Proverbs 26 - ASV (Oriya)
1 As snow in summer, and as rain in harvest, So honor is not seemly for a fool.ଗ୍ରୀଷ୍ମକାଳ ରେ ହିମ ଓ ଫସଲ ସମୟରେ ବୃଷ୍ଟି ସହେିପରି ମୂର୍ଖକୁ ସମ୍ମାନ ଅନୁପୟୁକ୍ତ ଅଟେ।
2 As the sparrow in her wandering, as the swallow in her flying, So the curse that is causeless alighteth not.ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ଡ଼ାଳ ଚଟିଆ ଡ଼ଉଡ଼ୁଥିବା ବେଳେ ସପରେି ଆକାରଣ ରେ ଦତ୍ତ ଶାପ ନିକଟକୁ ଆ ସେ ନାହିଁ।
3 A whip for the horse, a bridle for the ass, And a rod for the back of fools.ଅଶ୍ବ ପାଇଁ କୋରଡ଼ା, ଗଧ ପାଇଁ ଲଗାମ, ପୁଣି ମୂର୍ଖର ପିଠି ପାଇଁ ବାଡ଼ି ଦରକାର।
4 Answer not a fool according to his folly, Lest thou also be like unto him.ମୂର୍ଖକୁ ତା'ର ଅଜ୍ଞାନତା ଅନୁସାରେ ଉତ୍ତର ଦିଅ ନାହିଁ। ତୁମ୍ଭେ ଯଦି ଏପରି ଉତ୍ତର ଦିଅ, ତବେେ ତୁମ୍ଭେ ମଧ୍ଯ ତାହାର ତୁଲ୍ଯ ହବେ।
5 Answer a fool according to his folly, Lest he be wise in his own conceit.ମୂର୍ଖକୁ ତା'ର ଅଜ୍ଞାନତାନୁସା ରେ ଉତ୍ତର ଦିଅ। ନୋହିଲେ ସେ ଆପଣା ଦୃଷ୍ଟି ରେ ଆପଣାକୁ ଜ୍ଞାନୀ ବୋଧ କରିବ।
6 He that sendeth a message by the hand of a fool Cutteth off `his own' feet, `and' drinketh in damage.ମୂର୍ଖ ମାଧ୍ଯମ ରେ ଯେ ସମାଚାର ପଠାଏ, ସେ ଆପଣା ପାଦ ଆପେ କାଟି କ୍ଷତି ଭୋଗ କରେ। ସେ ନିଜ ଉପରକୁ ଅସୁବିଧା ନିଜେ ଆଣେ।
7 The legs of the lame hang loose: So is a parable in the mouth of fools.ଲେଙ୍ଗଡ଼ୋର ଚରଣ ଯେପରି ଅଦରକାରୀ ଭାବେ ଝୁଲୁଥାଏ, ଅଜ୍ଞାନର ମୁଖ ରେ ହିତାପଦେେଶ ବାକ୍ଯ ଠିକ୍ ସହେିପରି।
8 As one that bindeth a stone in a sling, So is he that giveth honor to a fool.ପ୍ରସ୍ତରକୁ ବାଟୁଳି ରେ ବାନ୍ଧିବା ପାଇଁ ଚେଷ୍ଟା କରିବା ଯେପରି ବ୍ଯବହାର୍ୟ୍ଯହୀନ, ସହେିପରି ନିର୍ବୋଧକୁ ସମ୍ମାନ ଦବୋ ଅଟେ।
9 `As' a thorn that goeth up into the hand of a drunkard, So is a parable in the mouth of fools.ମତ୍ତଲୋକର ହସ୍ତ ରେ କଣ୍ଟକ ଉଠାୟିବା ଯେପରି, ମୂର୍ଖମାନଙ୍କ ମୁଖ ରେ ହିତାପଦେେଶ ବାକ୍ଯ ଠିକ୍ ସହେିପରି ଅଟେ।
10 `As' an archer that woundeth all, So is he that hireth a fool and he that hireth them that pass by.ବାଣୁଆ ଯେପରି ସମସ୍ତଙ୍କୁ କ୍ଷତବିକ୍ଷତ କରେ, ସପରେି ସହେି ଲୋକ ଯେ ମୂର୍ଖ ପଥିକକୁ ବତନେ ଦିଏ ଓ ଯେ ମଦୁଆକୁ ବତନେ ଦିଏ।
11 As a dog that returneth to his vomit, `So is' a fool that repeateth his folly.ଆପଣା ବାନ୍ତି ପ୍ରତି ଫରେିବା କୁକୁରର ଯେପରି, ବାରମ୍ବାର ଆପଣା ଅଜ୍ଞାନତା ରେ କର୍ମ କରିବା ମୂର୍ଖ ସପରେି।
12 Seest thou a man wise in his own conceit? There is more hope of a fool than of him.ଯେଉଁ ମୂର୍ଖ ଲୋକର ବହୁତ ଆଶା ଅଛି, ଅନ୍ୟ ଜଣ ଅପେକ୍ଷା ୟିଏ ଭାବେ ସେ ଜ୍ଞାନୀ, ସେତବେେଳେ ସେ ଜ୍ଞାନୀ ନ ଥାଏ।
13 The sluggard saith, There is a lion in the way; A lion is in the streets.ଅଳସୁଆ କ ହେ, ବାଟରେ ସିଂହ ଅଛି, ସଡ଼କରେ ସିଂହ ଅଛି।
14 `As' the door turneth upon its hinges, So doth the sluggard upon his bed.କବଜା ରେ ଯେପରି କବାଟ ଝୁଲେ, ଠିକ୍ ସହେିପରି ଅଳସୁଆ ଆପଣା ଶୟ୍ଯା ରେ ଥାଇ ଝୁଲୁଥାଏ।
15 The sluggard burieth his hand in the dish; It wearieth him to bring it again to his mouth.ଅଳସୁଆ ଥାଳି ରେ ହାତ ବୁଡ଼ାଇ ଆଉଥରେ ତାହା ମୁଖକୁ ନବୋକୁ ଥକିୟାଏ।
16 The sluggard is wiser in his own conceit Than seven men that can render a reason.ସାତଜଣ ସୁବିଚାରଶୁଦ୍ଧ ଉତ୍ତରକାରୀ ଅପେକ୍ଷା ଅଳସୁଆ ଆପଣା ଦୃଷ୍ଟି ରେ ଜ୍ଞାନବାନ୍।
17 He that passeth by, `and' vexeth himself with strife belonging not to him, Is `like' one that taketh a dog by the ears.ଜଣେ ପଥିକ ୟିଏ ୟୁକ୍ତିତର୍କ ରେ ଜଡ଼ିତ ହୁଏ, ଯାହା ତା'ର ସମ୍ପର୍କ ରେ ନ ଥାଏ। ସେ କୁକୁରର କାନ ଧରିବା ଲୋକତୁଲ୍ଯ ଅଟୋ
18 As a madman who casteth firebrands, Arrows, and death,ଆପଣା ପ୍ରତିବେଶୀକି ଯେଉଁଲୋକ ଭୁଲାଇ କ ହେ, ମୁଁ କୌତୁକ କରୁଛି।
19 So is the man that deceiveth his neighbor, And saith, Am not I in sport?ସେ ଅଗ୍ନିବାଣ, ତୀର ଓ ମୃତ୍ଯୁ ନିକ୍ଷପକୋରୀ ବାତୁଳ ପରି ଅଟେ।
20 For lack of wood the fire goeth out; And where there is no whisperer, contention ceaseth.କାଠ ବିନା ଯେପରି ନିଆଁ ଲିଭିୟାଏ ଏବଂ କଳହକାରୀ ବିନା ବାଜେ କଥା ସ୍ଥଗିତ ହାଇୟୋଏ।
21 `As' coals are to hot embers, and wood to fire, So is a contentious man to inflame strife.ଯେପରି ଭାବରେ ଜ୍ବଳନ୍ତା ଅଙ୍ଗାରକୁ ଅଙ୍ଗାର ଆଲୋକ ଦିଏ ଅଗ୍ନିକୁ କାଠ ଠିକ୍ ସହେିପରି ବିବାଦ ବଢ଼ାଇବାକୁ କଳିହୁଡା ଲୋକ ଆରମ୍ଭ କରିଥାଏ।
22 The words of a whisperer are as dainty morsels, And they go down into the innermost parts.ଭର୍ତ୍ସନା ମନପସନ୍ଦ ଖାଦ୍ୟପରି ଅଟେ, ଏହା ଉଦରର ଅନ୍ତରାଳଯକୁ ଚାଲିୟାଏ।
23 Fervent lips and a wicked heart Are `like' an earthen vessel overlaid with silver dross.ଅନୁରାଗୀ କଥା ଓ ମନ୍ଦ ହୃଦଯ ରୂପା ଖାଦ ରେ ମଣ୍ଡିତ ମୃତ୍ତିକା ପାତ୍ର ତୁଲ୍ଯ ଅଟେ।
24 He that hateth dissembleth with his lips; But he layeth up deceit within him:ଘୃଣାକାରୀ ନିଜ କଥା ରେ କପଟ କରେ, କିନ୍ତୁ ସେ ହୃଦଯ ରେ ପ୍ରବଞ୍ଚନା ରେଖ।
25 When he speaketh fair, believe him not; For there are seven abominations in his heart:ସେ ମିଷ୍ଟ ସ୍ବର ରେ କହିଲେ, ତାହାକୁ ବିଶ୍ବାସ କର ନାହିଁ। ଯେ ହତେୁ ତା'ର ହୃଦଯ ରେ ସାତଟା ଘୃଣ୍ଯ ବିଷଯ ଥାଏ।
26 Though `his' hatred cover itself with guile, His wickedness shall be openly showed before the assembly.ତାହାର ଘୃଣା କପଟ ରେ ଆପଣାକୁ ଆବୃତ୍ତ କଲେ ହେଁ, ତା'ର ମନ୍ଦତା ସଭା ରେ ପ୍ରକାଶ ପାଏ।
27 Whoso diggeth a pit shall fall therein; And he that rolleth a stone, it shall return upon him.ଯେ ଗାତ ଖୋଳେ, ସେ ଆପେ ହିଁ ସହେି ଗାତ ରେ ପଡ଼ିଥାଏ। ଏବଂ ଯେ ପଥର ଗଡ଼ାଏ, ତାହା ତା ଉପରକୁ ଲେଉଟି ଥାଏ।
28 A lying tongue hateth those whom it hath wounded; And a flattering mouth worketh ruin.ମିଥ୍ଯାବାଦୀ ଜିହ୍ବା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ। ପୁଣି ଚାଟୁବାଦୀ କଥା ସର୍ବନାଶ କରେ।
Oriya Bible