ஆதியாகமம் 48:16
எல்லாத் தீமைக்கும் நீங்கலாக்கி என்னை மீட்ட தூதனுமானவர் இந்தப் பிள்ளைகளை ஆசீர்வதிப்பாராக, என்பேரும் என் பிதாக்களாகிய ஆபிரகாம் ஈசாக்கு என்பவர்களின் பேரும் இவர்களுக்கு இடப்படக்கடவது; பூமியில் இவர்கள் மிகுதியாய்ப் பெருகக்கடவர்கள் என்றான்.
Cross Reference
ମାର୍କଲିଖିତ ସୁସମାଚାର 15:7
ସହେି ସମୟରେ ବନ୍ଦୀଶାଳା ରେ ବାରବ୍ବା ନାମ ରେ ଏକ ବ୍ଯକ୍ତି ବିଦ୍ ରୋହୀମାନଙ୍କ ସହିତ ବନ୍ଦୀ ଥିଲା। ଏହି ବିଦ୍ରୋହୀମାନେ ଗୋଟିଏ ବିଦ୍ରୋହ ସମୟରେ ନରହତ୍ଯା ଅପରାଧ ରେ ଦୋଷୀ ସାବ୍ଯସ୍ତ ହାଇେଥିଲେ।
ମାଥିଉଲିଖିତ ସୁସମାଚାର 27:16
ସହେି ସମୟରେ ବାରବ୍ବା ନାମ ରେ ଜଣେ କୁଖ୍ଯାତ ବନ୍ଦୀ ଥିଲା।
ମାଥିଉଲିଖିତ ସୁସମାଚାର 27:26
ପୀଲାତ ବାରବ୍ବାଙ୍କୁ ମୁକ୍ତ କରି ଦେଲେ ଓ ଯୀଶୁଙ୍କୁ ବତରେ ମାରିବା ପାଇଁ ଆଦେଶ ଦେଲେ। ତା'ପରେ ସେ ଯୀଶୁଙ୍କୁ କୃଶ ରେ ଚଢ଼ାଇବା ପାଇଁ ସୈନ୍ଯମାନଙ୍କୁ ହାତ ରେ ଅର୍ପଣ କଲେ।
ମାର୍କଲିଖିତ ସୁସମାଚାର 15:15
ପୀଲାତ ଲୋକମାନଙ୍କୁ ଖୁସି କରିବାକୁ ଚାହିଁଲେ, ତେଣୁ ସେ ସମାନଙ୍କେ ପାଇଁ ବାରବ୍ବାକୁ ମୁକ୍ତ କରି ଦେଲେ ଏବଂ ଯୀଶୁଙ୍କୁ କୋରଡା ରେ ପିଟିବା ପାଇଁ ସୈନ୍ଯମାନଙ୍କୁ ଆଦେଶ ଦେଲେ। ତା'ପରେ ସେ ଯୀଶୁଙ୍କୁ କୃଶ ରେ ଚଢାଇ ମାରିଦବୋ ପାଇଁ ତାହାଙ୍କୁ ସୈନ୍ଯମାନଙ୍କ ହାତ ରେ ଦଇେ ଦେଲେ।
ଲୂକଲିଖିତ ସୁସମାଚାର 23:18
କିନ୍ତୁ ସବୁଲୋକେ ପାଟିକରି ଉଠିଲେ, ତାହାକୁ ମାରିଦିଅ। ବାରବ୍ବାକୁ ମୁକ୍ତ କରିଦିଅ।
ଲୂକଲିଖିତ ସୁସମାଚାର 23:25
ଲୋକମାନେ ବାରବ୍ବାକୁ ମୁକ୍ତ ହାଇେ ଚାଲିୟିବାକୁ ଚାହୁଁଥିଲେ। ବାରବ୍ବା ନରହତ୍ଯା ଓ ବିଦ୍ରୋହ ଅପରାଧ ରେ କାରାଗାର ରେ ଥିଲା। ପୀଲାତ ବାରବ୍ବାଙ୍କୁ ମୁକ୍ତ କରି ଦେଲେ। ପୀଲାତ ଯୀଶୁଙ୍କୁ ମାରିଦବୋ ପାଇଁ ଲୋକମାନଙ୍କ ହାତ ରେ ସମର୍ପି ଦେଲେ। ଲୋକମାନେ ତାହା ଚାହୁଁଥିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 3:13
ନା! ଇଶ୍ବର ଏହା କରିଛନ୍ତି। ସେ ଅବ୍ରାହାମ, ୟିସ୍ହାକ ଓଯାକୁବଙ୍କ ଇଶ୍ବର ଅଟନ୍ତି। ସେ ଆମ୍ଭର ସମସ୍ତ ପୂର୍ବପୁରୁଷଙ୍କ ଇଶ୍ବର ଅଟନ୍ତି। ସେ ତାହାଙ୍କ ମହାନ ସବେକ ଯୀଶୁଙ୍କୁ ଗୌରବାନ୍ବିତ କରିଅଛନ୍ତି। ମାତ୍ର ତୁମ୍ଭମାନେେ ଯୀଶୁଙ୍କୁ ମୃତ୍ଯୁ ଭୋଗ କରିବା ନିମନ୍ତେ ସମର୍ପଣ କରି ଦେଲେ। ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ସ୍ଥିର କରିଥିଲେ, କିନ୍ତୁ ତୁମ୍ଭମାନେେ ଯୀଶୁଙ୍କୁ ଚ଼ାହଁନାହିଁ ବୋଲି ପୀଲାତଙ୍କୁ କହିଲ।
ஆதியாகமம் 48:16 ஆங்கிலத்தில்
Tags எல்லாத் தீமைக்கும் நீங்கலாக்கி என்னை மீட்ட தூதனுமானவர் இந்தப் பிள்ளைகளை ஆசீர்வதிப்பாராக என்பேரும் என் பிதாக்களாகிய ஆபிரகாம் ஈசாக்கு என்பவர்களின் பேரும் இவர்களுக்கு இடப்படக்கடவது பூமியில் இவர்கள் மிகுதியாய்ப் பெருகக்கடவர்கள் என்றான்
ஆதியாகமம் 48:16 Concordance ஆதியாகமம் 48:16 Interlinear ஆதியாகமம் 48:16 Image
முழு அதிகாரம் வாசிக்க : ஆதியாகமம் 48