Micah 2:2 ସମାନେେ କ୍ଷତେ ଗ୍ଭହାଁନ୍ତି, ତାହା ଅନ୍ୟମାନଙ୍କଠାରୁ ହରଣ କରନ୍ତି। ସମାନେେ ଗୃହ ଗ୍ଭହାଁନ୍ତି, ଅନ୍ୟଠାରୁ ଛଡାଇ ନିଅନ୍ତି। ସମାନେେ ମଧ୍ଯ ଅନ୍ୟର ଗୃହ ଅପହରଣ କରିବାକୁ ଲୋକମାନଙ୍କୁ ଠକନ୍ତି। ଆଉ ମଧ୍ଯ ସମାନେେ ଲୋକମାନଙ୍କୁ ପ୍ରତାରଣା କରି ସମାନଙ୍କେର ଭୂମି ଅପହରଣ କରନ୍ତି।
Micah 2:2 in Other Translations
King James Version (KJV) And they covet fields, and take them by violence; and houses, and take them away: so they oppress a man and his house, even a man and his heritage.
American Standard Version (ASV) And they covet fields, and seize them; and houses, and take them away: and they oppress a man and his house, even a man and his heritage.
Bible in Basic English (BBE) They have a desire for fields and take them by force; and for houses and take them away: they are cruel to a man and his family, even to a man and his heritage.
Darby English Bible (DBY) And they covet fields, and take them by violence; and houses, and take them away; and they oppress a man and his house, even a man and his heritage.
World English Bible (WEB) They covet fields, and seize them; And houses, and take them away: And they oppress a man and his house, Even a man and his heritage.
Young's Literal Translation (YLT) And they have desired fields, And they have taken violently, And houses, and they have taken away, And have oppressed a man and his house, Even a man and his inheritance.
Read Full Chapter :
Micah 2
Cross Reference
ଯିଶାଇୟ 5:8
ତୁମ୍ଲଭ ସବୁ ଅତି ନିକଟତରସହାଇ ବାସ କରିବ। ତୁମ୍ଲଭମାଲନ ଏପରି ଲଗାଲଗି ଘର କରିବସଯ,ସକୗଣସି ଟିକିଏସହଲଲ ସ୍ଥାନ ଘର ଘର ମଧିଅଲର ରହିବ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କୁ ଦଣ୍ଡସଦଲବସଯପରିକି ତୁମ୍ଲଭମାଲନ ଏକାକି ବାସ କରିବ। ସମଗ୍ରସଦଶସର ତୁଲମମାଲନ କଲବଳ ଏକମାତ୍ରସଗାଷ୍ଠୀ ରହିବ।
ଆମୋଷ 8:4
ମାେ କଥା ଶୁଣ! ହେ ଦେଶର ଦରିଦ୍ରମାନଙ୍କୁ ବିନଷ୍ଟ କରୁଥିବା ଓ ଅସହାୟମାନଙ୍କୁ ଦଳି ଦେଉଥିବା ଲୋକମାନେ,
ଯିରିମିୟ 22:17
ମାତ୍ର ହେ ଯିହାୟୋଦାରକୀମ, ତୁମ୍ଭେ କବଳେ ନିଜର ସ୍ବାର୍ଥ ଦେଖିଛ, ତୁମ୍ଭର ଚକ୍ଷୁ ଓ ଅନ୍ତଃକରଣ ଲୋଭ, ଉପଦ୍ରବ, ଦୌରାତ୍ମ୍ଯ ଓ ନିର୍ଦ୍ ଦୋଷର ରକ୍ତପାତ ରେ ବୁଡ଼ି ରହିଛି।
ପ୍ରଥମ ରାଜାବଳୀ 21:2
ଦିନେ ନାବୋତକୁ ରାଜା ଆହାବ୍ ଡାକି କହିଲେ, ମାେତେ ତୁମ୍ଭର ଏହି ଦ୍ରାକ୍ଷାକ୍ଷେତ୍ରଟି ଦିଅ, ମୁଁ ସେଥି ରେ ପନିପରିବା କରିବି। କାରଣ ଏହା ମାେ ପ୍ରାସାଦ ନିକଟରେ ଅଛି। ଏହି କ୍ଷେତ୍ର ବଦଳ ରେ ମୁଁ ତୁମ୍ଭକୁ ଏକ ଭଲ ଦ୍ରାକ୍ଷାକ୍ଷେତ୍ର ଦବେି। ନଚେତ୍ ତୁମ୍ଭେ ଯଦି ଇଚ୍ଛା କରିବ, ତବେେ ମୁଁ ଏହାର ମୂଲ୍ଯ ରେ ୗପ୍ୟ-ମୁଦ୍ରା ଆକାର ରେ ଦବେି।
ଦିତୀୟ ରାଜାବଳୀ 9:26
ସଦାପ୍ରଭୁ କହିଥିଲେ, 'ଆମ୍ଭେ ଗତକାଲି ନାବୋତର ରକ୍ତ ଓ ତା'ର ପୁତ୍ରମାନଙ୍କ ରକ୍ତ ଦେଖିଲୁ। ତେଣୁ ମୁଁ ଆହାବ୍କୁ ଏହି ଭୂମିରେ ପ୍ରତିଫଳ ଦବେି।' ସଦାପ୍ରଭୁ ଏହା କହିଥିଲେ। ତେଣୁ ସଦାପ୍ରଭୁଙ୍କ ବାକ୍ଯାନୁସା ରେ ୟୋରାମଙ୍କୁ ନଇେ ସହେି କ୍ଷେତ୍ର ଭୁମି ରେ ପକାଅ।
ନିହିମିୟା 5:1
ଅନକେ ଲୋକେ ୟିହୁଦୀଯ ଭାଇମାନଙ୍କ ବିରୁଦ୍ଧ ରେ ଅଭିଯୋଗ କଲେ।
ଆୟୁବ ପୁସ୍ତକ 24:2
କହେି କହେି ବ୍ଯକ୍ତି ନିଜର ଜମିର ସୀମାକୁ ଘୁଞ୍ଚାଇ ପଡ଼ୋଶୀର ଜମି ମାରି ଦବୋକୁ ଚେଷ୍ଟା କରନ୍ତି। କହେି ଅନ୍ୟର ମଷେପଲ ହରଣ କରି ଅନ୍ୟ ଚରାଭୂମିକୁ ନଇେ ୟାଆନ୍ତି।
ଆୟୁବ ପୁସ୍ତକ 31:38
ମାରେ ଜମି ମୁଁ କାହାଠାରୁ ଚୋରି କରି ନାହିଁ। ଏହା ଚୋରି କରିଥିବା କଥା କହେି ମାେତେ ଦୋଷ ଦଇେ ପାରିବେ ନାହିଁ।
ଯିହିଜିକଲ 18:12
ଏବଂ ସେ ଯଦି ଦରିଦ୍ର ଦୀନହୀନ ପ୍ରତି ଅନ୍ଯାଯ କରେ, ଚୋରି କରେ ଓ ବନ୍ଧକ ଦ୍ରବ୍ଯ ଫରୋଏ ନାହିଁ ଓ ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରେ।
ଯାତ୍ରା ପୁସ୍ତକ 20:17
ତୁମ୍ଭେ ଆପଣା ପ୍ରତିବେଶୀର ଗୃହକୁ ଲୋଭ କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବେଶୀର ଭାର୍ୟ୍ଯା କି ଦାସ, ଦାସୀ କି ତା'ର ଗୋରୁ କି ଗଧ କି ତୁମ୍ଭ ପ୍ରତିବେଶୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।
ମୀଖା 3:9
ହେ ଯାକୁବର ବୃଦ୍ଧଗଣ ଓ ଇଶ୍ରାୟେଲର ଶାସକଗଣ ମାେ କଥା ଶୁଣ! ତୁମ୍ଭମାନେେ ନ୍ଯାଯ ବିଗ୍ଭର ଚଳଣିକୁ ଘୃଣା କରୁଛ। ଯାହାସବୁ ନ୍ଯାଯ ଓ ଯଥାର୍ଥ ତୁମ୍ଭମାନେେ ସେ ସମସ୍ତକୁ ମିଥ୍ଯା କରୁଛ।
ହବକକୂକ 2:5
ପରମେଶ୍ବର କହିଲେ, ଧନ ଗୋଟିଏ ବଳବାନ୍ ବ୍ଯକ୍ତିକୁ ପ୍ରତାରଣା କରିପାରିବ। ସେ କବେେ ସଫଳ ହାଇପୋରିବ ନାହିଁ। କବର ପରି ସେ ସର୍ବଦା ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରିବ। କିନ୍ତୁ ମୃତ୍ଯୁ ପରି ସେ କବେେ ସନ୍ତୁଷ୍ଟ ହବେନାହିଁ। ସେ ଅନ୍ୟସବୁ ଦେଶକୁ ପରାସ୍ତ କରି ଗ୍ଭଲିବ। ସେ ସହେି ଲୋକମାନଙ୍କୁ ବନ୍ଦୀ କରି ଗ୍ଭଲିବ।
ମଲାଖୀ 3:5
ତା'ପ ରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ଯ ଦବୋ ସମାନଙ୍କେ ବିରୁଦ୍ଧ ରେ, ଯେଉଁମାନେ ମାଯାବୀ, ବ୍ଯଭିଗ୍ଭରୀ, ମିଥ୍ଯାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ଯାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡି ଦିଅନ୍ତି। ସହେିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।
ମାଥିଉଲିଖିତ ସୁସମାଚାର 23:13
ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ? ତୁମ୍ଭକୁ ଧିକ୍! ତୁମ୍ଭମାନେେ ଲୋକମାନଙ୍କ ପାଇଁ ସ୍ବର୍ଗରାଜ୍ଯର ଦ୍ବାର ବନ୍ଦ କରି ଦେଉଛ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:10
ଧନର ଲୋଭ ସମସ୍ତ ପ୍ରକାର ମନ୍ଦର କାରଣ। ଅଧିକରୁ ଅଧିକ ଧନ ପାଇବା ଲୋଭ ରେ କେତେ ଲୋକ ସତ୍ଯ ବିଶ୍ବାସକୁ ଛାଡ଼ି ଦଇେଛନ୍ତି। କିନ୍ତୁ ସପରେି କରିବା ଦ୍ବାରା ସମାନେେ ନିଜ ଉପରକୁ ଅନକେ ଦୁଃଖ ଟାଣି ଆଣିଛନ୍ତି।
ଯିହିଜିକଲ 22:12
'ତୁମ୍ଭମାନଙ୍କ ମଧିଅରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନଇେଛନ୍ତି। ତୁମ୍ଭେ ସୁଧ ନଇେ ଋଣ ଦଇେଅଛ ଏବଂ ତୁମ୍ଭେ ଲୋଭ ରେ ଉପଦ୍ରବ କରି ଆପଣା ପ୍ରତିବେଶୀଠାରୁ ଲାଭ ନଇେଅଛ। ତୁମ୍ଭେ ମାେତେ ପାଶୋରି ୟାଇଅଛ।' ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।
ଯାତ୍ରା ପୁସ୍ତକ 22:21
ମନରେଖ, ଅତୀତ ରେ ତୁମ୍ଭମାନେେ ମିଶର ରେ ବିଦେଶୀ ରୁପେ ଥିଲ। ତେଣୁ ତୁମ୍ଭ ଦେଶ ରେ କୌଣସି ବିଦେଶୀକୁ ଠକିବ ନାହିଁ କିମ୍ବା ଆଘାତ କରିବ ନାହିଁ।
ପ୍ରଥମ ଶାମୁୟେଲ 12:3
ମୁ ତୁମ୍ଭମାନଙ୍କ ସମ୍ମକ୍ସ୍ଟଖ ରେ ଉପସ୍ଥିତ ଅଛି। ଯଦି ମୁ କିଛି ଭକ୍ସ୍ଟଲ କରିଛି ତୁମ୍ଭମାନେେ ନିଶ୍ଚିତଭାବେ ସଦାପ୍ରଭୁ ଏବଂ ତାଙ୍କ ମନୋନୀତ ରାଜାକକ୍ସ୍ଟ କକ୍ସ୍ଟହ। ମୁ କାହାର ଗଧ କିମ୍ବା ଗାଈ ଚୋରୀ କରିଛି କି? ମୁ କାହାକକ୍ସ୍ଟ ଆଘାତ କିମ୍ବା ଧୋକା ଦଇେଛି କି? ମୁ ମାରେ ଚକ୍ଷକ୍ସ୍ଟକକ୍ସ୍ଟ ଅନ୍ଧ କରିବା ପାଇଁ କାହା ହସ୍ତରକ୍ସ୍ଟ ଲାଞ୍ଚ ନଇେ ନାହିଁ, ଯେପରିକି ମୁ ଅନ୍ୟ ଦ୍ବାରା ଅପରାଧ କରିଥିବା ଉପଦ୍ରବ୍ଯ ଦେଖି ନପା ରେ? ଯଦି ମୁ ଏଥିରକ୍ସ୍ଟ କୌଣସିଟି କରିଛି, ତବେେ ମୁ ତାହା ଭରଣା କରିବା ପାଇଁ ପ୍ରସ୍ତକ୍ସ୍ଟତ ଅଛି।