Psalm 50:6 in Oriya

Oriya Oriya Bible Psalm Psalm 50 Psalm 50:6

Psalm 50:6
ପରମେଶ୍ବର ହେଉଛନ୍ତି ବିଚାରକର୍ତ୍ତା। ସ୍ବର୍ଗ ତାଙ୍କର ନ୍ଯାଯ ପ୍ରିଯତାକୁ ବର୍ଣ୍ଣନା କରେ।

Psalm 50:5Psalm 50Psalm 50:7

Psalm 50:6 in Other Translations

King James Version (KJV)
And the heavens shall declare his righteousness: for God is judge himself. Selah.

American Standard Version (ASV)
And the heavens shall declare his righteousness; For God is judge himself. Selah

Bible in Basic English (BBE)
And let the heavens make clear his righteousness; for God himself is the judge. (Selah.)

Darby English Bible (DBY)
And the heavens shall declare his righteousness; for God executeth judgment himself. Selah.

Webster's Bible (WBT)
And the heavens shall declare his righteousness: for God is judge himself. Selah.

World English Bible (WEB)
The heavens shall declare his righteousness, For God himself is judge. Selah.

Young's Literal Translation (YLT)
And the heavens declare His righteousness, For God Himself `is' judge. Selah.

is
shall
declare
וַיַּגִּ֣ידוּwayyaggîdûva-ya-ɡEE-doo
And
the
שָׁמַ֣יִםšāmayimsha-MA-yeem
heavens
righteousness:
צִדְק֑וֹṣidqôtseed-KOH
his
כִּֽיkee
for
אֱלֹהִ֓ים׀ʾĕlōhîmay-loh-HEEM
God
judge
שֹׁפֵ֖טšōpēṭshoh-FATE
himself.
ה֣וּאhûʾhoo
Selah.
סֶֽלָה׃selâSEH-la

Cross Reference

ଗୀତସଂହିତା 75:7
ପରମେଶ୍ବର ବିଚାରକର୍ତ୍ତା ଅଟନ୍ତି ଏବଂ ପରମେଶ୍ବର ନିଷ୍ପତ୍ତି ନବେେ କିଏ ୟେ ମହାନ୍ ହବେ। ପରମେଶ୍ବର ହିଁ ୟେ କୌଣସି ବ୍ଯକ୍ତିକୁ ମହତ୍ବପୂର୍ଣ୍ଣ ସ୍ଥାନରେ ସ୍ଥାପନ କରିପାରନ୍ତି।

ଗୀତସଂହିତା 97:6
ଆକାଶ ତାଙ୍କର ଧାର୍ମିକ ସତ୍ଯତା ପ୍ରଚାର କରେ ଓ ପ୍ରେତ୍ୟକକ ଜାତିଗଣ ତାଙ୍କ ମହିମା ଦେଖନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:2
ତାହାଙ୍କର ବିଚାରଗୁଡ଼ିକ ସତ୍ଯ ଓ ଯଥାର୍ଥ। ସେ ମହା ବେଶ୍ଯାକୁ ଦଣ୍ଡ ଦଇେଛନ୍ତି। ସହେି ବେଶ୍ଯା ତା'ର ୟୌନଗତ ପାପରେ ପୃଥିବୀକୁ ଭ୍ରଷ୍ଟ କରିଦଇେଅଛି। ପରମେଶ୍ବର ତାହାଙ୍କ ସବେକମାନଙ୍କର ରକ୍ତ ହତେୁ ତାହାକୁ ଦଣ୍ଡ ଦଇେଛନ୍ତି।

ଗୀତସଂହିତା 89:5
ହେ ସଦାପ୍ରଭୁ, ସ୍ବର୍ଗ ତୁମ୍ଭର ଆଶ୍ଚର୍ୟ୍ଯ କର୍ମମାନର ପ୍ରଶଂସା କରୁଛି। ପବିତ୍ରଗଣର ସମାନ ତୁମ୍ଭ ବିଶ୍ବସ୍ତତାରେ ପ୍ରଶଂସା କରେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:11
ତା'ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ଯକ୍ତିଙ୍କୁ ସହେି ସିଂହାସନ ରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଚାଲିଗଲେ ଓ ଉଭଇେ ଗଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:5
ତା'ପରେ ମୁଁ ଜଳ ସମୂହର ଅଧିକାରୀ ଦୂତଙ୍କୁ ପରମେଶ୍ବରଙ୍କୁ କହିବାର ଶୁଣିଲି :

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:10
ଆମ୍ଭେ ସମସ୍ତେ ବିଚାରିତ ହବୋ ନିମନ୍ତେ ଖ୍ରୀଷ୍ଟଙ୍କର ନ୍ଯାଯାସନ ଆଗ ରେ ଅବଶ୍ଯ ଠିଆ ହବେୁ। ଆମ୍ଭମାନଙ୍କ ଭିତରୁ ପ୍ରେତ୍ୟକକ, ଏହି ପାର୍ଥିବ ଶରୀର ଧାରଣ କରିଥିଲା ବେଳେ ଯାହା କିଛି ଭଲ ବା ମନ୍ଦ କରିଛୁ, ତା'ପାଇଁ ପ୍ରତିଦାନ ପାଇବ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14:9
ସେଥିପାଇଁ ଖ୍ରଷ୍ଟ ମୃତ୍ଯୁ ବରଣ କଲେ ଓ ମୃତ୍ଯୁରୁ ପୂନଃ ଜୀବିତ ହେଲେ। ଖ୍ରୀଷ୍ଟ ଏପରି କରିବାର କାରଣ ଯେ, ଯେଉଁ ମାନେ ମରି ସାରିଛନ୍ତି ଓ ଯେଉଁ ମାନେ ଜୀବିତ ଅଛନ୍ତି, ସେ ସମସ୍ତଙ୍କର ପ୍ରଭୁ ହାଇେ ପାରିବେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:5
କିନ୍ତୁ ତୁମ୍ଭମାନେେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ବର ନିଜର କୋରଧ ଦଖାଇବେେ, ସହେି ଦିନ ତୁମ୍ଭେ ସହେି ଦଣ୍ଡ ପାଇବ। ସହେି ଦିନ ଲୋକେ ପରମେଶ୍ବରଙ୍କର ଠିକ୍ ନ୍ଯାୟବିଚ଼ାର ଦେଖିବେ।

ଯୋହନଲିଖିତ ସୁସମାଚାର 5:22
ପିତା କାହାର ବିଚାର କରନ୍ତି ନାହିଁ। କିନ୍ତୁ ସେ ପୁତ୍ରଙ୍କୁ ବିଚାର କରିବାର ସମସ୍ତ କ୍ଷମତା ଅର୍ପଣ କରିଛନ୍ତି।

ଗୀତସଂହିତା 9:16
ସଦାପ୍ରଭୁ ସହେି ଦୁଷ୍ଟ ଲୋକମାନଙ୍କୁ ଧରିପକାନ୍ତି, ଏହା ଦ୍ବାରା ଲୋକମାନେ ଶିକ୍ଷା କରନ୍ତି ୟେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅନ୍ତି।

ଗୀତସଂହିତା 7:3
ହେ ସଦାପ୍ରଭୁ ମାରେ ପରମେଶ୍ବର, ୟଦି ମୁଁ କିଛି ଭଲ କରି ନାହିଁ। ମୁଁ ପ୍ରତିଜ୍ଞା କରି କହିପାରେ ମୁଁ କିଛି କୁକର୍ମ କରି ନାହିଁ।

ଆଦି ପୁସ୍ତକ 18:25
ନିଶ୍ଚଯ ତୁମ୍ଭେ ଭଲ ଲୋକଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ବଂସ କରିବ ନାହିଁ। ଯଦି ଏହା ହୁଏ, ତବେେ ଦୁଷ୍ଟ ଓ ଧାର୍ମିକ ଲୋକ ସମାନ ଭାବରେ ଗଣାଯିବେ। କଣ ସାରା ପୃଥିବୀର ବିଚାରକର୍ତ୍ତା ଯାହା ନ୍ଯାଯ, ତାହା କରିବେ ନାହିଁ।