Full Screen English ?
   🏠  Lyrics  Chords  Bible 

1 இராஜாக்கள் 18:40

1 Kings 18:40 in Tamil தமிழ் வேதாகமம் 1 இராஜாக்கள் 1 இராஜாக்கள் 18

1 இராஜாக்கள் 18:40
அப்பொழுது எலியா அவர்களை நோக்கி: நீங்கள் பாகாலின் தீர்க்கதரிசிகளில் ஒருவனும் தப்பிப்போகாதபடிக்கு அவர்களைப் பிடியுங்கள் என்றான்; அவர்களைப் பிடித்தபோது, எலியா அவர்களைக் கீழே கீசோன் ஆற்றங்கரையிலே கொண்டுபோய், அங்கே அவர்களை வெட்டிப்போட்டான்.

Cross Reference

Colossians 3:9
ପରସ୍ପରକୁ ମିଛ କଥା କୁହ ନାହିଁ, କାରଣ ତୁମ୍ଭମାନେେ ପୂର୍ବ ଜୀବନର ପାପପୂର୍ଣ୍ଣ ଆଚରଣ ଛାଡ଼ି ଦଇେଛ।

Acts 5:4
ସେ ସମ୍ପତ୍ତି କ'ଣ ବିକ୍ରୀ ପୂର୍ବରୁ ତୁମ୍ଭର ନଥିଲା? ବିକ୍ରୀ ପରେ ସେ ସମ୍ପତ୍ତିର ମୂଲ୍ଯ କ'ଣ ତୁମ୍ଭ ଅଧିକାର ରେ ନଥିଲା? ତବେେ ତୁମ୍ଭେ ମନ ଭିତ ରେ ଏପରି ଖରାପ କଥା କାହିଁକି ଭାବିଲ? ଏହା ଦ୍ବାରା ତୁମ୍ଭେ ମନୁଷ୍ଯମାନଙ୍କ ଆଗ ରେ ମିଥ୍ଯା କହିଲ ନାହିଁ ବରଂ ତୁମ୍ଭେ ପରମେଶ୍ବରଙ୍କୁ ମିଥ୍ଯା କହିଲ।

Proverbs 24:28
ଏକ ଯଥାର୍ଥ କାରଣ ବିନା ତୁମ୍ଭର ପ୍ରତିବେଶୀର ବିପକ୍ଷ ରେ ସାକ୍ଷୀ ହୁଅ ନାହିଁ। ମିଥ୍ଯା କୁହ ନାହିଁ।

Leviticus 19:11
ତୁମ୍ଭମାନେେ ଚୋରି କରିବ ନାହିଁ, ଅନ୍ୟମାନଙ୍କୁ ପ୍ରତାରଣା କରିବ ନାହିଁ କିମ୍ବା ପରସ୍ପର ମିଥ୍ଯା କହିବ ନାହିଁ।

Exodus 22:7
ଆଉ କହେି ଆପଣା ପଡ଼ୋଶୀ ନିକଟରେ ମୁଦ୍ରା ଅବା ଆଉ କୌଣସି ଦ୍ରବ୍ଯ ରଖିବା ପାଇଁ ସମର୍ପଣ କଲେ ତାହା ଯବେେ କହେି ସହେି ଲୋକର ଗୃହରୁ ଚୋରିକରେ ଓ ସହେି ଚୋର ଧରାପଡେ, ତବେେ ସେ ତା'ର ଦୁଇଗୁଣ ଦବେ।

Micah 6:10
ମନ୍ଦାଗ୍ଭରୀଗଣ କ'ଣ ଏବେ ସୁଦ୍ଧା ଗ୍ଭରେି ଧନସମ୍ପତ୍ତିକୁ ଲୁଗ୍ଭଇ ରଖିଛନ୍ତି? ସହେି ମନ୍ଦାଗ୍ଭରୀଗଣ ଏବେ କ'ଣ େଛାଟ ଐଫା ରେ ଲୋକମାନଙ୍କୁ ପ୍ରତାରଣା କରୁଛନ୍ତି? ହଁ, ଏହିସବୁ ଘଟଣା ଏବେ ମଧ୍ଯ ଘଟୁଅଛି।

Habakkuk 1:13
ତୁମ୍ଭର ଚକ୍ଷୁଗୁଡିକ ଏତେ ଶୁଦ୍ଧ ଯେ, ତୁମ୍ଭେ ଦୁଷ୍କର୍ମ ଦେଖିପାରିବ ନାହିଁ। ଲୋକମାନେ ଦୁଷ୍କର୍ମ କରୁଥିବାର ଦେଖି ତୁମ୍ଭେ ସହ୍ଯ କରିପାରିବ ନାହିଁ। ତେଣୁ କିପରି ସହେି ମନ୍ଦ ଲୋକମାନେ ଜଯ କରିବାର ତୁମ୍ଭେ ଦେଖିପାରିବ? କାହିଁକି ତୁମ୍ଭେ ପ୍ରତିକ୍ରିଯା କରୁନାହଁ, ଯେତବେେଳେ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ପରାସ୍ତ କରିବାର ଦେଖୁଛ?

John 8:44
ଶୟତାନ ହେଉଛି ତୁମ୍ଭର ପିତା। ତୁମ୍ଭେ ତାହାର ଅଟ। ତୁମ୍ଭେ ତାର ଇଚ୍ଛା ଅନୁସାରେ କାର୍ୟ୍ଯ କରୁଛ। ପ୍ରଥମରୁ ସେ ଜଣେ ଖୁନି। ସେ ସର୍ବଦା ସତ୍ଯର ବିରୁଦ୍ଧ। ତା' ଭିତ ରେ କୌଣସି ସତ୍ଯତା ନାହିଁ। ସେ ତାର ସ୍ବଭାବରୁ ମିଛୁଆ। ସେ ମିଥ୍ଯାବାଦୀ, ସେ ମିଥ୍ଯାର ଜନ୍ମଦାତା।

Ephesians 4:25
ଅତଏବ ତୁମ୍ଭେ ମିଛ କହିବା ବନ୍ଦ କର। ସର୍ବଦା ପରସ୍ପରକୁ ସତ୍ଯ କୁହ, ଯେ ହତେୁ ଆମ୍ଭେ ସମସ୍ତେ ଗୋଟିଏ ଦହରେ ଅଙ୍ଗପ୍ରତ୍ଯଙ୍ଗ ଅଟୁ।

Revelation 22:15
କିନ୍ତୁ କୁକୁରମାନେ, ମନ୍ଦ କୁହୁକ କରୁଥିବା ଲୋକମାନେ, ଯେଉଁମାନେ ୟୌନଗତ ପାପ କରନ୍ତି, ନରହନ୍ତାମାନେ, ପ୍ରତିମାପୂଜକଗଣ, ମିଥ୍ଯାପ୍ରିୟ ଓ ମିଥ୍ଯାବାଦୀମାନେ ନଗରର ବାହା ରେ ରହିବେ।

Amos 8:5
ତୁମ୍ଭେ ବ୍ଯବସାଯୀଗଣ କହୁଛ, କେତବେେଳେ ଅମାବାସ୍ଯା ଗତ ହବେ ଓ ଆମ୍ଭମାନେେ ଆମ୍ଭର ଶସ୍ଯ ବୀକ୍ରି କରିବୁ? ପୁଣି କେତବେେଳେ ବିଶ୍ରାମଦିନ ଗତ ହବେ, ଆମ୍ଭେ ଆମ୍ଭର ଗହମ ବୀକ୍ରିପାଇଁ ଆଣିବୁ? ଆମ୍ଭମାନେେ ଓଜନର ମାପ କମାଇବୁ ଏବଂ ଜିନିଷର ମୂଲ୍ଯ ବୃଦ୍ଧି କରିବୁ। ଆମ୍ଭମାନେେ ତରାଜୁକୁ କମ୍ ବେଶୀକରି ଲୋକମାନଙ୍କୁ ଠକିବୁ।

Jeremiah 9:5
ସମାନେେ ପ୍ରେତ୍ୟକକ ଆପଣା ପ୍ରତିବେଶୀକୁ ପ୍ରବ୍ଯଞ୍ଚନା କରିବେ ଓ କବେେ ସତ୍ଯକଥା କହିବେ ନାହିଁ। ସମାନେେ ମିଥ୍ଯା କହିବାକୁ ନିଜ ନିଜ ଜିହ୍ବାକୁ ଶିଖାଇ ଅଛନ୍ତି। ଥକିବା ପର୍ୟ୍ଯନ୍ତ ସମାନେେ ମନ୍ଦକର୍ମ କରନ୍ତି।

Leviticus 5:15
କହେି ଯଦି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷଯ ରେ ଅଜାଣତ ରେ ପାପ କରେ, ସେ ତା'ର ପଲରୁ ଦୋଷାର୍ଥକ ବଳିରୂପେ କୌଣସି କ୍ଷତ ନଥିବା ଏକ ମଷେଛୁଆ ଆଣି ସଦାପ୍ରଭୁଙ୍କୁ ତା'ର ପାଇଁ କ୍ଷତି ପୂରଣ ଦବୋ ଉଚିତ୍। ସହେି ମଷେ ଛୂଆର ମୁଲ୍ଯ କାର୍ୟ୍ଯାଳଯ ମାପ ଅନୁୟାଯୀ ନିରୂପିତ ହବୋ ଉଚିତ୍।

Leviticus 5:19
ଏପରିକି ଯେଉଁ ପ୍ରାଣୀ ପାପ କରିଛି ଓ ସେ ଜାଣି ନାହିଁ ତଥାପି ସେ ଦୋଷୀ, ତେଣୁ ସେ ସଦାପ୍ରଭୁଙ୍କ ଛାମୁ ରେ ଦୋଷାର୍ଥକ ନବୈେଦ୍ଯ ଉତ୍ସର୍ଗ କରିବ।

Numbers 5:6
ଇଶ୍ରାୟେଲ ଲୋକମାନଙ୍କୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ଯଦି କୌଣସି ବ୍ଯକ୍ତି ବିରୁଦ୍ଧ ରେ ଅପରାଧ କରେ, ତବେେ ସମାନେେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ମଧ୍ଯ ଅପରାଧ କରିଛନ୍ତି। ସମାନେେ ଦୋଷୀ।

Psalm 51:4
ହେ ପରମେଶ୍ବର, ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି ଓ ତୁମ୍ଭେ ନିଜେ ମୁଁ ତାହାହିଁ କରିଛି ୟାହା ତୁମ୍ଭ ଦୃଷ୍ଟିରେ ଭୁଲ୍। ତୁମ୍ଭେ ଠିକ୍ କୁହ, ଯେତବେେଳେ ମାରେ ବିଚାର ଓ ନ୍ଯାଯ ସେତବେେଳେ ମାେତେ ଦୋଷୀ ବୋଲି କୁହ।

Proverbs 26:19
ସେ ଅଗ୍ନିବାଣ, ତୀର ଓ ମୃତ୍ଯୁ ନିକ୍ଷପକୋରୀ ବାତୁଳ ପରି ଅଟେ।

Isaiah 21:2
ମୁଁ ଦେଖିଅଛି ଏକ ଭୟଙ୍କର ଦୁଃଖଦାୟକ ଘଟଣା ଘଟିବ। ବିଶ୍ବାସ ଘାତକ ତୁମ୍ଭମାନଙ୍କ ପ୍ରତି ବିଶ୍ବାସଘାତକତା କରୁଅଛି ଓ ଲୁଣ୍ଠନକାରୀ ଲୁଣ୍ଠନ କରୁଅଛି। ସେ ଏଲମ୍! ୟାଅ ୟୁଦ୍ଧ କର। ହେ ମାଦିଯେ, ତୁମ୍ଭ ସୈନ୍ଯବାହିନୀ ଦ୍ବାରା ନଗରକୁ ଅବରୋଧ କର ଓ ପରାସ୍ତ କର। ମୁଁ ସହେି ନଗରରୁ ଦୁଃଖ ଓ ହାହାକାର ଦୂର କରିଅଛି।

Isaiah 24:16
ଆମ୍ଭମାନେେ ପୃଥିବୀର ସର୍ବତ୍ର ପରମେଶ୍ବରଙ୍କ ପ୍ରଶଂସା ଶୁଣିବୁ। ଏହି ମହିମା ଗାନ ହେଉଛି ମଙ୍ଗଳମଯ ପରମେଶ୍ବରଙ୍କ ସମ୍ବନ୍ଧ ରେ। କିନ୍ତୁ ମୁଁ କ ହେ, ମୁଁ କ୍ଷୀଣ ହେଉଅଛି। ମୁଁ ସନ୍ତାପର ପାତ୍ର ବିଶ୍ବାସଘାତକମାନେ ବିଶ୍ବାସଘାତକତା କରିଛନ୍ତି। ସମାନେେ ଭୟଙ୍କର ବିଶ୍ବାସଘାତକତା କରିଛନ୍ତି।

Isaiah 33:1
ଦେଖ, ତୁମ୍ଭମାନେେ ଲୁଟିତ ନ ହାଇେ ମଧ୍ଯ ଅନ୍ୟମାନଙ୍କୁ ଲୁଟୁଅଛ। ଅନ୍ୟମାନେ ତୁମ୍ଭମାନଙ୍କ ପ୍ରତି ବିଶ୍ବାସଘାତକତା ନ କଲେ ମଧ୍ଯ ତୁମ୍ଭମାନେେ ଅନ୍ୟମାନଙ୍କ ପ୍ରତି ବିଶ୍ବାସଘାତକତା କରୁଅଛ। ତେଣୁ ତୁମ୍ଭମାନେେ ସନ୍ତାପର ପାତ୍ର। କାରଣ ତୁମ୍ଭମାନେେ ଲୁଟିବା ସମାପ୍ତ କଲାପ ରେ ଅନ୍ୟମାନେ ତୁମ୍ଭକୁ ଲୁଟିବେ। ପୁଣି ତୁମ୍ଭମାନେେ ବିଶ୍ବାସଘାତକତା ସମାପ୍ତ କଲାପ ରେ ଅନ୍ୟମାନେ ତୁମ୍ଭପ୍ରତି ବିଶ୍ବାସଘାତକତା କରିବେ।

Isaiah 59:13
ଆମ୍ଭମାନେେ ତାଙ୍କର ବିରୁଦ୍ଧାଚରଣ କରିବା ଓ ସଦାପ୍ରଭୁଙ୍କ ପ୍ରତି ଅବିଶ୍ବସ୍ତ ହବୋ। ଆମ୍ଭମାନେେ ସଦାପ୍ରଭୁଙ୍କଠାରୁ ବିମୁଖ ହେଲୁ। ଆମ୍ଭେ ଉତ୍ପୀଡ଼ନ ଓ ବିଦ୍ରୋହର କଥା କହୁ। ଆମ୍ଭେ ମିଥ୍ଯା କଥା କହି ଧାର୍ମିକତାକୁ ଆମ୍ଭଠାରୁ ଛାଡ଼ି ଦେଉ।

Genesis 26:7
ତହିଁରେ ସହେି ସ୍ଥାନର ଲୋକମାନେ ତାଙ୍କର ସ୍ତ୍ରୀ ବିଷଯ ରେ ପଚାରନ୍ତେ ସେ କହିଲେ, ସେ ମାରେ ଭଉଣୀ ସେ ଏହା କହିଲେ, କାରଣ ସେ ରିବିକା ଲାଗି ଭୟ କରୁଥିଲେ। ସଠାେକାର ଲୋକମାନେ ତାଙ୍କୁ ବଧ କରିଥାଆନ୍ତେ, କାରଣ ସେ ବହୁତ ସୁନ୍ଦରୀ ଥିଲେ।


1 இராஜாக்கள் 18:40 ஆங்கிலத்தில்

appoluthu Eliyaa Avarkalai Nnokki: Neengal Paakaalin Theerkkatharisikalil Oruvanum Thappippokaathapatikku Avarkalaip Pitiyungal Entan; Avarkalaip Pitiththapothu, Eliyaa Avarkalaik Geelae Geeson Aattangaraiyilae Konndupoy, Angae Avarkalai Vettippottan.


Tags அப்பொழுது எலியா அவர்களை நோக்கி நீங்கள் பாகாலின் தீர்க்கதரிசிகளில் ஒருவனும் தப்பிப்போகாதபடிக்கு அவர்களைப் பிடியுங்கள் என்றான் அவர்களைப் பிடித்தபோது எலியா அவர்களைக் கீழே கீசோன் ஆற்றங்கரையிலே கொண்டுபோய் அங்கே அவர்களை வெட்டிப்போட்டான்
1 இராஜாக்கள் 18:40 Concordance 1 இராஜாக்கள் 18:40 Interlinear 1 இராஜாக்கள் 18:40 Image

முழு அதிகாரம் வாசிக்க : 1 இராஜாக்கள் 18