Titus 1
5 ମୁଁ ତୁମ୍ଭକୁ କ୍ରୀତୀଠା ରେ ଏବେ ସୁଦ୍ଧା ଯେଉଁ କାମ ବାକି ରହି ଯାଇଛି, ସଗେୁଡ଼ିକୁ ସମ୍ପୂର୍ଣ୍ଣ କରିବା ପାଇଁ ଛାଡ଼ି ଆସିଥିଲି। ମୁଁ ସଠାେରେ ତୁମ୍ଭକୁ ଏଥିପାଇଁ ମଧ୍ଯ ଛାଡ଼ି ଆସିଥିଲି ଯେ ତୁମ୍ଭେ ପ୍ରେତ୍ୟକକ ନଗର ରେ ପ୍ରାଚୀନ ହବୋ ଲୋକମାନଙ୍କୁ ବାଛି ପାରିବ।
6 ଏକ ପ୍ରାଚୀନ ହବୋ ପାଇଁ ଜଣେ ଲୋକର ଯେଉଁ ଗୁଣ ଥିବା ଦରକାର, ସଗେୁଡ଼ିକ ହେଲା ସେ ନିର୍ଦ୍ ଦୋଷ ଥିବେ। ତାହାଙ୍କର ଜଣେ ମାତ୍ର ସ୍ତ୍ରୀ ଥିବେ। ତାହାଙ୍କର ସନ୍ତାନମାନେ ବିଶ୍ବାସୀ ହାଇେଥିବେ। ସମାନେେ ହିଂସ୍ର ଜୀବନ ଯାପନ କରୁ ନ ଥିବେ ଓ ଅନୁଶାସନହୀନ ନ ଥିବେ।
7 ଏହି ପ୍ରାଚୀନମାନଙ୍କର କାମ ହେଉଛି ପରମେଶ୍ବରଙ୍କ କାମର ଯତ୍ନ ନବୋ, ଅତଏବ ସେ ନିର୍ଦ୍ ଦୋଷ ହବୋ କଥା। ସେ ଗର୍ବୀ, ସ୍ବାର୍ଥୀ ଓ ଶୀଘ୍ର କୋରଧୀ ହାଇେ ନ ଥିବେ। ସେ ଅତ୍ଯଧିକ ମଦ୍ଯ ପାନ କରୁ ନ ଥିବେ। ସେ କଳହ ପ୍ରିୟ ହାଇେ ନ ଥିବେ। ଅନ୍ୟମାନଙ୍କୁ ଠକି ଧନୀ ହବୋ ପାଇଁ ସର୍ବଦା ଚେଷ୍ଟା କରୁ ନ ଥିବେ।
8 ନିଜ ଘ ରେ ଲୋକମାନଙ୍କୁ ସ୍ବାଗତ କରି ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବେ। ସେ ଉତ୍ତମ ବିଷୟକୁ ପ୍ ରମେ କରୁଥିବେ, ଜ୍ଞାନୀ ହାଇେଥିବେ, ଧାର୍ମିକଭାବେ ଜୀବନଯାପନ କରୁଥିବେ, ପବିତ୍ର ହାଇେଥିବେ ଓ ନିଜକୁ ସଂୟମ କରି ପାରୁଥିବେ। ଆମ୍ଭେ ସତ୍ଯର ଯେଉଁ ରୂପରେ ଶିକ୍ଷା ପ୍ରଦାନ କରିଛୁ, ଜଣେ ପ୍ରାଚୀନ, ନିଷ୍ଠାପର ଭାବରେ ତାହା ପ୍ରଦାନ କରୁଥିବେ।
9 ପ୍ରକୃତ ଶିକ୍ଷାକୁ ବ୍ଯବହାର କରି ଜଣେ ପ୍ରାଚୀନ ଲୋକମାନଙ୍କୁ ସାହାୟ୍ଯ କରିବା ରେ ସକ୍ଷମ ହାଇେଥିବେ ଏବଂ ପ୍ରକୃତ ଶିକ୍ଷାର ବିରୋଧୀମାନଙ୍କୁ ସେ ଯେପରି ଦଖାଇେ ଦବୋକୁ ସକ୍ଷମ ହବେେ ଯେ ସମାନେେ ଭୁଲ ଅଟନ୍ତି।
10 ଅନକେ ଲୋକ ଏପରି ଅଛନ୍ତି, ଯେଉଁମାନେ ମାନିବାକୁ ମନା କରନ୍ତି, ଅବାନ୍ତର କଥାମାନ କୁହନ୍ତି ଓ ଅନ୍ୟ ଲୋକମାନଙ୍କୁ ଭୁଲ ବାଟରେ ପରିଚାଳିତ କରନ୍ତି। ମୁଁ ବିଶଷେ ଭାବରେ ସେ ଲୋକମାନଙ୍କ ବିଷୟ ରେ କହୁଛି, ଯେଉଁମାନେ ସମସ୍ତ ଅଣଯିହୂଦୀମାନଙ୍କୁ ସୁନ୍ନତ ହବୋପାଇଁ କହନ୍ତି।
11 ଜଣେ ପ୍ରାଚୀନ ସମାନଙ୍କେର ଭୁଲ ବିଷୟ ରେ ତାହାଙ୍କୁ ଅବଗତ କରାଇବାକୁ ସକ୍ଷମ ଥିବେ ଓ ସମାନଙ୍କେୁ ଏପରି ଅବାନ୍ତର କଥା କହିବାରୁ ବନ୍ଦ କରାଇପାରୁଥିବେ। ସହେି ଲୋକମାନେ କୁଶିକ୍ଷାର ଉପଦେଶ ଦଇେ ସମ୍ପୂର୍ଣ୍ଣ ପରିବାରଗୁଡ଼ିକୁ ନଷ୍ଟ କରୁଛନ୍ତି। ସମାନେେ କବଳେ ଲୋକମାନଙ୍କୁ ଠକିବା ପାଇଁ ଏଭଳି ଶିକ୍ଷା ଦିଅନ୍ତି କାରଣ ସମାନେେ ଧନ ଅର୍ଜନ କରିବାକୁ ଇଚ୍ଛା କରନ୍ତି।
12 ତାହାଙ୍କ ନିଜ ଲୋକମାନଙ୍କ ମଧ୍ଯରୁ ଜଣେ, ୟିଏ କି ଭବିଷ୍ଯଦ୍ ବକ୍ତା, କହିଛନ୍ତି : କ୍ରୀତୀର ଲୋକେ ସର୍ବଦା ମିଛ କୁହନ୍ତି। ସମାନେେ ଦୁଷ୍ଟ ପଶୁ ଓ ଅଳସୁଆ। ସମାନେେ ଖାଇବା ଛଡ଼ା ଅନ୍ୟ କିଛି କରନ୍ତି ନାହିଁ।
13 ସହେି ଭାବବାଦୀଙ୍କ କଥା ସତ। ଅତଏବ ସମାନଙ୍କେୁ କୁହ ଯେ ସମାନେେ ଭୁଲ କରୁଛନ୍ତି। ତୁମ୍ଭେ ତାହାଙ୍କ ପ୍ରତି କଠାେର ହବୋ ଉଚିତ। ତା' ହେଲେ ସମାନେେ ବିଶ୍ବାସ ରେ ଦୃଢ଼ ହବେେ।
14 ତା' ହେଲେ ସମାନେେ ଯିହୂଦୀ ଗପଗୁଡ଼ିକୁ ଗ୍ରହଣ କରିବେ ନାହିଁ କି ସତ୍ଯକୁ ଗ୍ରହଣ କରୁ ନ ଥିବା ଲୋକଙ୍କ ଆଦେଶ ପାଳନ କରିବେ ନାହିଁ।
15 ଯେଉଁମାନେ ପବିତ୍ର, ତାହାଙ୍କ ପାଇଁ ସବୁ କିଛି ପବିତ୍ର। କିନ୍ତୁ ଯେଉଁମାନେ ପାପୀ ଓ ଅବିଶ୍ବାସୀ, ସମାନଙ୍କେ ଲାଗି କିଛି ହେଲେ ପବିତ୍ର ନୁହେଁ। ସମାନଙ୍କେର ଚିନ୍ତା ପାପରେ ଦୂଷିତ ହାଇଯୋଇଛି ଓ ଠିକ୍ କ'ଣ, ସେ ସମ୍ବନ୍ଧ ରେ ସମାନଙ୍କେର ଜ୍ଞାନ ନଷ୍ଟ ହାଇେ ଯାଇଛି।
5 For this cause left I thee in Crete, that thou shouldest set in order the things that are wanting, and ordain elders in every city, as I had appointed thee:
6 If any be blameless, the husband of one wife, having faithful children not accused of riot or unruly.
7 For a bishop must be blameless, as the steward of God; not selfwilled, not soon angry, not given to wine, no striker, not given to filthy lucre;
8 But a lover of hospitality, a lover of good men, sober, just, holy, temperate;
9 Holding fast the faithful word as he hath been taught, that he may be able by sound doctrine both to exhort and to convince the gainsayers.
10 For there are many unruly and vain talkers and deceivers, specially they of the circumcision:
11 Whose mouths must be stopped, who subvert whole houses, teaching things which they ought not, for filthy lucre’s sake.
12 One of themselves, even a prophet of their own, said, The Cretians are alway liars, evil beasts, slow bellies.
13 This witness is true. Wherefore rebuke them sharply, that they may be sound in the faith;
14 Not giving heed to Jewish fables, and commandments of men, that turn from the truth.
15 Unto the pure all things are pure: but unto them that are defiled and unbelieving is nothing pure; but even their mind and conscience is defiled.
Titus 1 in Tamil and English
5 ମୁଁ ତୁମ୍ଭକୁ କ୍ରୀତୀଠା ରେ ଏବେ ସୁଦ୍ଧା ଯେଉଁ କାମ ବାକି ରହି ଯାଇଛି, ସଗେୁଡ଼ିକୁ ସମ୍ପୂର୍ଣ୍ଣ କରିବା ପାଇଁ ଛାଡ଼ି ଆସିଥିଲି। ମୁଁ ସଠାେରେ ତୁମ୍ଭକୁ ଏଥିପାଇଁ ମଧ୍ଯ ଛାଡ଼ି ଆସିଥିଲି ଯେ ତୁମ୍ଭେ ପ୍ରେତ୍ୟକକ ନଗର ରେ ପ୍ରାଚୀନ ହବୋ ଲୋକମାନଙ୍କୁ ବାଛି ପାରିବ।
For this cause left I thee in Crete, that thou shouldest set in order the things that are wanting, and ordain elders in every city, as I had appointed thee:
6 ଏକ ପ୍ରାଚୀନ ହବୋ ପାଇଁ ଜଣେ ଲୋକର ଯେଉଁ ଗୁଣ ଥିବା ଦରକାର, ସଗେୁଡ଼ିକ ହେଲା ସେ ନିର୍ଦ୍ ଦୋଷ ଥିବେ। ତାହାଙ୍କର ଜଣେ ମାତ୍ର ସ୍ତ୍ରୀ ଥିବେ। ତାହାଙ୍କର ସନ୍ତାନମାନେ ବିଶ୍ବାସୀ ହାଇେଥିବେ। ସମାନେେ ହିଂସ୍ର ଜୀବନ ଯାପନ କରୁ ନ ଥିବେ ଓ ଅନୁଶାସନହୀନ ନ ଥିବେ।
If any be blameless, the husband of one wife, having faithful children not accused of riot or unruly.
7 ଏହି ପ୍ରାଚୀନମାନଙ୍କର କାମ ହେଉଛି ପରମେଶ୍ବରଙ୍କ କାମର ଯତ୍ନ ନବୋ, ଅତଏବ ସେ ନିର୍ଦ୍ ଦୋଷ ହବୋ କଥା। ସେ ଗର୍ବୀ, ସ୍ବାର୍ଥୀ ଓ ଶୀଘ୍ର କୋରଧୀ ହାଇେ ନ ଥିବେ। ସେ ଅତ୍ଯଧିକ ମଦ୍ଯ ପାନ କରୁ ନ ଥିବେ। ସେ କଳହ ପ୍ରିୟ ହାଇେ ନ ଥିବେ। ଅନ୍ୟମାନଙ୍କୁ ଠକି ଧନୀ ହବୋ ପାଇଁ ସର୍ବଦା ଚେଷ୍ଟା କରୁ ନ ଥିବେ।
For a bishop must be blameless, as the steward of God; not selfwilled, not soon angry, not given to wine, no striker, not given to filthy lucre;
8 ନିଜ ଘ ରେ ଲୋକମାନଙ୍କୁ ସ୍ବାଗତ କରି ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବେ। ସେ ଉତ୍ତମ ବିଷୟକୁ ପ୍ ରମେ କରୁଥିବେ, ଜ୍ଞାନୀ ହାଇେଥିବେ, ଧାର୍ମିକଭାବେ ଜୀବନଯାପନ କରୁଥିବେ, ପବିତ୍ର ହାଇେଥିବେ ଓ ନିଜକୁ ସଂୟମ କରି ପାରୁଥିବେ। ଆମ୍ଭେ ସତ୍ଯର ଯେଉଁ ରୂପରେ ଶିକ୍ଷା ପ୍ରଦାନ କରିଛୁ, ଜଣେ ପ୍ରାଚୀନ, ନିଷ୍ଠାପର ଭାବରେ ତାହା ପ୍ରଦାନ କରୁଥିବେ।
But a lover of hospitality, a lover of good men, sober, just, holy, temperate;
9 ପ୍ରକୃତ ଶିକ୍ଷାକୁ ବ୍ଯବହାର କରି ଜଣେ ପ୍ରାଚୀନ ଲୋକମାନଙ୍କୁ ସାହାୟ୍ଯ କରିବା ରେ ସକ୍ଷମ ହାଇେଥିବେ ଏବଂ ପ୍ରକୃତ ଶିକ୍ଷାର ବିରୋଧୀମାନଙ୍କୁ ସେ ଯେପରି ଦଖାଇେ ଦବୋକୁ ସକ୍ଷମ ହବେେ ଯେ ସମାନେେ ଭୁଲ ଅଟନ୍ତି।
Holding fast the faithful word as he hath been taught, that he may be able by sound doctrine both to exhort and to convince the gainsayers.
10 ଅନକେ ଲୋକ ଏପରି ଅଛନ୍ତି, ଯେଉଁମାନେ ମାନିବାକୁ ମନା କରନ୍ତି, ଅବାନ୍ତର କଥାମାନ କୁହନ୍ତି ଓ ଅନ୍ୟ ଲୋକମାନଙ୍କୁ ଭୁଲ ବାଟରେ ପରିଚାଳିତ କରନ୍ତି। ମୁଁ ବିଶଷେ ଭାବରେ ସେ ଲୋକମାନଙ୍କ ବିଷୟ ରେ କହୁଛି, ଯେଉଁମାନେ ସମସ୍ତ ଅଣଯିହୂଦୀମାନଙ୍କୁ ସୁନ୍ନତ ହବୋପାଇଁ କହନ୍ତି।
For there are many unruly and vain talkers and deceivers, specially they of the circumcision:
11 ଜଣେ ପ୍ରାଚୀନ ସମାନଙ୍କେର ଭୁଲ ବିଷୟ ରେ ତାହାଙ୍କୁ ଅବଗତ କରାଇବାକୁ ସକ୍ଷମ ଥିବେ ଓ ସମାନଙ୍କେୁ ଏପରି ଅବାନ୍ତର କଥା କହିବାରୁ ବନ୍ଦ କରାଇପାରୁଥିବେ। ସହେି ଲୋକମାନେ କୁଶିକ୍ଷାର ଉପଦେଶ ଦଇେ ସମ୍ପୂର୍ଣ୍ଣ ପରିବାରଗୁଡ଼ିକୁ ନଷ୍ଟ କରୁଛନ୍ତି। ସମାନେେ କବଳେ ଲୋକମାନଙ୍କୁ ଠକିବା ପାଇଁ ଏଭଳି ଶିକ୍ଷା ଦିଅନ୍ତି କାରଣ ସମାନେେ ଧନ ଅର୍ଜନ କରିବାକୁ ଇଚ୍ଛା କରନ୍ତି।
Whose mouths must be stopped, who subvert whole houses, teaching things which they ought not, for filthy lucre’s sake.
12 ତାହାଙ୍କ ନିଜ ଲୋକମାନଙ୍କ ମଧ୍ଯରୁ ଜଣେ, ୟିଏ କି ଭବିଷ୍ଯଦ୍ ବକ୍ତା, କହିଛନ୍ତି : କ୍ରୀତୀର ଲୋକେ ସର୍ବଦା ମିଛ କୁହନ୍ତି। ସମାନେେ ଦୁଷ୍ଟ ପଶୁ ଓ ଅଳସୁଆ। ସମାନେେ ଖାଇବା ଛଡ଼ା ଅନ୍ୟ କିଛି କରନ୍ତି ନାହିଁ।
One of themselves, even a prophet of their own, said, The Cretians are alway liars, evil beasts, slow bellies.
13 ସହେି ଭାବବାଦୀଙ୍କ କଥା ସତ। ଅତଏବ ସମାନଙ୍କେୁ କୁହ ଯେ ସମାନେେ ଭୁଲ କରୁଛନ୍ତି। ତୁମ୍ଭେ ତାହାଙ୍କ ପ୍ରତି କଠାେର ହବୋ ଉଚିତ। ତା' ହେଲେ ସମାନେେ ବିଶ୍ବାସ ରେ ଦୃଢ଼ ହବେେ।
This witness is true. Wherefore rebuke them sharply, that they may be sound in the faith;
14 ତା' ହେଲେ ସମାନେେ ଯିହୂଦୀ ଗପଗୁଡ଼ିକୁ ଗ୍ରହଣ କରିବେ ନାହିଁ କି ସତ୍ଯକୁ ଗ୍ରହଣ କରୁ ନ ଥିବା ଲୋକଙ୍କ ଆଦେଶ ପାଳନ କରିବେ ନାହିଁ।
Not giving heed to Jewish fables, and commandments of men, that turn from the truth.
15 ଯେଉଁମାନେ ପବିତ୍ର, ତାହାଙ୍କ ପାଇଁ ସବୁ କିଛି ପବିତ୍ର। କିନ୍ତୁ ଯେଉଁମାନେ ପାପୀ ଓ ଅବିଶ୍ବାସୀ, ସମାନଙ୍କେ ଲାଗି କିଛି ହେଲେ ପବିତ୍ର ନୁହେଁ। ସମାନଙ୍କେର ଚିନ୍ତା ପାପରେ ଦୂଷିତ ହାଇଯୋଇଛି ଓ ଠିକ୍ କ'ଣ, ସେ ସମ୍ବନ୍ଧ ରେ ସମାନଙ୍କେର ଜ୍ଞାନ ନଷ୍ଟ ହାଇେ ଯାଇଛି।
Unto the pure all things are pure: but unto them that are defiled and unbelieving is nothing pure; but even their mind and conscience is defiled.