୍ଭମାନଙ୍କର ବାକ୍ଯ ଅନୁସାରେ ସଦାପ୍ରଭୁଙ୍କର ଉପାସନା କରିବା ପାଇଁ ୟାତ୍ରା କର।
ପ୍ରଥମ ଶାମୁୟେଲ 15:24
ତା'ପରେ ଶାଉଲ ଶାମୁୟେଲଙ୍କୁ କହିଲେ, ମୁ ପାପ କରିଅଛି। କାରଣ ମୁ ସଦାପ୍ରଭୁଙ୍କ ଆଜ୍ଞା ଓ ତକ୍ସ୍ଟମ୍ଭ ଆଜ୍ଞା ଉଲ୍ଲଘଂନ କରିଅଛି। ମୁ ଲୋକମାନଙ୍କୁ ଭୟକରି ସମାନଙ୍କେ କଥା ଶକ୍ସ୍ଟଣିଲି।
ପ୍ରଥମ ଶାମୁୟେଲ 15:30
ଶାଉଲ ଉତ୍ତର ଦେଲେ, ମୁ ପାପ କରିଅଛି, କିନ୍ତୁ ଇଶ୍ରାୟେଲର ଲୋକମାନଙ୍କ ଓ ପ୍ରାଚୀନବର୍ଗଙ୍କ ସମ୍ମକ୍ସ୍ଟଖ ରେ ମାରେ ସମ୍ମାନ ରଖିବା ପାଇଁ ମାେ ସହିତ ଫରେିଆସ। ମୁ ଯେପରି ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଉପାସନା କରିବି, ଏଥିପାଇଁ ମାେ ସଙ୍ଗେ ଫରେି ଆସ।
ପ୍ରଥମ ଶାମୁୟେଲ 28:16
ଶାମକ୍ସ୍ଟଯଲେ କହିଲେ, ସଦାପ୍ରଭୁ ତୁମ୍ଭକୁ ପରିତ୍ଯାଗ କରିଛନ୍ତି। ବର୍ତ୍ତମାନ ସେ ତୁମ୍ଭର ପଡ଼ୋଶୀ ଦାଉଦଙ୍କ ପକ୍ଷ ରେ ଅଛନ୍ତି। ତେଣୁ ତୁମ୍ଭେ ମାେତେ କାହିଁକି ବ୍ଯସ୍ତ କରୁଅଛ?
ପ୍ରଥମ ରାଜାବଳୀ 21:27
ଆହାବ୍ ଏହିକଥା ଶୁଣି ଅତ୍ଯନ୍ତ ମର୍ମାହତ ହେଲେ। ସେ ନିଜର ବସ୍ତ୍ର ଚିରିଲେ ଓ ଦୁଃଖର ଚିହ୍ନ ସ୍ବରୂପ ଅଖା ପିନ୍ଧି ଉପବାସ କରି ଅଖା ରେ ଶାଇେଲେ, ସେ ଅତି ଦୁଃଖିତ ଓ ବିବ୍ରତ ହେଲେ।
ଦିତୀୟ ରାଜାବଳୀ 24:4
କାରଣ ମନଃଶି ବହୁ ନୀରିହ ନିର୍ଦ୍ଦୋଶ ଲୋକଙ୍କୁ ହତ୍ଯାକରି ସମାନଙ୍କେ ରକ୍ତ ରେ ୟିରୁଶାଲମ୍କୁ ପରିପୂର୍ଣ୍ଣ କଲା। ତେଣୁ ସଦାପ୍ରଭୁ ତାଙ୍କୁ ସହେି ପାପ ପାଇଁ କ୍ଷମା କରିବେ ନାହିଁ।
ଆୟୁବ ପୁସ୍ତକ 16:2
ତୁମ୍ଭେ ତିନି ଜଣ ମାେତେ ସାନ୍ତ୍ବନା ନ ଦଇେ ଦୁଃଖ ଦେଉଛ।
ଯିରିମିୟ 26:15
ତୁମ୍ଭମାନେେ ଯଦି ମାେତେ ବଧ କରିବ, ତବେେ ଏହା ନିଶ୍ଚିତ ରୂପେ ଜାଣ ଯେ ତୁମ୍ଭମାନଙ୍କ ଉପ ରେ, ଏହି ନଗର ଉପ ରେ ଓ ତଦନିବାସୀମାନଙ୍କ ଉପ ରେ ନିର୍ଦ୍ ଦୋଷର ରକ୍ତପାତର ଅପରାଧ ଲାଗିବ। କାରଣ ଏହିସବୁ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚର ରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମାେତେ ପ୍ ରରଣେ କରିଅଛନ୍ତି, ଏହା ସତ୍ଯ।
ଯୂନସ 1:14
ତେଣୁ ସହେି ନାବିକମାନେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, ହେ ପ୍ରଭୁ, ଆମ୍ଭମାନେେ ୟୂନସକୁ ସମୁଦ୍ର ମଧ୍ଯକୁ ପକାଉଛୁ କାରଣ ସେ ବହୁ ମନ୍ଦକାର୍ୟ୍ଯ କରିଛି। ଏଥିପାଇଁ ଆମ୍ଭକୁ ଦୋଷୀ କର ନାହିଁ, ସତେ ଯେପରି ଆମ୍ଭେ ଏକ ନିରୀହ ବ୍ଯକ୍ତିକୁ ବଧ କରୁଅଛୁ। ପୁଣି ନିରୀହ ବ୍ଯକ୍ତିର ରକ୍ତପାତ ଦୋଷ ଆମ୍ଭମାନଙ୍କ ଉପ ରେ ବର୍ତ୍ତାଅ ନାହିଁ। ଆମ୍ଭମାନେେ ଜାଣୁ ତୁମ୍ଭେ ସଦାପ୍ରଭୁ ଅଟ ଏବଂ ତୁମ୍ଭେ ଯାହା ଗ୍ଭହିଁବ ତାହା କରିବ। କିନ୍ତୁ ଆମ୍ଭମାନଙ୍କ ପ୍ରତି ସଦଯ ହୁଅ।
ମାଥିଉଲିଖିତ ସୁସମାଚାର 27:19
ପୀଲାତ ବିଚାରମଞ୍ଚ ରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ ଗୋଟିଏ ଖବର ପଠାଇଲେ। ଖବରଟି ଥିଲା: ଏହି ଧର୍ମିକ ଲୋକଟିର କିଛି ହେଲେ କ୍ଷତି କରନାହିଁ। ମୁଁ ତାହାଙ୍କ ବିଷୟ ରେ କାଲି ରାତି ରେ ଗୋଟିଏ ସ୍ବପ୍ନ ଦେଖିଛି। ସେଥି ଯୋଗୁଁ ମୁଁ ଅଧିକ ଚିନ୍ତାଗ୍ରସ୍ତ ହାଇପେଡ଼ିଛି।
ମାଥିଉଲିଖିତ ସୁସମାଚାର 27:23
ପୀଲାତ ପଚ଼ାରିଲେ, କାହିଁକି? ସେ କ'ଣ ଅପରାଧ କରିଛନ୍ତି? କିନ୍ତୁ ସମସ୍ତେ ଚିତ୍କାର କରି କହିଲେ, ତାହାଙ୍କୁ କୃଶ ରେ ଚ଼ଢ଼ଇେ ଦିଆଯାଉ।
ମାଥିଉଲିଖିତ ସୁସମାଚାର 27:54
ରୋମୀୟ ସନୋଧ୍ଯକ୍ଷ ଓ ଯୀଶୁଙ୍କୁ ଜଗି ରହିଥିବା ସୈନ୍ଯମାନେ ଭୂମିକମ୍ପ ଓ ଅନ୍ୟସବୁ ଘଟଣାମାନ ଘଟୁଥିବା ଦେଖିଲେ, ସମାନେେ ବହୁତ ଭୟ କଲେ ଓ ସମାନେେ କହିଲେ, ସେ ପ୍ରକୃତ ରେ ପରମେଶ୍ବରଙ୍କ ପୁତ୍ର ଥିଲେ।
ଲୂକଲିଖିତ ସୁସମାଚାର 16:25
କିନ୍ତୁ ଅବ୍ରାହାମ କହିଲେ, 'ପୁଅ, ତୁ ଯେତବେେଳେ ବଞ୍ଚିଥିଲୁ, ସେତବେେଳେ କଥା ଟିକିଏ ମନେ ପକା। ତୁ ଜୀବନ ରେ ସମସ୍ତ ବିଷୟ ପାଇଛୁ। କିନ୍ତୁ ଲାଜାର ପାଇଁ ସମସ୍ତ ଖରାପ ଜିନିଷ ଘଟିଛି। ଏବେ ସେ ଆରାମ ରେ ଅଛି ଓ ତୁ ୟନ୍ତ୍ରଣା ଭୋଗୁଛୁ।
ଲୂକଲିଖିତ ସୁସମାଚାର 23:22
ତୃତୀୟ ଥର ପାଇଁ ପୀଲାତ ସମାନଙ୍କେୁ କହିଲେ, କାହିଁକି, ସେ କ'ଣ ଭୁଲ କରିଛନ୍ତି? ସେ ଦୋଷୀ ନୁହନ୍ତି। ତାହାଙ୍କୁ ମୃତ୍ଯୁଦଣ୍ଡ ଦବୋପାଇଁ ମୁଁ କୌଣସି କାରଣ ଦେଖି ପାରୁନାହିଁ। ତେଣୁ ତାହାଙ୍କୁ ସାମାନ୍ଯ ଦଣ୍ଡ ଦବୋ ପରେ ମୁଁ ତାହାଙ୍କୁ ଛାଡି ଦବେି।
ଲୂକଲିଖିତ ସୁସମାଚାର 23:41
ତୁ ଓ ମୁଁ ଉଭୟ ଅପରାଧୀ। ଆମ୍ଭେ ଦୋଷ କରିଥିଲୁ। ତେଣୁ ଆମ୍ଭେ ଯାହା ପାଇବାକୁ ଯୋଗ୍ଯ ଆମ୍ଭେ ତାହା ପାଇଛୁ। କିନ୍ତୁ ଏହି ଲୋକ କୌଣସି ଦୋଷ କରି ନାହାନ୍ତି।
ଲୂକଲିଖିତ ସୁସମାଚାର 23:47
ସନୋଧ୍ଯକ୍ଷ ସଠାେରେ ଯାହା ଘଟିଲା, ଦେଖିଲେ। ସେ ଏହି କଥା କହି ପରମେଶ୍ବରଙ୍କୁ ପ୍ରଶଂସା କଲେ, ମୁଁ ଜାଣେ ଯେ, ଏହି ମନୁଷ୍ଯ ଜଣେ ଉତ୍ତମ ବ୍ଯକ୍ତି ଥିଲେ!
ଯୋହନଲିଖିତ ସୁସମାଚାର 19:7
ୟିଦୂଦୀମାନେ ଉତ୍ତର ଦେଲେ, ଆମ୍ଭର ବ୍ଯବସ୍ଥା ଅନୁସାରେ ସେ ମୃତ୍ଯୁଦଣ୍ଡ ପାଇବା ଉଚିତ କାରଣ ସେ ନିଜକୁ ପରମେଶ୍ବରଙ୍କର ପୁତ୍ର ବୋଲି କହିଅଛି।
ରେରିତମାନଙ୍କ କାର୍ଯ୍ୟର ବିବରଣ 13:28
ସମାନେେ ତାହାଙ୍କର ମୃତ୍ଯୁଦଣ୍ଡ ଦବୋର କିଛି କାରଣ ନ ପାଇ ତାହାଙ୍କୁ ମାରିଦବୋପାଇଁ ପୀଲାତଙ୍କୁ କହିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18:15
କିନ୍ତୁ ତୁମ୍ଭ ବ୍ଯବସ୍ଥା ରେ ଲଖାେଥିବା ବାକ୍ଯ ଓ ନାମ ବିରୁଦ୍ଧ ରେ ଏହି ବଚସା ସୃଷ୍ଟି ହାଇେଥିବାରୁ ତୁମ୍ଭମାନେେ ନିଜେ ନିଜେ ଏହାର ସମାଧାନ କର। ଏହି ସବୁ ବିଷୟ ରେ ମୁଁ କୌଣସି ବିଚ଼ାର କରିବି ନାହିଁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:19
ବ୍ଯବସ୍ଥା ରେ ଯେଉଁ କଥାଗୁଡ଼ିକ କୁହା ଯାଇଛି, ତାହା ବ୍ଯବସ୍ଥାଧିନ ରହିଥିବା ଲୋକଙ୍କ ପାଇଁ ପ୍ରୟୋଜନ। ଏହି ବ୍ଯବସ୍ଥାଗୁଡ଼ିକ ସମସ୍ତ ଯିହୂଦୀ ଲୋକଙ୍କୁ ଆଳ ଦଖାଇବୋରୁ ଅଟକାଏ ଏବଂ ସମଗ୍ର ସଂସାରର ଲୋକମାନଙ୍କୁ ପରମେଶ୍ବରଙ୍କ ନ୍ଯାୟବିଚ଼ାରକୁ ଆଣେ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:2
ପ୍ରବଞ୍ଚକ ଆତ୍ମାମାନଙ୍କର ଶିକ୍ଷାଗୁଡ଼ିକୁ ପାଳନ କରିବେ। ସହେି ଶିକ୍ଷାଗୁଡ଼ିକ ପ୍ରତାରକ ଓ ମିଥ୍ଯାବାଦୀ ଲୋକମାନଙ୍କ ଦ୍ବାରା ଆ ସେ। ସମାନେେ କ'ଣ ଭଲ ଓ କ'ଣ ମନ୍ଦ, ତାହା ଜାଣି ପାରନ୍ତି ନାହିଁ। ତାହାଙ୍କର ବୋଧ ଶକ୍ତି ନଷ୍ଟ ହାଇଯୋଇଥାଏ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1:16
ସେ ଲୋକମାନେ କୁହନ୍ତି ଯେ ସମାନେେ ପରମେଶ୍ବରଙ୍କୁ ଜାଣିଛନ୍ତି। କିନ୍ତୁ ଯେଉଁସବୁ ମନ୍ଦ କାମ ସମାନେେ କରୁଛନ୍ତି, ସେଥିରୁ ଜଣାଯାଏ ଯେ ସମାନେେ ପରମେଶ୍ବରଙ୍କୁ ଗ୍ରହଣ କରନ୍ତି ନାହିଁ। ସମାନେେ ଭୟଙ୍କର ଲୋକ, ଆଜ୍ଞା ବି ରୋଧୀ ଓ କୌଣସି ଭଲ କାମ ପାଇଁ ଅ ଯୋଗ୍ଯ।
ଏବ୍ରୀମାନଙ୍କ ନିକଟକୁ ପତ୍ର 7:26
ଅତଏବ, ଯୀଶୁଖ୍ରୀଷ୍ଟଙ୍କ ଭଳି ମହାୟାଜକ ଆମ୍ଭର ଆବଶ୍ଯକ ଥିଲା। ସେ ପବିତ୍ର, ତାହାଙ୍କଠା ରେ କୌଣସି ପାପ ନାହିଁ। ସେ ପବିତ୍ର ଓ ପାପୀମାନଙ୍କ ଦ୍ବାରା ପ୍ରଭାବିତ ନୁହଁନ୍ତି। ତାଙ୍କୁ ସ୍ବର୍ଗଠାରୁ ମଧ୍ଯ ଉଚ୍ଚସ୍ଥାନକୁ ନିଆ ଯାଇଛି।
ପିତରଙ୍କ ପ୍ରଥମ ପତ୍ 1:19
ବରଂ ନିର୍ଦ୍ ଦୋଷ ପବିତ୍ର ମଷେଶାବକ ଖ୍ରୀଷ୍ଟଙ୍କର ବହୁମୂଲ୍ଯ ରକ୍ତ ଦ୍ବାରା ତୁମ୍ଭେ କିଣା ହାଇେଅଛ।
ଯୋହନଙ୍କ ପ୍ରଥମ ପତ୍ର 3:12
ଆମ୍ଭେ କଯିନ344 ଭଳି ହବୋ ଉଚିତ ନୁହେଁ। କାରଣ ତାହାଙ୍କଠା ରେ ପାପାତ୍ମା ଥିଲା। ସେ ନିଜ ଭାଇ ହବେଲକୁ ହତ୍ଯା କଲା। ସେ ତା'ର ଭାଇକୁ କାହିଁକି ହତ୍ଯା କଲା ? ସେ ଏପରି କଲା, କାରଣ ତା'ର କାର୍ୟ୍ଯଗୁଡ଼ିକ ମନ୍ଦ ଥିଲା ଓ ତା' ଭାଇର କର୍ମଗୁଡ଼ିକ ଭଲ ଥିଲା।
ଆୟୁବ ପୁସ୍ତକ 13:4
କିନ୍ତୁ ତୁମ୍ଭମାନେେ ଏକ କୁହୁକ ବିଦ୍ଯାକାରୀ ଏବଂ ମୂଲ୍ଯହୀନ ବୈଦ୍ଯ ଅଟ।