Bible

Psalm 21 - ASV (Oriya)

1 The king shall joy in thy strength, O Jehovah; And in thy salvation how greatly shall he rejoice!ହେ ସଦାପ୍ରଭୁ, ତୁମ୍ଭର ଶକ୍ତି ହିଁ ରାଜାକୁ ସୁଖୀ କରାଏ। ତୁମ୍ଭେ ଯେତବେେଳେ ତା'କୁ ଉଦ୍ଧାର କର, ସେ ଅତି ଆନନ୍ଦିତ ହୁଏ।

2 Thou hast given him his heart's desire, And hast not withholden the request of his lips. Selahତୁମ୍ଭେ ସହେି ରାଜାକୁ ୟାହା ସେ ଚା ହେଁ ପ୍ରଦାନ କର। ହେ ସଦାପ୍ରଭୁ ସହେି ରାଜା ତୁମ୍ଭ ନିକଟରୁ କିଛି ଚାହିଁଥିଲା ଓ ତୁମ୍ଭେ ତା'ର ସକଳ ଇଚ୍ଛା ପୂରଣ କଲ।

3 For thou meetest him with the blessings of goodness: Thou settest a crown of fine gold on his head.ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ। ତୁମ୍ଭେ ତା'ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦଇେଛ।

4 He asked life of thee, thou gavest it him, Even length of days for ever and ever.ହେ ପରମେଶ୍ବର, ରାଜା ତୁମ୍ଭକୁ ଜୀବନ ପ୍ରାର୍ଥନା କଲେ ଓ ତୁମ୍ଭେ ତାକୁ ତାହା ପ୍ରଦାନ କରିଛ। ତୁମ୍ଭେ ତାକୁ ଅନନ୍ତ ଜୀବନଦାନ କରିଛ, ୟାହା ଅନନ୍ତକାଳସ୍ଥାଯୀ।

5 His glory is great in thy salvation: Honor and majesty dost thou lay upon him.ସହେି ରାଜାଙ୍କୁ ତୁମ୍ଭେ ବିଜଯ ପ୍ରଦାନ କରିଛ ଓ ତାକୁ ଗୌରବରେ ମଣ୍ଡିତ କରିଛ। ତୁମ୍ଭେ ତାଙ୍କୁ ସମ୍ମାନ ଓ ପ୍ରଶଂସା ପ୍ରଦାନ କରିଛ ?

6 For thou makest him most blessed for ever: Thou makest him glad with joy in thy presence.ହେ ପରମେଶ୍ବର, ତୁମ୍ଭେ ପ୍ରକୃତରେ ସହେି ରାଜାଙ୍କୁ ଚିରଦିନ ଲାଗି ଆଶୀର୍ବାଦ କରିଛ। ଯେତବେେଳେ ସେ ତୁମ୍ଭର ମୁଖ ଦର୍ଶନ କରେ ତା'ର ଆନନ୍ଦ ଆହୁରି ବଢ଼ିୟାଏ।

7 For the king trusteth in Jehovah; And through the lovingkindness of the Most High he shall not be moved.ରାଜା ସଦାପ୍ରଭୁଙ୍କ ଉପରେ ନିର୍ଭର କରେ। ସର୍ବୋପରିସ୍ଥ ପରମେଶ୍ବରଙ୍କ ସ୍ନହପେୂର୍ଣ୍ଣ କରୁଣା କବେେ ହେଲେ ତା'କୁ ପଡ଼ିବା ପାଇଁ ଦବେେ ନାହିଁ।

8 Thy hand will find out all thine enemies; Thy right hand will find out those that hate thee.ହେ ପରମେଶ୍ବର ତୁମ୍ଭେ ଆପଣା ଶତ୍ରୁମାନଙ୍କୁ ଦଖାଇେ ଦିଅ ୟେ ତୁମ୍ଭେ ସବୁଠାରୁ ଶକ୍ତିଶାଳୀ। ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି। ତୁମ୍ଭର ଶକ୍ତି ସେ ସମସ୍ତଙ୍କୁ ପରାଜିତ କରିବ।

9 Thou wilt make them as a fiery furnace in the time of thine anger: Jehovah will swallow them up in his wrath, And the fire shall devour them.ତୁମ୍ଭେ ଆପଣା ରାଜାଙ୍କୁ ଏକ ଜଳନ୍ତ ଚୁଲ୍ଲୀ ତୁଲ୍ଯ କରିବ, ଯେତବେେଳେ ତୁମ୍ଭେ ତାଙ୍କୁ ସାହାୟ୍ଯ କରିବା ପାଇଁ ଆସ, ଏବଂ ତାଙ୍କ କୋର୍ଧରେ ସେ ସମ୍ପୂର୍ଣ୍ଣ ଭାବରେ ସମାନଙ୍କେୁ ଧ୍ବଂସ କରିବେ।

10 Their fruit wilt thou destroy from the earth, And their seed from among the children of men.ଏ ପୃଥିବୀରୁ ସମାନଙ୍କେର ଫଳ ଓ ମନୁଷ୍ଯ ସନ୍ତାନଗଣ ମଧ୍ଯରୁ ସମାନଙ୍କେର ବଂଶ ଲୋପ କରିବ।

11 For they intended evil against thee; They conceived a device which they are not able to perform.କାହିଁକି ? କାରଣ ସହେି ଦୁଷ୍ଟ ଲୋକମାନେ ତୁମ୍ଭ ବିରୁଦ୍ଧରେ ମନ୍ତ୍ରଣା କରୁଥିଲେ। ହେ ସଦାପ୍ରଭୁ, ସମାନେେ ମନ୍ଦ କାର୍ୟ୍ଯ କରିବାକୁ ଯୋଜନା କରୁଥଲେ କିନ୍ତୁ ସମାନେେ ସହେି କାର୍ୟ୍ଯରେ ସଫଳ ହେଲେ ନାହିଁ।

12 For thou wilt make them turn their back; Thou wilt make ready with thy bowstrings against their face.ହେ ସଦାପ୍ରଭୁ, ତୁମ୍ଭେ ସହେି ଲୋକମାନଙ୍କୁ ତୁମ୍ଭର ଦାସ କରିଛ। ସମାନଙ୍କେୁ ତୁମ୍ଭେ ରଶିରେ ବାନ୍ଧି ପକାଇଛ। ତୁମ୍ଭେ ରଶିରେ ସମାନଙ୍କେର ବକେକୁ ଫାଶ କରି ବସାଇ ଦଇେଛ। ତୁମ୍ଭେ ସମାନଙ୍କେୁ ଦାସ କରି ରଖିବାକୁ ବାଧ୍ଯ କରିଛ।

13 Be thou exalted, O Jehovah, in thy strength: So will we sing and praise thy power. Psalm 22 For the Chief Musician; set to Aijaleth hash-Shahar. A Psalm of David.ହେ ସଦାପ୍ରଭୁ ତୁମ୍ଭର ଶକ୍ତିର ବିଜଯ ଗୀତ ଚାରିଆଡ଼େ ଗୁଞ୍ଜରିତ ହେଉ। ଆମ୍ଭେ ସହେି ଗୀତ ଗାନ କରି ଓ ତୁମ୍ଭର ସଙ୍ଗୀତର ତାଳେ ତାଳେ ନୃତ୍ଯ କରି ତୁମ୍ଭର ପରାକ୍ରମ ସମ୍ପର୍କରେ ଚାରିଆଡ଼େ ପ୍ରଚାର କରିବୁ।

Oriya Bible