Zephaniah 3:5 in Oriya

Oriya Oriya Bible Zephaniah Zephaniah 3 Zephaniah 3:5

Zephaniah 3:5
ତଥାପି ପରମେଶ୍ବର ସହେି ନଗର ପ୍ରତି ଧାର୍ମିକ ଅଟନ୍ତି। ସେ କୌଣସି ଭୂଲ୍ କରନ୍ତି ନାହିଁ। ସକାଳ ପ ରେ ସକାଳ, ସେ ତାଙ୍କ ନ୍ଯାଯ ବିଗ୍ଭର କରନ୍ତି। ପ୍ରାତଃକାଳ ରେ ସେ ତାହା ନିଶ୍ଚଯ କରନ୍ତି। କିନ୍ତୁ ସହେି ମନ୍ଦ ପ୍ରକୃତିର ଲୋକମାନେ ନିଜର କରିଥିବା ମନ୍ଦ କାର୍ୟ୍ଯ ପାଇଁ ଲଜ୍ଜିତ ହୁଅନ୍ତି ନାହିଁ।

Zephaniah 3:4Zephaniah 3Zephaniah 3:6

Zephaniah 3:5 in Other Translations

King James Version (KJV)
The just LORD is in the midst thereof; he will not do iniquity: every morning doth he bring his judgment to light, he faileth not; but the unjust knoweth no shame.

American Standard Version (ASV)
Jehovah in the midst of her is righteous; he will not do iniquity; every morning doth he bring his justice to light, he faileth not; but the unjust knoweth no shame.

Bible in Basic English (BBE)
The Lord in her is upright; he will not do evil; every morning he lets his righteousness be seen, he is unchanging; but the evil-doer has no sense of shame.

Darby English Bible (DBY)
The righteous Jehovah is in the midst of her: he doeth no wrong. Every morning doth he bring his judgment to light; it faileth not: but the unrighteous knoweth no shame.

World English Bible (WEB)
Yahweh, in the midst of her, is righteous. He will do no wrong. Every morning he brings his justice to light. He doesn't fail, but the unjust know no shame.

Young's Literal Translation (YLT)
Jehovah `is' righteous in her midst, He doth not do perverseness, Morning by morning His judgment he giveth to the light, It hath not been lacking, And the perverse doth not know shame.

The
just
יְהוָ֤הyĕhwâyeh-VA
Lord
צַדִּיק֙ṣaddîqtsa-DEEK
is
in
the
midst
בְּקִרְבָּ֔הּbĕqirbāhbeh-keer-BA
not
will
he
thereof;
לֹ֥אlōʾloh
do
יַעֲשֶׂ֖הyaʿăśeya-uh-SEH
iniquity:
עַוְלָ֑הʿawlâav-LA
every
בַּבֹּ֨קֶרbabbōqerba-BOH-ker
morning
בַּבֹּ֜קֶרbabbōqerba-BOH-ker
bring
he
doth
מִשְׁפָּט֨וֹmišpāṭômeesh-pa-TOH
his
judgment
יִתֵּ֤ןyittēnyee-TANE
to
light,
לָאוֹר֙lāʾôrla-ORE
he
faileth
לֹ֣אlōʾloh
not;
נֶעְדָּ֔רneʿdārneh-DAHR
but
the
unjust
וְלֹֽאwĕlōʾveh-LOH
knoweth
יוֹדֵ֥עַyôdēaʿyoh-DAY-ah
no
עַוָּ֖לʿawwālah-WAHL
shame.
בֹּֽשֶׁת׃bōšetBOH-shet

Cross Reference

Zephaniah 3:15
କାହିଁକି? କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଦଣ୍ତ ଦେଲେ ନାହିଁ। ସେ ତୁମ୍ଭର ଶତୃମାନଙ୍କୁ ବିନାଶ କଲେ। ଇଶ୍ରାୟେଲର ରାଜା, ସ୍ବଯଂ ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଅଛନ୍ତି। ତୁମ୍ଭେ ମନ୍ଦ ବିଷଯ ପାଇଁ ଆଉ ଭୟଭୀତ ହବେ ନାହିଁ।

Deuteronomy 32:4
ସତେ ଶୈଳ, ତାଙ୍କର କର୍ମ ସିଦ୍ଧ। କାରଣ ତାଙ୍କର ସକଳ ପଥ ଯଥାର୍ଥ। ସେ ବିଶ୍ବସ୍ତ ଓ ନ୍ଯାଯବାନ୍ ପରମେଶ୍ବର। ସେ ଉତ୍ତମ ଓ ସତ୍ଯ।

Deuteronomy 23:14
ତୁମ୍ଭକୁ ରକ୍ଷା କରିବା ପାଇଁ ଓ ତକ୍ସ୍ଟମ୍ଭ ହସ୍ତ ରେ ତୁମ୍ଭର ଶତୃମାନଙ୍କୁ ସମର୍ପଣ କରିବ ପାଇଁ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ଛାଉଣୀ ମଧିଅରେ ଗମନାଗମନ କରନ୍ତି। ଏଥିପାଇଁ ସେ ଯେପରି ତୁମ୍ଭମାନଙ୍କ ମଧିଅରେ ଲଜ୍ଜାକର ବିଷଯ ନ ଦେଖନ୍ତି ଓ ତକ୍ସ୍ଟମ୍ଭ ନିକଟରକ୍ସ୍ଟ ବିମକ୍ସ୍ଟଖ ନ ହକ୍ସ୍ଟଅନ୍ତି। ଏଥିପାଇଁ ତୁମ୍ଭର ଛାଉଣୀ ସର୍ବଦା ପବିତ୍ର ହବୋ ଉଚିତ୍।

Job 34:10
ତୁମ୍ଭମାନେେ ବୁଝାମଣା ସମ୍ପନ୍ନ ମଣିଷ ମାେ କଥା ଶୁଣ। କୌଣସି ମନ୍ଦ କାର୍ୟ୍ଯ କରିବା ଅର୍ଥାତ୍ ପରମେଶ୍ବରଙ୍କ ଦ୍ବାରା ଅସମ୍ଭବ! ସର୍ବଶକ୍ତିମାନ ପରମେଶ୍ବର କୌଣସି ଭୁଲ କରନ୍ତି ନାହିଁ।

Psalm 37:6
ତୁମ୍ଭର ସାଧୁତା ଓ ନ୍ଯାଯପ୍ରିଯତା ମଧ୍ଯାହ୍ନର ସୂର୍ୟ୍ଯ କିରଣ ଭଳି ଉଜ୍ଜ୍ବଳ ଆ ଲୋକ ପ୍ରଦାନ କରୁ।

Psalm 99:3
ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା ଓ ଭୟ କରନ୍ତୁ, ଏହା ପବିତ୍ର ଅଟେ।

Psalm 145:17
ସଦାପ୍ରଭୁ ୟାହା କିଛି କରନ୍ତି ତାହା ଉତ୍ତମ ଓ ତାଙ୍କର ନିଜର ସମସ୍ତ କାର୍ୟ୍ଯ ବିଶ୍ବସ୍ତତାକୁ ପ୍ରଦର୍ଶନ କରେ।

Ecclesiastes 3:16
ପୁଣି ଥରେ ମୁଁ ସୂର୍ୟ୍ଯ ତଳେ ଆଉ ଗୋଟିଏ ଜିନିଷ ଦେଖିଲି: ନ୍ଯାଯ ସ୍ଥାନ ରେ, ଦୁଷ୍ଟତା ସଠାେ ରେ ଥିଲା, ଏବଂ ଯେଉଁଠା ରେ ଧାର୍ମିକତା ରହିବା ଉଚିତ୍ ଥିଲା, ସଠାେ ରେ ଜଣେ ଦୁରାଚାର ଥିଲା।

Isaiah 12:6
ହେ ସିୟୋନ ନିବାସୀଗଣ, ଉଚ୍ଚସ୍ବର ରେ ତାଙ୍କର ପ୍ରଶଂସା କର। ଇଶ୍ରାୟେଲ ସହେି ପବିତ୍ର ଧର୍ମସ୍ବରୂପ ତୁମ୍ଭମାନଙ୍କ ମଧିଅରେ ଅଛନ୍ତି, ତେଣୁ ଆନନ୍ଦ କର।

Lamentations 3:23
ତାହା ପ୍ରତି ପ୍ରଭାତ ରେ ନୂତନ ହାଇେଥାଏ ଓ ସଦାପ୍ରଭୁଙ୍କର ବିଶ୍ବସ୍ତତା ମହାନ୍ ଅଟେ।

Zephaniah 3:17
ଜଣେ ଶକ୍ତିଶାଳୀ ସୈନିକ ସଦୃଶ ତୁମ୍ଭର ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି। ସେ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭକୁ କେତେ ଭଲ ପାଆନ୍ତି ଦଖାଇବେେ। ଆଉ ମଧ୍ଯ ସେ ଦଖାଇେ ଦବେେ, ସେ ତୁମ୍ଭମାନଙ୍କ ସହିତ ରହି କେତେ ସୁଖୀ। ସେ ତୁମ୍ଭମାନଙ୍କ ସହିତ ରହି ହସିବେ ଓ ଆନନ୍ଦିତ ହବେେ, ଭୋଜି ରେ ଆନନ୍ଦ କଲାପରି ହବେେ।

Luke 12:2
ଲୁଚି ରହିଥିବା ପ୍ରେତ୍ୟକକ ଜିନିଷକୁ ପ୍ରକାଶ କରି ଦିଆୟିବ। ଗୋପନ ରେ ରହିଥିବା ପ୍ରେତ୍ୟକକ ବିଷୟକୁ ପ୍ରକାଶ କରାୟିବ।

Romans 2:5
କିନ୍ତୁ ତୁମ୍ଭମାନେେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ବର ନିଜର କୋରଧ ଦଖାଇବେେ, ସହେି ଦିନ ତୁମ୍ଭେ ସହେି ଦଣ୍ଡ ପାଇବ। ସହେି ଦିନ ଲୋକେ ପରମେଶ୍ବରଙ୍କର ଠିକ୍ ନ୍ଯାୟବିଚ଼ାର ଦେଖିବେ।

Romans 3:26
ପୂର୍ବରୁ ପରମେଶ୍ବର ର୍ଧୈୟ୍ଯ ଧରି ରହିଥିବା ଲୋକମାନଙ୍କୁ ସମାନଙ୍କେର ପାପ ପାଇଁ ଦଣ୍ଡ ନଦଇେ ଉଚ଼ିତ କାର୍ୟ୍ଯ କରିଥିଲେ। ସେ ନିଜର ଧାର୍ମିକତା ପ୍ରକାଶ କରିବା ପାଇଁ ଏବେ ଯୀଶୁଙ୍କୁ ପଠାଇଲେ। ପରମେଶ୍ବର ଯେ, ନିଜେ ନ୍ଯାୟବାନ ତାହା ଦଖାଇବୋ ପାଇଁ ଯୀଶୁଙ୍କଠା ରେ ବିଶ୍ବାସ ରଖି ଥିବା ଯେ କୌଣସି ଲୋକକୁ ଧାର୍ମିକ କଲେ।

1 Corinthians 4:5
ଅତଏବ, ଠିକ୍ ସମୟ ନ ଆସିବା ପର୍ୟ୍ଯନ୍ତ ଅର୍ଥାତ୍ ପୁନରାଗମନ ପର୍ୟ୍ଯନ୍ତ, କୌଣସି କଥାର ବିଚାର କରିବା ଅନୁଚିତ। ସେ ଅନ୍ଧକାର ରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତ ରେ ଥିବା ଗୁପ୍ତ ଉଦ୍ଦେଶ୍ଯ ଗୁଡ଼ିକୁ ପ୍ରକାଶ କରିବେ। ସେତବେେଳେ ପରମେଶ୍ବର ପ୍ରେତ୍ୟକକଙ୍କୁ ଯାହାର ପ୍ରାପ୍ଯ ପ୍ରଶଂସା ତାହା ପ୍ରଦାନ କରିବେ।

1 Peter 1:17
ତୁମ୍ଭେ ପରମେଶ୍ବରଙ୍କୁ ପ୍ରାର୍ଥନା କରୁଛ ଓ ପିତା ବୋଲି ଡ଼ାକୁଛ। ପରମେଶ୍ବର ପ୍ରେତ୍ୟକକ ଲୋକଙ୍କୁ ତାହାର କାର୍ୟ୍ଯ ଅନୁସାରେ ସମାନ ଭାବରେ ବିଚାର କରନ୍ତି। ତେଣୁ ତୁମ୍ଭେ ଯେ ପର୍ୟ୍ଯନ୍ତ ପୃଥିବୀ ରେ ବଞ୍ଚି ରହିଛ, ତୁମ୍ଭେ ପରମେଶ୍ବରଙ୍କ ପ୍ରତି ଭୟ ରଖି ବଞ୍ଚିବା ଉଚିତ୍।

Zechariah 9:9
ହେ ସିୟୋନର କନ୍ଯା ଆନନ୍ଦ କର! ହେ ୟିରୁଶାଲମର କନ୍ଯା, ଚିତ୍କାର କର! ଦେଖ, ତୁମ୍ଭର ରାଜା ତୁମ୍ଭମାନଙ୍କ ନିକଟକୁ ଆସୁଛନ୍ତି। ସେ ଧାର୍ମିକ ରାଜା ଓ ସେ ଜଯଲାଭ କରିଛନ୍ତି। ସେ ଅତ୍ଯନ୍ତ ନମ୍ର। ସେ ଏକ ୟୁବ ଗଧ ଉପ ରେ ବସି ଆସୁଛନ୍ତି।

Zechariah 2:5
ସଦାପ୍ରଭୁ କୁହନ୍ତି, 'ଆମ୍ଭେ ତା'ର ଚତୁର୍ଦ୍ଦିଗ ରେ ତା'ର ସୁରକ୍ଷା ପାଇଁ ଅଗ୍ନିର ପ୍ରାଚୀର ତୁଲ୍ଯ ହବୋ। ଆମ୍ଭେ ତାକୁ ଆମ୍ଭର ମହିମା ରେ ପୂର୍ଣ୍ଣ କରିବା।'

Zephaniah 2:1
ହେ ନିଲର୍‌ଲଜ ଲୋକମାନେ, ତୁମ୍ଭମାନେେ ଏକତ୍ରୀତ ହୁଅ।

Job 8:3
ପରମେଶ୍ବର କ'ଣ ବିଚାରର ବିପରୀତ କରନ୍ତି କି ? ଅଥବା ସର୍ବଶକ୍ତିମାନ ନ୍ଯାଯର ବିପରୀତ କରନ୍ତି କି ?

Job 34:17
ଯେଉଁ ବ୍ଯକ୍ତି ସଚ୍ଚୋଟ ହବୋକୁ ଘୃଣା କରେ, ସେ କବେେ ଶାସକ ହାଇେ ପାରିବ ନାହିଁ। ଆୟୁବ, ପରମେଶ୍ବର ଅତ୍ଯନ୍ତ ପରାକ୍ରମଶାଳୀ ଓ ନ୍ଯାଯପରାଯଣ ତୁମ୍ଭେ କ'ଣ ଭାବୁଛ ତୁମ୍ଭେ ତାଙ୍କୁ ଦୋଷୀ ସାବ୍ଯସ୍ତ କରିପାରିବ।

Isaiah 28:19
ଏହା ବହୁ ସମୟ ଆସି ତୁମ୍ଭକୁ ନବେ। ଏହା ସକାଳେ ମଧ୍ଯାହ୍ନ, ସନ୍ଧ୍ଯା ବେଳେ ପ୍ରକାଶିତ ହବେ। ଆଉ ଯେତବେେଳେ ତୁମ୍ଭେ ବୁଝ, ତାହା ଅତି ଭୟଙ୍କର ହବେ।

Isaiah 33:2
ସେତବେେଳେ ଲୋକମାନେ କହିବେ, ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି କୃପା କର। ଆମ୍ଭମାନେେ ତୁମ୍ଭର ଅନୁଗ୍ରହକୁ ଅପେକ୍ଷା କରିଛୁ। ହେ ସଦାପ୍ରଭୁ, ପ୍ରତି ପ୍ରଭାତ ରେ ତୁମ୍ଭେ ଆମ୍ଭମାନଙ୍କର ବାହୁସ୍ବରୂପ ହୁଅ। ସଙ୍କଟ ସମୟରେ ଆମ୍ଭମାନଙ୍କର ତ୍ରାଣକର୍ତ୍ତା ହୁଅ।

Isaiah 42:3
ଏପରିକି ସେ ଗୋଟିଏ ଛଚୋନଳ ଭାଙ୍ଗିବେ ନାହିଁ, ଏପରିକି ଗୋଟିଏ ନିଷ୍ଠୁର ବଳିତା ଲିଭାଇବେ ନାହିଁ। ସେ ନ୍ଯାଯ ବିଚାର କରିବେ ଓ ସତ୍ଯ ଉଦ୍ଘାଟନ କରିବେ।

Isaiah 45:21
ତୁମ୍ଭମାନେେ ଆସ ଓ ତାହା ଉପସ୍ଥିତ କର ; ସମାନେେ ପରସ୍ପର ମନ୍ତ୍ରଣା କରନ୍ତୁ।

Isaiah 50:4
ମାରେପ୍ରଭୁ ସଦାପ୍ରଭୁ ମାେତେ ଶିକ୍ଷା ଦଇେଛନ୍ତି ମୁଁ ଯେପରି କ୍ଲାନ୍ତ ଦୁର୍ବଳମାନଙ୍କୁ ସୁସ୍ଥିର କରିପାରିବି, ସେ ପ୍ରତି ପ୍ରଭାତ ରେ ମାେତେ ଜାଗ୍ରତ କରାନ୍ତି ଓ ବିଦ୍ଯାର୍ଥୀପରି ଶୁଣିବା ପାଇଁ ମାରେ କର୍ଣ୍ଣକୁ ଜାଗ୍ରତ କରାନ୍ତି।

Jeremiah 3:3
ତୁମ୍ଭର ପାପକର୍ମ ଯୋଗୁଁ ବୃଷ୍ଟି ନିବୃତ୍ତ ହାଇେଅଛି। ବସନ୍ତକାଳୀନ ବର୍ଷା ଆସି ନାହିଁ। କିନ୍ତୁ ତୁମ୍ଭେ ଜଣେ ବେଶ୍ଯାର ଭଂଗୀ ଓ ଲଜ୍ଜ୍ଯାହୀନ ଚାହାଣୀ ବଜାଯ ରଖିଛ ଓ ଲଜ୍ଜିତ ହବୋକୁ ଅସ୍ବୀକାର କରୁଛ।

Jeremiah 6:15
ଯାଜକ ଓ ଭବିଷ୍ଯଦବକ୍ତାମାନେ ଘୃଣ୍ଯକର୍ମ କଲେ ମଧ୍ଯ ଲଜ୍ଜିତ ନୁହଁନ୍ତି। ସମାନେେ ସମାନଙ୍କେର ଦୁଷ୍କର୍ମ ପାଇଁ ମୁଖ ବିବର୍ଣ୍ଣ କଲେ ନାହିଁ। ତେଣୁ ସଦାପ୍ରଭୁ କହନ୍ତି, ସମାନେେ ପତିତମାନଙ୍କ ମଧିଅରେ ପତିତ ହବେେ ଓ ଆମ୍ଭେ ସେସାନଙ୍କୁ ପ୍ରତିଫଳ ଦବୋ ବେଳେ ସମାନେେ ନିପାତିତ ହବେେ।

Jeremiah 8:12
ସମାନେେ ଘୃଣ୍ଯକର୍ମ କରିସୁଦ୍ଧା ଲଜ୍ଜିତ ହେଲେ ନାହିଁ, ସମାନଙ୍କେର ମୁଖମଣ୍ଡଳ ଏହି ମନ୍ଦକର୍ମ ଯୋଗୁଁ ବିବର୍ଣ୍ଣ ହେଲା ନାହିଁ। ଏଣୁ ସମାନେେ ପତିତ ଲୋକମାନଙ୍କ ମଧିଅରେ ପତିତ ହବେେ। ସମାନଙ୍କେ ପ୍ରତିଫଳ ପ୍ରାପ୍ତି ସମୟରେ ସମାନେେ ନିପାତିତ ହବେେ। ସଦାପ୍ରଭୁ ଏହିସବୁ କହନ୍ତି।

Jeremiah 21:12
ହେ ଦାଉଦବଂଶ, ସଦାପ୍ରଭୁ ଏହିକଥା କହନ୍ତି, 'ତୁମ୍ଭମାନେେ ପ୍ରଭାତ ରେ ସୁବିବଚେନା କର। ଅପରାଧୀଙ୍କ ହସ୍ତରୁ ଲୁଣ୍ଠିତ ଲୋକମାନଙ୍କୁ ଉଦ୍ଧାର କର। ତାହା ନ ହେଲେ ତୁମ୍ଭମାନେେ ତୁମ୍ଭମାନଙ୍କର ଦୁଷ୍ଟାଚରଣ ଯୋଗୁଁ ଆମ୍ଭ ପ୍ରଚଣ୍ଡ କୋର୍ଧାଗ୍ନି ରେ ଭସ୍ମୀଭୂତ ହବେ ଓ କହେି ତାହାକୁ ନିର୍ବାଣ କରିପାରିବେ ନାହିଁ।

Ezekiel 48:35
ନଗରର ଚତୁର୍ଦ୍ଦିଗର ର୍ଦୈଘ୍ଯ 18,000 ହାତ ପରିମିତ ହବେ। ଆଉ ବର୍ତ୍ତମାନଠାରୁ ନଗରର ନାମ ହବେ, ସଦାପ୍ରଭୁ ତହିଁ ବିଦ୍ଯମାନ।

Micah 3:11
ୟିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନଇେ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନଇେ ଶିକ୍ଷା ଦିଅନ୍ତି ଓ ଭବିଷ୍ଯଦ୍ବକ୍ତାଗଣ ଭବିଷ୍ଯବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାୟ୍ଯ ପାଇଁ ଆଶା କରନ୍ତି। ସମାନେେ ମଧ୍ଯ କୁହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠା ରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।

Micah 7:9
ମୁଁ ସଦାପ୍ରଭୁଙ୍କ ସମ୍ମୁଖ ରେ ପାପ କରିଥିଲି, ତେଣୁ ସଦାପ୍ରଭୁ ମାେ ଉପ ରେ କୋରଧାନ୍ବିତ ହାଇେଥିଲେ। ମାତ୍ର ସେ ମାେ ପାଇଁ ୟୁକ୍ତି ବାଢିବେ ଏବଂ ମାେ ପାଇଁ ନ୍ଯାଯ ବିଗ୍ଭର କରିବେ। ସେ ମାେତେ ଆଲୋକକୁ ଆଣିବେ ଓ ମୁଁ ତାଙ୍କର ଧାର୍ମିକତା ଦେଖିବି।

Habakkuk 1:3
ଲୋକମାନେ ଜିନିଷ ଧ୍ବଂସ କରୁଛନ୍ତି ଓ ଅନ୍ୟକୁ ଆଘାତ କରୁଛନ୍ତି। ସମାନେେ ୟୁକ୍ତି କରୁଛନ୍ତି ଓ ଲଢୁଛନ୍ତି। ଏହି ଅନ୍ଯାଯ ସବୁ ମୁଁ କାହିଁକି ଦେଖିବି? ଏହି ଖରାପ ଦ୍ରବ୍ଯ ମୁଁ କାହିଁକି ଦେଖିବି?

Genesis 18:25
ନିଶ୍ଚଯ ତୁମ୍ଭେ ଭଲ ଲୋକଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ବଂସ କରିବ ନାହିଁ। ଯଦି ଏହା ହୁଏ, ତବେେ ଦୁଷ୍ଟ ଓ ଧାର୍ମିକ ଲୋକ ସମାନ ଭାବରେ ଗଣାଯିବେ। କଣ ସାରା ପୃଥିବୀର ବିଚାରକର୍ତ୍ତା ଯାହା ନ୍ଯାଯ, ତାହା କରିବେ ନାହିଁ।